Yearly Archives

2024

ଆଧ୍ୟାତ୍ମିକ ଭକ୍ତି ଭାବଧାରାରେ ମନ୍ତ୍ରୀଡି ସ୍ଥିତ ପାଲୁର୍ ହିଲ୍ ମୁଖରୀତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସିଦ୍ଧ ଭୈରବୀ ପୀଠ ମନ୍ତ୍ରୀଡି ପଞ୍ଚାୟତ ଅଧୀନସ୍ଥ ପାଲୁର୍ ହିଲ୍ ଗ୍ରାମରେ ବିଶାଳ ଆଧ୍ୟାତ୍ମିକ ସମାବେଶ, ଦୀର୍ଘତ୍ତମ ଶ୍ରୀ ଶ୍ରୀ ହନୁମାନ ବିଗ୍ରହ ପ୍ରତିଷ୍ଠା ଅବସରରେ ନାମଯଜ୍ଞ, ଅନ୍ନଯଜ୍ଞ, ଘୃତଯଜ୍ଞ ବିଧିବଦ୍ଧ ଭାବେ ପାଳନ…
Read More...

ଆନ୍ତର୍ଜାତୀୟ ଶୁଷ୍କାଞ୍ଚଳ କୃଷି ଗବେଷଣା କେନ୍ଦ୍ର କ୍ଷେତ୍ରୀୟ ମୁଖ୍ୟଙ୍କ ବଲାଙ୍ଗିର ଗସ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆନ୍ତର୍ଜାତୀୟ ଶୁଷ୍କାଞ୍ଚଳ କୃଷି ଗବେଷଣା କେନ୍ଦ୍ର (ଆଇକାଡା) କ୍ଷେତ୍ରୀୟ ମୁଖ୍ୟ ଶିବ କୁମାର ଅଗ୍ରୱାଲ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ସଦର ବ୍ଲକ୍‌ ଅନ୍ତର୍ଗତ ମାୟାବର୍ହା ଗ୍ରାମକୁ ଯାଇ ଧାନର ପରବର୍ତ୍ତୀ ପଡିଆ ଜମିର ବିସ୍ତୃତ ପରିଚାଳନା ଓ ଯୋଜନା…
Read More...

ହରିରାଜପୁର ମେଳନ ଉତ୍ସବରେ ଆଧ୍ୟାତ୍ମିକ କବିତା ପାଠୋତ୍ସବ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଓଡିଶା ପ୍ରସିଦ୍ଧ ହରିରାଜପୁର ପଞ୍ଚୁଦୋଳ ମେଳନ ପଡିଆ, ସୂଚନା କେନ୍ଦ୍ର ମଞ୍ଚରେ ରବିବାର ଅପରାହ୍ନରେ ନିମାଇଁ ସାହିତ୍ୟ ସଂସଦ ଆନୁକୁଲ୍ୟରେ ଏକ ଆଧ୍ୟାତ୍ମିକ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ନିମାଇଁ ସାହିତ୍ୟ ସଂସଦର ମୁଖ୍ୟ କର୍ମକର୍ତ୍ତା…
Read More...

ଲୋକସଭା ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କୁ ବିଜେପି ପକ୍ଷରୁ ବିପୁଳ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡିଶାର ଟାଣୁଆ ନେତା ତଥା ପଦ୍ମପୁରର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କୁ ବିଜେପି ପକ୍ଷରୁ ଲୋକସଭା ପ୍ରାର୍ଥୀ ଭାବରେ ଘୋଷଣା କରାଯାଇଛି । ଏନେଇ କାର୍ଯ୍ୟକର୍ତ୍ତାମାନଙ୍କ ମଧ୍ୟରେ ବ୍ୟାପକ ଉତ୍ସାହ ପରିଲକ୍ଷିତ ହୋଇଛି । ଏନେଇ ରବିବାର ପବିତ୍ର…
Read More...

ଜିଲ୍ଲା ଓବିସି ଅବସରପ୍ରାପ୍ତ କର୍ମଚାରୀ ସଂଘ ଗଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ରାଜେନ୍ଦ୍ରପଡା ସ୍ଥିତ ଜିଲ୍ଲା ଓବିସି ମଞ୍ଚ ବଲାଙ୍ଗିର କାର୍ଯ୍ୟାଳୟ ପରିସରରେ ମଲିଆ ଗଡୁଆଙ୍କ ଆବାହନ କ୍ରମେ ବଲାଙ୍ଗିର ଜିଲ୍ଲାର ଓବିସି ଅବସରପ୍ରାପ୍ତ କର୍ମଚାରୀ ମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ରାଜ୍ୟ ଓବିସି ମଞ୍ଚ ଓଡ଼ିଶାର…
Read More...

