Yearly Archives

2024

ସମ୍ବିଧାନ ପ୍ରଣେତା ଡ. ଆମ୍ବେଦକରଙ୍କୁ ଅନୁସୂଚୀତ ଜାତି ମୋର୍ଚ୍ଚାର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ଭାରତୀୟ ଜନତା ପାର୍ଟି ଜିଲ୍ଲା କାର୍ଯ୍ୟାଳୟ, ସେକ୍ଟର -୩, ରାଉରକେଲାରେ ଜିଲ୍ଲା ଅନୁସୂଚୀତ ଜାତି ମୋର୍ଚ୍ଚା ତରଫରୁ ଭାରତରତ୍ନ ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ମହାପ୍ରୟାଣ ଦିବସ ଅବସରରେ ଏକ ଶ୍ରଦ୍ଧାଞ୍ଜଳି ସଭା ରାଜ୍ୟ ଅନୁସୂଚୀତ ଜାତି ମୋର୍ଚ୍ଚା
Read More...

ପଦ୍ମପୁର ବ୍ଲକ ସ୍ତରୀୟ ଶିଶୁ ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଟାଉନ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ରାଜବୋଡ଼ାସମ୍ବର ବ୍ଲକ ଓଷ୍ଟା ଆନୁକୂଲ୍ୟରେ ବ୍ଲକ ସ୍ତରୀୟ ଶିଶୁ ଉତ୍ସବ ବ୍ଲକ ସଭାପତି ପ୍ରମୋଦ ନାଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ସମବାୟ ସମିତିର ସଭାପତି ପ୍ରୀତମ ମେହେର ମୁଖ୍ୟ
Read More...

ଓଡ଼ିଶାରେ ହେବ ଆଉ ୮ କେନ୍ଦ୍ରୀୟ ବିଦ୍ୟାଳୟ : ସେ ଭିତରୁ ଟିଟିଲାଗଡ଼ ଅନ୍ୟତମ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଦୀର୍ଘ ବର୍ଷ ବର୍ଷ ଧରି ଟିଟିଲାଗଡ଼ ସହରବାସୀ ଟିଟିଲାଗଡ଼ରେ କେନ୍ଦ୍ର ବିଦ୍ୟାଳୟ ଖୋଲିବାକୁ ଦାବି ଉପସ୍ଥାପନ କରି ଆସୁଥିଲେ ସୁଦ୍ଧା କୌଣସି କାରଣରୁ ଏହି ସ୍ୱପ୍ନ ସାକାର ହୋଇ ପାରୁନଥିଲା । ଗତ ଶୁକ୍ରବାର ଦିନ ଦେଶର ବିଭିନ୍ନ ସ୍ଥାନରେ ୨୮ଟି ନୂତନ
Read More...

ପଦ୍ମପୁର ଶ୍ରୀ ଅରବିନ୍ଦ ସ୍କୁଲରେ ବାର୍ଷିକ କ୍ରୀଡ଼ା ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଦିତି ବିହାର ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ୨୪ତମ ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଛାତ୍ରଛାତ୍ରୀଙ୍କ ମଶାଲ ଶୋଭାଯାତ୍ରା ପରେ ଅବସରପ୍ରାପ୍ତ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପୂର୍ଣ୍ଣଚନ୍ଦ୍ର
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଚନ୍ଦନଭାଟିର ୨୧ତମ ବାର୍ଷିକ କ୍ରୀଡା ଉଦ୍‌ଯାପିତ

ଚନ୍ଦନଭାଟି, (ରାଜେଶ ଦଣ୍ଡସେନା) : ଡ଼ିସେମ୍ବର ୬ ଓ ୭ ତାରିଖ ଦୁଇଦିନ ଧରି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଚନ୍ଦନଭାଟିରେ ୨୧ତମ ବାର୍ଷିକ କ୍ରୀଡା ଜାମୁଟିଆ ସ୍ଥିତ ଖେଳ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି । କ୍ରୀଡାର ଉଦ୍‌ଘାଟନୀ ଉତ୍ସବରେ ବିଦ୍ୟାଳୟ ପରିଚାଳନା ସମିତି ସମ୍ପାଦକ ଡ଼. ଲକ୍ଷ୍ମଣ
Read More...

