Yearly Archives

2024

ଖପ୍ରାଖୋଲ ପୋଲିସ ଦ୍ଵାରା ୨ ଶିଶୁ ସମେତ ୪ ଜଣ ଦାଦନ ଶ୍ରମିକ ଉଦ୍ଧାର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ପୋଲିସ ୨ ଶିଶୁ ସମେତ ୪ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଥିବା ଜଣାପଡିଛି । ସୂଚନା ଅନୁଯାୟୀ ଶୁକ୍ରବାର ରାତି ୧୦ଟା ସମୟରେ ଖପ୍ରାଖୋଲ ପୋଲିସ ପେଟ୍ରୋଲିଙ୍ଗ ବେଳେ ଧଣ୍ଡାମୁଣ୍ଡା ଛକ ନିକଟରେ ଦୁଇଟି ବାଇକରେ ୨ ଶିଶୁ ସମେତ…
Read More...

ଜିଲ୍ଲା ସ୍ତରୀୟ ୧୦୦ ଦିନିଆ ସ୍ୱତନ୍ତ୍ର ଯକ୍ଷ୍ମା ମୁକ୍ତ ଅଭିଯାନ ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ସ୍ତରୀୟ ୧୦୦ ଦିନିଆ ଯକ୍ଷ୍ମା ମୁକ୍ତ ସ୍ୱତନ୍ତ୍ର ଅଭିଯାନ ଆଜି ଜିଲ୍ଲା ମୁଖ୍ୟ ଭେଷଜ ଓ ଜନ ସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟଠାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁଙ୍କ ଦ୍ୱାରା ଶୁଭ ଉଦ୍‌ଘାଟନ ହୋଇଯାଇଛି । ପ୍ରଚାର ପ୍ରସାର କରିବା…
Read More...

ସରକାରୀ ଉଚ୍ଚ ବିଦ୍ୟାଳୟ ଶଗଡାରେ ବାର୍ଷିକ କ୍ରୀଡା ଉତ୍ସବ -୨୦୨୪ ଅନୁଷ୍ଠିତ

ଭବାନୀପାଟଣା, (କେପିଏନ୍‌ଏସ୍‌) : ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ ଶଗଡାରେ ବାର୍ଷିକ କ୍ରୀଡା ଉତ୍ସବ -୨୦୨୪ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଯାଇଛି । କ୍ରୀଡା ଉତ୍ସବର ପ୍ରଥମ ଦିନରେ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସିଂ ରାଉତ ମୁଖ୍ୟ ଅତିଥି, ଶଗଡା…
Read More...

ଆଦିବାସୀ ଜମି ଅକ୍ତିଆରକୁ ବିରୋଧ କଲେ ଗ୍ରାମବାସୀ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ଆଦିବାସୀ ଜମି ଅକ୍ତିଆରକୁ ବିରୋଧ କଲେ ଗ୍ରାମବାସୀ । ଏଭଳି ଘଟଣା ଘଟିଛି ରାୟଗଡା ଜିଲ୍ଲା କଲନରା ବ୍ଲକ ଅମଲାଭଟା ଗ୍ରାମରେ । ଏ ସମ୍ପର୍କରେ ଥାନା କିମ୍ବା ରାଜସ୍ୱ ବିଭାଗରେ ଅଭିଯୋଗ ହୋଇ ନଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ ରାୟଗଡା ତହସିଲଦାର…
Read More...

ନୂଆପଡ଼ା ଜିଲ୍ଲାପାଳଙ୍କ ବିଭିନ୍ନ କ୍ଷେତ୍ର ପରିଦର୍ଶନ ଓ ଜିଲ୍ଲାକୁ ଆଗେଇ ନେବାକୁ ଆହ୍ଵାନ

ନୂଆପଡ଼ା, (ଅଜିତ କୁମାର ବେହେରା) : ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶ କ୍ଷେତ୍ର ପରିଦର୍ଶନରେ ଯାଇ କର୍ଲାକୋଟ ଧାନମଣ୍ଡିରେ ଧାନକ୍ରୟ ବ୍ୟବସ୍ଥା ଦେଖିଥିଲେ । ନବୀନ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ପରିଚାଳିତ ଏହି ମଣ୍ଡିରେ ୭ ଜଣ କୃଷକ ୭୦୩ ବସ୍ତା ଧାନ ଜମା କରିଥିଲେ । ମଣ୍ଡିରେ…
Read More...

