Yearly Archives

2024

ମହିଳା ହିଂସା ବିରୁଦ୍ଧରେ ଦୃଢ଼ ପ୍ରୟାସ ମୂଳକ ସଚେତନତା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ପରିଷଦ ଛତ୍ରପୁରସ୍ଥ ଜଉଗଡ ସମ୍ମିଳନୀ କକ୍ଷରେ ଲିଙ୍ଗ ଭିତ୍ତିକ ହିଂସା ବିରୁଦ୍ଧରେ ଜନସଚେତନତା କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଏହି ୧୬ ଦିନିଆ କାର୍ଯ୍ୟକ୍ରମର ଉଦ୍‌ଯାପନୀ ସଭାରେ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଆନୁକୂଲ୍ୟରେ
Read More...

ସହରାଞ୍ଚଳ ନିବେଶରେ ୧୬ ଗୁଣ ବୃଦ୍ଧି; ୨୦୪୭ ସୁଦ୍ଧା ବିକଶିତ ଭାରତ ନିର୍ମାଣ ଦିଗରେ ସରକାରଙ୍କ ପ୍ରଚେଷ୍ଟା ଜାରି

ସହରୀକରଣର ଦ୍ରୁତ ହାର ସହରାଞ୍ଚଳ ବିକାଶକୁ ଭାରତର ଆର୍ଥିକ ଅଭିବୃଦ୍ଧିର ମୂଳଦୁଆରେ ପରିଣତ କରିଛି : ଶ୍ରୀ ମନୋହର ଲାଲ ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ଏବଂ ଶକ୍ତି ମନ୍ତ୍ରୀ ମନୋହର ଲାଲ ଆଜି ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀରେ ସହରାଞ୍ଚଳ
Read More...

ଡିସେମ୍ବର ୧୧ରୁ ଆରମ୍ଭ ହେବ ସ୍ମାର୍ଟ ଇଣ୍ଡିଆ ହାକାଥନର ସପ୍ତମ ସଂସ୍କରଣ

• ଚଳିତ ବର୍ଷ ଅନୁଷ୍ଠାନ ସ୍ତରରେ ଆଭ୍ୟନ୍ତରୀଣ ହ୍ୟାକାଥନରେ ୧୫୦% ବୃଦ୍ଧି ରେକର୍ଡ କରାଯାଇଛି, ଫଳରେ ଏହା ବର୍ତ୍ତମାନସୁଦ୍ଧା ସର୍ବବୃହତ ସଂସ୍କରଣ ହୋଇଛି ନୂଆଦିଲ୍ଲୀ, (ପିଆଇବି) : ସ୍ମାର୍ଟ ଇଣ୍ଡିଆ ହାକାଥନ୍ (ଏସ୍‌ଆଇଏଚ୍)ର ସପ୍ତମ ସଂସ୍କରଣ ୧୧ ଡିସେମ୍ବର ୨୦୨୪ରୁ ଦେଶର ୫୧ଟି
Read More...

ଆର୍ଥିକ ସାକ୍ଷରତା ଏବଂ ଅନ୍ତର୍ଭୂକ୍ତିକରଣ ଶିବିର

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପଖଣ୍ଡ ପ୍ରଶାସନର ଉପଜିଲ୍ଲାପାଳ ସୁଶ୍ରୀ ଦୀନା ଦସ୍ତଗୀରଙ୍କ ନିର୍ଦ୍ଦେଶ କ୍ରମେ ସଞ୍ଚୟ ଏବଂ ଆର୍ଥିକ ସେବା ବିଭାଗ ପକ୍ଷରୁ ଏକ ଆର୍ଥିକ ସାକ୍ଷରତା ଏବଂ ଅନ୍ତର୍ଭୂକ୍ତିକରଣ ଶିବିର ତା ୧୦ ଡିସେମ୍ବର ୨୦୨୪ ରିଖ ମଙ୍ଗଳବାରରେ ଅନୁଷ୍ଠିତ
Read More...

ପିଆଇବି ଭୁବନେଶ୍ୱର ପକ୍ଷରୁ ୱେଭ୍ସ ଏବଂ କ୍ରିଏଟ୍ ଇନ୍ ଇଣ୍ଡିଆ ଚାଲେଞ୍ଜକୁ ନେଇ ସଚେତନତା କାର୍ଯ୍ୟକ୍ରମ

● ଭାରତ ସମେତ ସାରା ବିଶ୍ୱରେ ମନୋରଞ୍ଜନ, ଆନିମେସନ ଏବଂ ଗେମିଂ ଭଳି ଶିଳ୍ପର ବିସ୍ତାର ହେଉଛି : ଆଇଆଇଟି ଭୁବନେଶ୍ୱର ନିର୍ଦ୍ଦେଶକ● ସୃଜନଶୀଳତା କ୍ଷେତ୍ରରେ ଭାରତକୁ ପ୍ରତିଷ୍ଠିତ କରିବା ୱେଭ୍ସ ଓ କ୍ରିଏଟ୍ ଇନ ଇଣ୍ଡିଆ କାର୍ଯ୍ୟକ୍ରମର ଲକ୍ଷ୍ୟ : ଡକ୍ଟର ଗିରିଶ ଚନ୍ଦ୍ର ଦାଶ ଭୁବନେଶ୍ୱର,
Read More...

