ଜିଲ୍ଲା ସ୍ତରୀୟ ଧାନ ଇନ୍ପୁଟ୍ ରାଶି ଶୁଭାରମ୍ଭ କାର୍ଯ୍ୟରେ ଯୋଗଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ
କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ବରଗଡ଼ ଜିଲ୍ଲାର ସୋହେଲା ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ବର୍ଣ୍ଣାଢ୍ୟ ଉତ୍ସବରେ କ୍ୱିଣ୍ଟାଲ ପିଛା ଧାନର ସର୍ବନିମ୍ନ ସହାୟତା ମୂଲ୍ୟ ୨୩୦୦ ଟଙ୍କା ଉପରେ ରାଜ୍ୟ ବଜେଟରୁ ୮୦୦ ଟଙ୍କାର ଇନ୍ପୁଟ୍ ସହାୟତା ରାଶି ସହିତ ଚାଷୀଙ୍କୁ ସମୁଦାୟ ୩୧୦୦ ଟଙ୍କା!-->…
Read More...
Read More...