Yearly Archives

2024

ଧନକଉଡା ଗୋଷ୍ଠୀସ୍ତରୀୟ ରାଷ୍ଟ୍ରୀୟ ବାଲ୍‌ ବିଜ୍ଞାନ କଂଗ୍ରେସ କାର୍ଯ୍ୟକ୍ରମ

ବରଗଡ, (ନିରୋଜ କୁମାର ପାଣୀ) : ଗୁରବାର ଦିନ ଧନକଉଡା ବ୍ଲକ ଅଧୀନସ୍ଥ ହିନ୍ଦୀ ଉଚ୍ଚ ବିଦ୍ୟାଳୟ ସମ୍ବଲପୁରରେ ବ୍ଲକସ୍ତରୀୟ ରାଷ୍ଟ୍ରୀୟ ବାଲ୍‌ କଂଗ୍ରେସ ପ୍ରତିଯୋଗିତା ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବାଶ୍ରୀ ଭୋଇଙ୍କ ପ୍ରତ୍ୟକ୍ଷ ତତ୍ୱାବାଧାନରେ ଅନୁଷ୍ଠିତ ହୋଇଯାଇଛି । ଏହି…
Read More...

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ବିଶ୍ଵ କବିତା ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗୁରୁବାର ମାର୍ଚ୍ଚ ୨୧ ତାରିଖ ବିଶ୍ଵ କବିତା ଦିବସ ଅବସରରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ସ୍ନାତକୋତ୍ତର ଓଡ଼ିଆ ବିଭାଗ ସୌଜନ୍ୟରେ ବିଶ୍ଵ କବିତା ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଆଲୋଚନା ସଭା ଏବଂ କବିତା ପାଠ…
Read More...

ଗାଁରୁ ଦାଦନ ହୋଇ ଗଲେ : ଶବ ହୋଇ ଫେରିଲେ

ତୁରେକେଲା, (କୈଳାସ ସଗ୍ରିଆ) : ଗାଁରୁ ଦାଦନ ହୋଇ ଗଲେ । ଶବ ହୋଇ ଫେରିଲେ । ଏମିତି ଏକ ଦୁଃଖଦ ଘଟଣା ଘଟିଛି ତୁରେକେଲା ବ୍ଲକ ବଡ଼ବାଙ୍କି ପଞ୍ଚାୟତ ଜାମକି ଗାଁରେ । ଜାମକି ଗାଁର ବିଦ୍ୟାଧର ମାଝୀ ପରିବାର ଲୋକଙ୍କ ସହ ହାଇଦ୍ରାବାଦକୁ ଦାଦନ ଖଟିବାକୁ ଯାଇଥିଲେ । ସେଠାରେ ଦିନରାତି କାମ…
Read More...

ମୁରିବାହାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଯୁକ୍ତ ଦୁଇ)ରେ ଆଜି ଗୁରୁବାରