ଶ୍ରୀହରିନାମ ପ୍ରଚାର ସମିତି ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର
ବଲାଙ୍ଗିର, (ଦେବାଶିଷ ମିଶ୍ର) : ପ୍ରବଚିକା, ଅଧ୍ୟାପିକା ତଥା ସୁଲେଖିକା ଏଲୋରା ମିଶ୍ରଙ୍କ ଦ୍ୱାରା ଗଠିତ ଶ୍ରୀହରିନାମ ପ୍ରଚାର ସମିତି ପକ୍ଷରୁ ଏକ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଡକ୍ଟର ଅଶୋକ କୁମାର ସେଠୀ ଏବଂ ଡ. ଭାରତୀ ଦାସ ରୋଗୀମାନଙ୍କ ସ୍ୱାସ୍ଥ୍ୟ!-->…
Read More...
Read More...