Yearly Archives

2024

ଶିଶୁ କିଶୋର ସାହିତ୍ୟ ସଂସଦର ବାର୍ଷିକ ଉତ୍ସବ ଓ ସମ୍ବର୍ଦ୍ଧନା ପର୍ବ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଡେଲାଙ୍ଗ ଶିଶୁ କିଶୋର ସାହିତ୍ୟ ସଂସଦର ଚତୁର୍ଥ ବାର୍ଷିକ ଉତ୍ସବ ଗତ କାଲି ବିଶ୍ୱନାଥ ଦେବ ନୋଡାଲ ଉଚ୍ଚ ବିଦ୍ୟାପୀଠ, ଗଡ଼ ମୋଟରୀ ପ୍ରାଙ୍ଗଣରେ ଏକ ଭବ୍ୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଆ‌ୟୋଜିକା ଲକ୍ଷ୍ମୀ
Read More...

ଗଞ୍ଜାମ ଜିଲ୍ଲାସ୍ତରୀୟ ଧାନଚାଷୀ ମେଳାରେ ସହାୟତା ରାଶି ପ୍ରଦାନର ଶୁଭାରମ୍ଭ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସ୍ଥିତ ଅନସ୍ଲୋ ହାଇସ୍କୁଲ ପଡିଆରେ ଗଞ୍ଜାମ ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଚାଷୀଙ୍କୁ କ୍ଵିଣ୍ଟାଲ ପିଛା ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୨୩୦୦ ଟଙ୍କା ପ୍ରଦାନ ଉପରେ ରାଜ୍ୟ
Read More...

ସ୍ୱଦେଶୀ ମେଳା ଆସନ୍ତା ଡ଼ିସେମ୍ବର ୨୫ରୁ ଜାନୁୟାରୀ ୫ ପର୍ଯ୍ୟନ୍ତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱଦେଶୀ ମେଳା ଆସନ୍ତା ଡ଼ିସେମ୍ବର ମାସ ୨୫ ତାରିଖରୁ ଆରମ୍ଭ ହୋଇ ଜାନୁୟାରୀ ୫ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡିଛି । ଏନେଇ ସ୍ୱଦେଶୀ ଜାଗରଣ ମଞ୍ଚ, ରାଉରକେଲା ତରଫରୁ ସ୍ଥାନୀୟ ପାନ୍ଥନିବାସ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ରଘୁନାଥପାଲି
Read More...

ବିକାଶ ସ୍କୁଲର କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ନବାକାଂକ୍ଷା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ମୂରଲୀ କ୍ରୀଷ୍ଣା ଫାଉଣ୍ଡେସନ, କ୍ରୀଷ୍ଣା ବିକାଶ ଗୃପ, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବିକାଶ ଆବାସିକ ବିଦ୍ୟାଳୟ, ବିକାଶ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ, ବରଗଡ଼ର ମିଳିତ ଆନୁକୂଲ୍ୟରେ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ନବାକାଂକ୍ଷା ସ୍ଥାନୀୟ
Read More...

ଓରିଜିନାଲ ପାୱାର କ୍ଲବ ପକ୍ଷରୁ ଓପନ୍ ସୁନ୍ଦରଗଡ ଡେଡଲିଫ୍ଟ ଚାମ୍ପିୟନସିପ୍ – ୨୦୨୪

ରାଉରକେଲା, (ସସ୍ମିତା ପ୍ରଧାନ) : ଶିଳ୍ପପତି ଦୀପ୍ତିରଞ୍ଜନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ଓରିଜିନାଲ ପାୱାର କ୍ଲବ ଆୟୋଜିତ ଓପନ୍ ସୁନ୍ଦରଗଡ ଡେଡଲିଫ୍ଟ ଚାମ୍ପିୟନସିପ୍ - ୨୦୨୪, ସେକ୍ଟର-୭ କମ୍ୟୁନିଟି ସେଣ୍ଟର ଠାରେ ଉଦ୍‌ଘାଟିତ ହୋଇଯାଇଛି । ବାସୁ ବାନାର୍ଜୀଙ୍କ ସଂଯୋଜନାରେ ଆୟୋଜିତ ଏହି
Read More...