ମୁରିବାହାଲ ପଂଚାୟତି ହାଇସ୍କୁଲ ଖେଳ ପଡ଼ିଆ ଠାରେ ମା’ ବସ୍ତ୍ରେନ ଫୁଟ୍‌ବଲ୍‌ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ :…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପଂଚାୟତି ହାଇସ୍କୁଲ ଖେଳ ପଡ଼ିଆ ଠାରେ ଆଦିବାସୀ ଯୁବକ ସଙ୍ଘ ଆନୁକୂଲ୍ୟରେ ଦ୍ୱିତୀୟ ବାର୍ଷିକ ମା' ବସ୍ତ୍ରେନ ଫୁଟ୍‌ବଲ୍‌ ଟୁର୍ଣ୍ଣାମେଣ୍ଟ ରବିବାର ଦିନ ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ମ୍ୟାଚ୍‌ରେ…
Read More...

କଣ୍ଟାବାଞ୍ଜିରେ ବିକାଶ ଗ୍ରୁପ୍‌ର ସ୍କୁଲ ଉଦ୍‌ଘାଟନ

କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବ୍ୟବସାୟିକ ସହରରେ ବିକାଶ ଗ୍ରୁପ୍‌ର ବିକାଶ ଟେକ୍‌ନୋ ସ୍କୁଲର ଶୁଭ ଉଦ୍‌ଘାଟନ ରବିବାର ସନ୍ଧ୍ୟାରେ ହୋଇଯାଇଛି । ପୂର୍ବରୁ ଏହି ବିଦ୍ୟାଳୟ ମୁସ୍କାନ୍ ଇଣ୍ଟର୍‌ନେସନାଲ୍‌ ସ୍କୁଲ ନାମରେ ପରିଚିତ ଥିଲା । ମୁସ୍କାନ…
Read More...

ପଶ୍ଚିମ ଓଡିଶା ସଂକୀର୍ତ୍ତନ ପରିଷଦର ଚତୁର୍ଦ୍ଦଶ ବାର୍ଷିକ ଉତ୍ସବ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସଦାଇପାଲି ପଲ୍ଲିଶ୍ରୀବିହାର ରାଧାକୃଷ୍ଣ ମନ୍ଦିର ପରିସରରେ ପଶ୍ଚିମ ଓଡିଶା ସଂକୀର୍ତ୍ତନ ପରିଷଦର ଚତୁର୍ଦ୍ଦଶ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାର ୧୯ଟି ସଂକୀର୍ତ୍ତନ ଦଳ ସଦାଇପାଲି ଗ୍ରାମରେ ନଗର…
Read More...

ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଏଲୋରା ମିଶ୍ରଙ୍କ ଦ୍ୱାରା ଗଠିତ ଶ୍ରୀହରିନାମ ପ୍ରଚାର ସମିତି ପକ୍ଷରୁ ବିଷ୍ଣୁମୁଣ୍ଡା ସ୍ଥିତ ଅନ୍ନପୂର୍ଣ୍ଣା ନଗର ଠାରେ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଡା. ଅଶୋକ କୁମାର ସେଠୀ ଯୋଗଦାନ କରିଥିଲେ । ସମିତିର ପ୍ରତିଷ୍ଠାତା…
Read More...

ଯୁବ କୁଲୁତା ସମାଜ ଭାଉଜ ଦିଅରଙ୍କ ରକ୍ତଦାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ୍‌ କଙ୍କରିୟା ଗ୍ରାମର ମକରଧ୍ୱଜ ପଧାନ ଓ ବଙ୍ଗୋମୁଣ୍ଡା ବ୍ଲକ୍‌ ପିପଲମୁଣ୍ଡା ଗ୍ରାମର ଭାନୁମତି ଜାନି ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି । ତାଙ୍କ ଶରୀରରେ ରକ୍ତାଭାବରୁ ଡାକ୍ତର…
Read More...