ମୋ ବସ୍କୁ ପଛପଟରୁ ଧକ୍କା ଦେଲା ଟ୍ରକ୍ : ୨୦ ଆହତ
ଭୁବନେଶ୍ୱର : କଟକ-ଭୁବନେଶ୍ୱରରେ ସର୍ବସାଧାରଣଙ୍କ ପାଇଁ ପରିବହନର ଅନ୍ୟତମ ମାଧ୍ୟମ ହୋଇଥିବା ଏକ ‘ମୋ ବସ୍’ ଆଜି ଅପରାହ୍ଣରେ ଦୁର୍ଘଟଣାଗ୍ରସ୍ତ ହୋଇଛି । କଟକ ତେଲେଙ୍ଗାପେଣ୍ଠ ନିକଟରେ ମୋ ବସ୍କୁ ଦୁଇଟି ଦ୍ରୁତଗାମୀ ଟ୍ରକ୍ ଧକ୍କା ଦେଇଛି । ୧୬ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା!-->…
Read More...
Read More...