ବରିଷ୍ଠ ଆଇନଜୀବୀ ଗୌରୀଶ୍ୟାମ ପଟ୍ଟନାୟକଙ୍କ ବିୟୋଗରେ ରାଉରକେଲା ଓକିଲ ସଂଘର ଶୋକସଭା
ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଓକିଲ ସଂଘର ବରିଷ୍ଠ ସଦସ୍ୟ ଆଇନଜୀବୀ ଗୌରୀଶ୍ୟାମ ପଟ୍ଟନାୟକଙ୍କ (୬୭) ଗତକାଲି ହୃଦ୍ଘାତରେ ଦେହାନ୍ତ ହୋଇଯାଇଛି । ଏହି ଦୁଃଖଦ ଖବର ପ୍ରଚାରିତ ହେବା ପରେ ରାଉରକେଲା ଓକିଲ ସଂଘର ଅନେକ ବରିଷ୍ଠ ସଦସ୍ୟ ଆଇଜିଏଚ୍ରେ ପହଞ୍ଚିଥିଲେ । ଆଜି ରାଉରକେଲା!-->…
Read More...
Read More...