ବରିଷ୍ଠ ସାମ୍ୱାଦିକ ଡିଗ୍ରୀଧର ସାହୁଙ୍କ ଆଶୁ ଆରୋଗ୍ୟ କାମନା କଲେ ପଦ୍ମପୁର ଉପଖଣ୍ଡ ସାମ୍ବାଦିକ ସଂଘ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମିଠାପାଲି ଗ୍ରାମର ବରିଷ୍ଠ ସାମ୍ବାଦିକ ତଥା ଗନ୍ଧମାର୍ଦ୍ଦନ ଆନ୍ଦୋଳନର ବରିଷ୍ଠ କର୍ମୀ ଡିଗ୍ରୀଧର ସାହୁଙ୍କ ଗତ ୮ ତାରିଖ ରବିବାର ଦିନ ସକାଳ ସମୟରେ ପାଇକମାଲ ଧାନ ମଣ୍ଡିକୁ ଧାନ ବିକ୍ରି କରିବା ପାଇଁ ସାଇକେଲ ଯୋଗେ
Read More...

ଏକତ୍ର ରାଉରକେଲାର ଇସ୍ପାତ ନାଟ୍ୟ ମହୋତ୍ସବ ୨୦୨୪

ନବମ ଦିନ ଉତ୍କଳୀ ସାଂସ୍କୃତିକ ଶିଳ୍ପୀର ନାଟକ ହନୁର ଲାଞ୍ଜ ମଞ୍ଚସ୍ଥ ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସରକାରଙ୍କ ପୃଷ୍ଠପୋଷକତାରେ ଏକତ୍ର ରାଉରକେଲାର ଇସ୍ପାତ ନାଟ୍ୟ ମହୋତ୍ସବ ୨୦୨୪ର ନବମ ଦିବସରେ ଉତ୍କଳୀ ସାଂସ୍କୃତିକ ଶିଳ୍ପୀର
Read More...

ଓଡିଶା କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ସଂଘର ଦୁଇ ଦିନିଆ ରାଜ୍ୟ ସମ୍ମିଳନୀ ଉଦ୍‌ଯାପିତ

ସଂଘର ଅଧ୍ୟକ୍ଷ ହେଲେ ପ୍ରତିଷ୍ଠାତା ସଭାପତି ରବି ରଥ, ସଂଘର ନ୍ୟାର୍ଯ୍ୟ ଦାବି ହାସଲ ପାଇଁ ରାଜ ରାଜରାସ୍ତାକୁ ଓହ୍ଲାଇବ ସଂଘ ବାଲେଶ୍ୱର, (କେପିଏନ୍‌ଏସ୍‌) : ଓଡିଶାରୁ ପ୍ରକାଶ ପାଉଥିବା କ୍ଷୁଦ୍ର ଓ ମଧ୍ୟମ ସମ୍ୱାଦପତ୍ରର ସମ୍ପାଦକ, ପ୍ରକାଶକ, ସ୍ୱତ୍ତାଧିକାରୀ ମାନଙ୍କୁ ନେଇ ବାଲେଶ୍ୱର
Read More...

ଚତୁର୍ଥ ପଦ୍ମପୁର ଲୋକ ମହୋତ୍ସବର ବାଣିଜ୍ୟ ମେଳା ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଟାଉନ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଚତୁର୍ଥ ପଦ୍ମପୁର ଲୋକ ମହୋତ୍ସବ ଆସନ୍ତା ୧୮ ତାରିଖରୁ ସାଂସ୍କୃତିକ ପର୍ବ ଆରମ୍ଭ ହେବାକୁ ଯାଉଥିବା ବେଳେ ଆଜି ସ୍ଥାନୀୟ ଅଶୋକ ଖେଳପଡ଼ିଆ ଠାରେ ବାଣିଜ୍ୟ ମେଳା ଉଦ୍‌ଘାଟିତ ହୋଇଯାଇଛି । ଏହି ବାଣିଜ୍ୟ ମେଳାରେ
Read More...

ଦେଶରେ ମହିଳା ଶ୍ରମ ଶକ୍ତି ଅଂଶଗ୍ରହଣ ହାର ବଢ଼ୁଛି

ଗ୍ରାମାଞ୍ଚଳରେ ୬୯% ଏବଂ ସହରାଞ୍ଚଳରେ ୨୫% ବୃଦ୍ଧିମହିଳାଙ୍କ ଆର୍ଥିକ ସଶକ୍ତିକରଣ ଓ ଅନ୍ତର୍ଭୁକ୍ତିକରଣ ପାଇଁ ଏଲ୍‌ଏଫ୍‌ପିଆର୍‌ ଗୁରୁତ୍ୱପୂର୍ଣ୍ଣ ଭୁବନେଶ୍ୱର, (ପିଆଇବି) : ଦେଶରେ ମହିଳା ଶ୍ରମ ଶକ୍ତି ଅଂଶଗ୍ରହଣ ହାର (ଏଲ୍‌ଏଫ୍‌ପିଆର୍‌) ବୃଦ୍ଧି ପାଉଛି । ବିଶେଷ କରି ୨୦୧୭-୧୮ରୁ
Read More...