Yearly Archives

2024

ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ଏକ ବ୍ରିଜ୍‌ର ମେନ୍ ହୋଲରୁ ଜଣେ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡ଼ିଛି । ତରଭା ଥାନା ଅନ୍ତର୍ଗତ ଦେଉଳପଦର ପୁଆ ରାସ୍ତାରେ ଥିବା ସେତୁର ମେନହୋଲ ଭିତରେ ଏକ ମୃତଦେହ ପଡ଼ିଥିବା ସୂଚନା ମିଳିବା ପରେ ଘଟଣାସ୍ଥଳରେ ପୁଲିସ୍…
Read More...

ଭୂପେନ ମହାପାତ୍ରଙ୍କ ଚେନାଏ ଗଳ୍ପ ପୁସ୍ତକ ଉନ୍ମୋଚନ ଓ ଆଲୋଚନା ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଲେଖକ ସାମ୍ମୁଖ୍ୟ ଓ ମଧୁସୂଦନ ପାଠାଗାରର ମିଳିତ ଆନୁକୂଲ୍ୟରେ ସାମୁଖ୍ୟର ସଭାପତି ଭୂପେନ ମହାପାତ୍ରଙ୍କ ଚେନାଏ ଗଳ୍ପ ପୁସ୍ତକର ଅନାବରଣ ଉତ୍ସବ, ଶିଶୁ ସାହିତ୍ୟର ବର୍ତ୍ତମାନ ଓ ଭବିଷ୍ୟତ ଉପରେ ଆଲୋଚନାଚକ୍ର, ଗଳ୍ପ ପଠନ ଓ କବିତା ପାଠୋତ୍ସବ…
Read More...

ଦିବ୍ୟାଙ୍ଗଙ୍କ ମତଦାନ ଗଣତାନ୍ତ୍ରିକ ଅଧିକାର ଆଲୋଚନାଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଦିବ୍ୟାଙ୍ଗଙ୍କ ପ୍ରତି ସମର୍ପିତ ଅନୁଷ୍ଠାନ ଶ୍ରଦ୍ଧା ଆନୁକୁଲ୍ୟରେ ଓ ଟାଟା ପାୱାର ପଶ୍ଚିମାଞ୍ଚଳ ଶାଖା ସହାୟତାରେ ସେକ୍ଟର ୧୬ ଦୁର୍ଗାପୂଜା ପଡ଼ିଆଠାରେ ଦିବ୍ୟାଙ୍ଗଙ୍କ ମତଦାନ ଗଣତାନ୍ତ୍ରିକ ଅଧିକାର ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଶ୍ରଦ୍ଧାର…
Read More...

ଦିଲ୍ଲୀପଙ୍କ ପାଇଁ ପ୍ରଚାର କଲେ ସୂର୍ଯ୍ୟବଂଶୀ ସୁରଜ

ରାଉରକେଲା, (ସସ୍ମିତା ପ୍ରଧାନ) : ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୁରଜ ରାଉରକେଲା ବିଜେପି ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କ ପାଇଁ ରାଉରକେଲାରେ ପ୍ରଚାର କରିଛନ୍ତି । ରାଉରକେଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ଶ୍ରୀ ରାୟଙ୍କୁ ବିଜୟୀ କରିବାକୁ ସେ ଅନୁରୋଧ କରିଛନ୍ତିି । ହକି ଭିଲେଜ ମେଫେୟାର…
Read More...

ମିଡିଆ ବନ୍ଧୁଙ୍କ ସହଯୋଗ କାମନା କଲେ ରଘୁନାଥପାଲି ବିଧାୟକ ପ୍ରାର୍ଥିନୀ ଅର୍ଚ୍ଚନା ରେଖା ବେହେରା

ରାଉରକେଲା, (ସନ୍ତୋଷ କୁମାର ପ୍ରଧାନ) : ରଘୁନାଥପାଲି ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥିନୀ ଅର୍ଚ୍ଚନା ରେଖା ବେହେରା ସେହନାଇ ମଣ୍ଡପ ଠାରେ ସାମ୍ବାଦିକ ମାନଙ୍କ ଏକ ଅନୌପଚାରିକ ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗ ଦେଇ ଆଗାମୀ ନିର୍ବାଚନରେ ସମସ୍ତ ସାମ୍ବାଦିକ ବନ୍ଧୁଙ୍କ ସହଯୋଗ ପାଇଁ…
Read More...