ପାଟଣାଗଡ଼ରେ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ମିଳିଲା ମଞ୍ଜୁରୀ : ଖୁସିବ୍ୟକ୍ତ କଲେ ଅଞ୍ଚଳବାସୀ ଓ ବିଜେପି କର୍ମୀ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : କେନ୍ଦ୍ର ସରକାର ଓଡିଶା ପାଇଁ ୮ଟି କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ମଞ୍ଜୁରୀ ତାଲିକା ପ୍ରକାଶ କରିଥିବାବେଳେ ତାଲିକାରେ ବଲାଙ୍ଗିର ଜିଲ୍ଲାରେ ଦୁଇଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ତାଲିକା ଆସିଛି । ବଲାଙ୍ଗିର ଲୋକସଭା ସାଂସଦ ସଂଗୀତା କୁମାରୀ…
Read More...

କୁଣ୍ଡାବୁଟୁଲା ସରସ୍ୱତୀ ଶିଶୁ ମନ୍ଦିରଠାରେ ମାତୃ ସମ୍ମିଳନୀ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କୁଣ୍ଡାବୁଟୁଲା ଗ୍ରାମର ସରସ୍ୱତୀ ଶିଶୁ ମନ୍ଦିରଠାରେ ଆଜି ମାତୃ ସମ୍ମିଳନୀ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଭାରତ ମାତାଙ୍କ ଫଟୋ ଚିତ୍ରରେ ପୂଜାର୍ଚ୍ଚନା ପରେ ସ୍ଵାଗତମ୍ ଗୀତ…
Read More...

ସାଲେପୁର ବାର ଆସୋସିଏସନ୍‌ର ନୂତନ ଗୃହର ଶୁଭ ଶିଳାନ୍ୟାସ ଉତ୍ସବ

କଟକ, (କେପିଏନ୍‌ଏସ୍‌) : କଟକ ସାଲେପୁର ବାର ଆସୋସିଏସନ୍‌ର ନୂତନ ଗୃହର ଶୁଭ ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂହ ଯୋଗଦେଇ ନିର୍ମାଣ ହେବାକୁ ଯାଉଥିବା ନୂତନ ଗୃହର ଶିଳାନ୍ୟାସ କରିଥିଲେ ।…
Read More...

ଟିଟିଲାଗଡ଼ ପୂର୍ବତଟ ରେଳବାଇ ସ୍ୱାସ୍ଥ୍ୟ କେନ୍ଦ୍ରରେ ରେଳ କର୍ମଚାରୀ ତଥା ପରିବାର ସଦସ୍ୟଙ୍କ ଚକ୍ଷୁ ପରୀକ୍ଷଣ ଶିବିର

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଆଜି ଟିଟିଲାଗଡ଼ ରେଳବାଇ ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ରେଳ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ରଘୁନାଥ ପଣ୍ଡା ଓ ଟିଟିଲାଗଡ଼ ଡିଲକ୍ସ ଅପ୍ଟିକାଲସର ମିଳିତ ଆନୁକୂଲ୍ୟରେ ରେଳ ବିଭାଗରେ କାର୍ଯ୍ୟରତ ରେଳବାଇ କର୍ମଚାରୀ ଓ ତାଙ୍କର ସପରିବାର ସଦସ୍ୟଙ୍କ ଚକ୍ଷୁ…
Read More...

ଆଗଲପୁର ଓଷ୍ଟା ତରଫରୁ ଶିଶୁମେଳା

ଆଗଲପୁର, (କେପିଏନ୍‌ଏସ୍‌) : ଆଜି ଆଗଲପୁର ବ୍ଲକ ଓଷ୍ଟା ତରଫରୁ ଶିଶୁ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଚମରା ଚୌହାନ ସଭାପତିତ୍ୱ କରିଥିବା ବେଳେ, ମଂଚ ପରିଚାଳନା ଉମାକାନ୍ତ ପୁଟେଲ, ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ୟାମ ମେହେର ମୁଖ୍ୟ ଅତିଥି, ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାଶ…
Read More...