ଗଞ୍ଜାମ ଜିଲ୍ଲା ସାମ୍ୱାଦିକ ୟୁନିୟନ୍‌ର ବାର୍ଷିକ ସାଧାରଣ ପରିଷଦ ବୈଠକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶା ୟୁନିୟନ୍ ଅଫ୍‌ ଜର୍ଣ୍ଣାଲିଷ୍ଟର ସହନୁବନ୍ଧିତ ଗଞ୍ଜାମ ଜିଲ୍ଲା ସାମ୍ୱାଦିକ ୟୁନିୟନ୍‌ର ବାର୍ଷିକ ସାଧାରଣ ବୈଠକ ବ୍ରହ୍ମପୁର ସ୍ଥିତ ସର୍କିଟ ହାଉସର ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ସାମ୍ବାଦିକ ତଥା ଜିଲ୍ଲା ସଭାପତି
Read More...

ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ଓଡ଼ିଆ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଭାଷାର ବିକାଶ ତଥା ନୂତନ ଶିକ୍ଷାନୀତି ସମ୍ବଳିତ ଓଡ଼ିଆ ପାଠ୍ୟକ୍ରମ ବିଷୟରେ ବିଶେଷ ତର୍ଜମା ଓ ଆଲୋଚନା ନିମନ୍ତେ ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ‘ପାଞ୍ଚ ଦିନ ବ୍ୟାପୀ ଓଡ଼ିଆ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ’ ରବିବାର ଉଦ୍‌ଘାଟିତ
Read More...

ବରଗଡ଼ ଜିଲ୍ଲା ସୋହେଲା ଗସ୍ତ ସମୟରେ ପଦ୍ମପୁର ଠାରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ ପାଣୀ) : ଧାନ କ୍ଵିଣ୍ଟାଲ ପିଛା ସର୍ବନିମ୍ନ ମୂଲ୍ୟ ଉପରେ ୮୦୦ ସହାୟତା ରାଶି ଲୋକାର୍ପଣ ଉତ୍ସବ କାର୍ଯ୍ୟକ୍ରମ ପାଇଁ ବରଗଡ଼ ଜିଲ୍ଲା ସୋହେଲା ଇଚ୍ଛାପାଲି ଠାରେ ଆୟୋଜିତ ବିଶାଳ ଚାଷୀ ସମାବେଶରେ ଯୋଗଦାନ ଦେବା ନିମନ୍ତେ ବିମାନରେ ଆସି ପଦ୍ମପୁର ମାଟିରେ ପହଞ୍ଚିଥିବା
Read More...

ନବାଗତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସ୍ଵାଗତ

ପ୍ରଶିକ୍ଷଣ ନେଇ ବିଦ୍ୟାଳୟରେ ପ୍ରୟୋଗ କରିବା ହିଁ ପ୍ରକୃତ ଶିକ୍ଷଣ ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଡେଲାଙ୍ଗ ଷ୍ଟେସନ ବଜାର ସ୍ଥିତ ରାଧାକାନ୍ତ ବିଦ୍ୟାପୀଠରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନିମନ୍ତେ ଚାଲିଥିବା ତିନି ଦିନିଆ ପ୍ରଶିକ୍ଷଣ ଶିବିରରେ ଅତିଥି
Read More...

ଯକ୍ଷ୍ମା ନିରାକରଣ କାର୍ଯ୍ୟକ୍ରମ ଶୁଭାରମ୍ଭ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ୧୦୦ଦିନ ବ୍ୟାପି ଯକ୍ଷ୍ମା ନିରାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ଏବଂ ଲିଙ୍ଗ ଭିତ୍ତିକ ହିଂସା ସଚେତନତା ଅନୁଷ୍ଠିତ ହୋଇଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ୧୦୦ ଦିନଆ ଯକ୍ଷ୍ମା ନିର୍ମୂଳ
Read More...