ରାଉରକେଲାରେ ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ଯୁବ ରେଡ୍‌କ୍ରସ୍‌ ପକ୍ଷରୁ ବିଶ୍ୱ ରେଡ୍‌କ୍ରସ୍‌ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ରାଉରକେଲା ପକ୍ଷରୁ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଡ. ବିଜୟ କୁମାର ବେହେରାଙ୍କ ନେତୃତ୍ୱରେ ବିଶ୍ୱ ରେଡ୍‌କ୍ରସ୍‌ ଦିବସ ପାଳନ ହୋଇଯାଇଛି । ମହାବିଦ୍ୟାଳୟର ଯୁବ ରେଡ୍‌କ୍ରସ୍‌ ଶାଖା ପକ୍ଷରୁ ଏହି ଅବସରରେ ରାଉରକେଲା…
Read More...

ଓଡ଼ିଶା ଆସୁଛନ୍ତି ବିଜେପିର ଦୁଇ ହେଭିୱେଟ୍ ନେତା ନୀତିନ ଗଡ଼କରୀ ଓ ହିମନ୍ତ ବିଶ୍ୱଶର୍ମା

ଭୁବନେଶ୍ୱର : ରାଜ୍ୟରେ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରଚାରର ରଙ୍ଗ ବଦଳିବାରେ ଲାଗିଛି । କ୍ୟାମ୍ପେନ୍ ପାଇଁ ଆଜି ଓଡ଼ିଶା ଆସୁଛନ୍ତି ବିଜେପିର ଦୁଇ ହେଭିୱେଟ୍ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ଓ ଆସାମ୍ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ଗଡ଼କରୀ ପୁରୀ ଗସ୍ତରେ ଯାଇ…
Read More...

୧୧ରେ ବଲାଙ୍ଗିର ଆସିବେ ପ୍ରଧାନମନ୍ତ୍ରୀ ମୋଦି : ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ଜିଲ୍ଲା ବିଜେପି ସଭାପତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ୧୧ ତାରିଖ ଦିନ ବଲାଙ୍ଗିର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପଥରଚେପା ସ୍ଥିତ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇଛନ୍ତି ଜିଲ୍ଲା ବିଜେପି ସଭାପତି ଶିବାଜୀ…
Read More...

ବ୍ରିଜ୍ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା : ବ୍ରାହ୍ମଣୀତରଙ୍ଗ ଥାନା ଯମୁନଢ଼ିପା ବ୍ରିଜ୍ ତଳୁ ଜଣେ ଅଜଣା ଯୁବକଙ୍କ ମୃତଦେହ ମିଳିଛି । ଯୁବକଙ୍କ ବେକରେ ଏକ ବଡ଼ ପଥର ବନ୍ଧା ହୋଇଛି । ହତ୍ୟା ପରେ ତାଙ୍କୁ ବ୍ରିଜ୍ ତଳେ ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି । ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା…
Read More...

କଣ୍ଟାବାଞ୍ଜି ଓ ହିଞ୍ଜିଳିର ଦାଦନ ଶ୍ରମିକ ସମସ୍ୟା ସମାନ ନୁହେଁ – ହେମନ୍ତ ପଣ୍ଡା

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗିର ଜିଲ୍ଲାର କଣ୍ଟାବାଞ୍ଜି ଓ ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ନିର୍ବାଚନ ମଣ୍ଡଳୀରୁ ବିଧାନସଭା ସଭ୍ୟ ପଦ ପାଇଁ ପ୍ରତିଦ୍ୱନ୍ଦିତା କରିବା ପରେ ଏହି ଦୁଇ ନିର୍ବାଚନ ମଣ୍ଡଳୀର ଶ୍ରମିକମାନଙ୍କ ସମସ୍ୟାକୁ ନେଇ ରାଜ୍ୟ…
Read More...