ଜିଲ୍ଲାରେ ଅନୁଷ୍ଠିତ ହେଲା ବର୍ଷର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ
ବଲାଙ୍ଗିର, (କେପିଏନ୍ଏସ୍) : ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧୀକରଣଙ୍କ ନିର୍ଦ୍ଦେଶରେ ବଲାଙ୍ଗିର ଜିଲ୍ଲା ସମେତ ଜିଲ୍ଲାରେ ଥିବା ସମସ୍ତ ତାଲୁକ୍ ସ୍ତରରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଛି । ଏହି ଲୋକ ଅଦାଲତରେ ସମୁଦାୟ ୩୧ଟି ଦେୱାନୀ ମାମଲାର ଫଇସଲା ହୋଇଥିଲା ।!-->…
Read More...
Read More...