ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସାଂସଦ ସଂଗୀତା
ବଲାଙ୍ଗିର, (କେପିଏନ୍ଏସ୍) : ବିପୁଳ ଭୋଟରେ ବିଜୟୀ ହେବା ପରେ ବଲାଙ୍ଗିର ସାଂସଦ ସଂଗୀତା କୁମାରୀ ସିଂହଦେଓ ଆଜି ବଲାଙ୍ଗିର ଜିଲ୍ଲାପାଳଙ୍କ ପାଖରୁ ନିଜ ବିଜୟ ପ୍ରମାଣପତ୍ର ଗ୍ରହଣ କରିବାକୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚିଛନ୍ତି । ଏହି ଅବସରରେ ସେ ବଲାଙ୍ଗିରବାସୀଙ୍କୁ କୃତଜ୍ଞତା!-->…
Read More...
Read More...