ଡେଙ୍ଗପଦର ୟୁପି ସ୍କୁଲର ଛାତ୍ରଛାତ୍ରୀ ସର୍ଫ ଡିଟରଜେଣ୍ଟ ମିଶା ମଧ୍ୟାହ୍ନ ଭୋଜନ ଖାଦ୍ୟ ଅସୁସ୍ଥ : ଟିଟିଲାଗଡ଼ ମାତୃ…

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ମୁରିବାହାଲ ବ୍ଲକ ମାଲେଶିରା ପଞ୍ଚାୟତ ଡେଙ୍ଗପଦର ୟୁପି ସ୍କୁଲର ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଇବା ପରେ ମୁଣ୍ଡ ବୁଲାଇବା ସହ ବାନ୍ତି ହେବା ଫଳରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଟିଟିଲାଗଡ଼ ମାତୃ ଶିଶୁ ହସ୍ପିଟାଲକୁ ଆଣି ଚିକିତ୍ସା କରାଯାଉଛି । ଖବର
Read More...

ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଏହି ଅବସରରେ ପ୍ରଧାନମନ୍ତ୍ରୀ ଏକ ସ୍ମାରକୀ ଡାକ ଟିକଟ ଉନ୍ମୋଚନ କରିଥିଲେଉତ୍ତରପୂର୍ବ ହେଉଛି ଭାରତର ଅଷ୍ଟଲକ୍ଷ୍ମୀ : ପ୍ରଧାନମନ୍ତ୍ରୀଅଷ୍ଟଲକ୍ଷ୍ମୀ ମହୋତ୍ସବ ହେଉଛି ଉତ୍ତର-ପୂର୍ବର ଉଜ୍ଜ୍ୱଳ ଭବିଷ୍ୟତର ଉତ୍ସବ । ଏହା ବିକାଶର ଏକ ନୂତନ ସକାଳର ପର୍ବ, ଯାହା ଏକ ବିକଶିତ ଭାରତର ଅଭିଯାନକୁ ଆଗକୁ
Read More...

୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଓ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

ଓଡ଼ିଶାରେ ଖୋଲିବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ - ଧର୍ମେନ୍ଦ୍ର ପ୍ରଧାନସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଅନୁଗୋଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲ୍ଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲ୍ଲାର ଜୟପୁର, ବଲାଙ୍ଗିର ଜିଲ୍ଲାର ରେଲଓ୍ୱେ ଟିଟିଲାଗଡ଼
Read More...

ଦେଶର ବିଭିନ୍ନ ଜିଲ୍ଲାରେ ୨୮ଟି ନୂତନ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠାକୁ କ୍ୟାବିନେଟ୍ ମଞ୍ଜୁରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ନବୋଦୟ ବିଦ୍ୟାଳୟ ଯୋଜନା (କେନ୍ଦ୍ରୀୟ କ୍ଷେତ୍ର ଯୋଜନା) ଅଧୀନରେ ଦେଶର ବିଭିନ୍ନ ଜିଲ୍ଲାରେ ୨୮ଟି ନବୋଦୟ ବିଦ୍ୟାଳୟ (ଏନ୍‌ଭି) ପ୍ରତିଷ୍ଠା
Read More...

ସାଙ୍କେତିକ ଭାଷା ପାଇଁ ପିଏମ୍‌ ଇ-ବିଦ୍ୟା ଡିଟିଏଚ୍‌ ଚ୍ୟାନେଲର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ଯୋଗାଯୋଗ ପାଇଁ ଶବ୍ଦ ଏକମାତ୍ର ମାଧ୍ୟମ ନୁହେଁ - ଧର୍ମେନ୍ଦ୍ର ପ୍ରଧାନସମସ୍ତଙ୍କ ପାଇଁ ସମାନ ସୁଯୋଗ ନିଶ୍ଚିତ କରିବାରେ ସାଙ୍କେତିକ ଭାଷା ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଏବଧିର ପିଲାଙ୍କ ଦକ୍ଷତା ପ୍ରଶିକ୍ଷଣ, ମାନସିକ ସ୍ୱାସ୍ଥ୍ୟ, ଶ୍ରେଣୀ ଭିତ୍ତିକ ପାଠ୍ୟଖସଡା ଓ ଯୋଗାଯୋଗ କ୍ଷେତ୍ରରେ ହେବ
Read More...