ବସ୍ ସହ ସ୍କୁଟି ମୁହାଁମୁହିଁ ଧକ୍କା : ଜଣେ ମୃତ
କେନ୍ଦ୍ରାପଡ଼ା : ବସ୍ ସହ ସ୍କୁଟି ମୁହାଁମୁହିଁ ଧକ୍କା । କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାସ୍ତାର ଖରିଦା ସାହି ଠାରେ ଏହି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ସୂଚନାଅନୁଯାୟୀ, କେନ୍ଦ୍ରାପଡାରୁ କଟକ ଯାଉଥିବା ବସ୍ ଚାନ୍ଦବାଲି!-->…
Read More...
Read More...