ବଗିଚା ଭିତରୁ ବିସ୍ଫୋରକ ଜବତ କଲା ସୁରକ୍ଷାବାହିନୀ
ଜମ୍ମୁ-କଶ୍ମୀର : ଜମ୍ମୁ-କଶ୍ମୀରର ପୁଲଓ୍ଵାମାରେ ସୁରକ୍ଷାବାହିନୀ ଏକ ବଗିଚା ଭିତରୁ ମାଟି ତଳେ ଲୁଚା ହୋଇ ରଖା ଯାଇଥିବା ବିସ୍ଫୋରକ ଜବତ କରିଛନ୍ତି । ଦୀର୍ଘ ସମୟ ଦରି ଖୋଜିବା ପରେ ଯେଉଁ ମାଟି ତଳେ ଆଇଇଡି ରଖାଯାଇଥିଲା, ସେହି ମାଟି ଭିତରେ ଦୁଇଟି ବାକ୍ସ ଦେଖିବାକୁ ମିଳିଥିଲା । ପରେ!-->…
Read More...
Read More...