ଏକଦିବସୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ପାୱାର ହିଟର୍ସ୍ ବିଜୟ
ଗଂଜାମ, (ପ୍ରଦୀପ କୁମାର ପଣ୍ଡା) : ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ ମୟୁରପଦା ଠାରେ ଏକ ଦିବସୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଫାଇନାଲ ମେଚ ପାୱାର ହିଟର ଏବଂ ଇଗଲ ଏକାଦଶ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ପାୱାର ହିଟର୍ ନିର୍ଦ୍ଧାରିତ!-->…
Read More...
Read More...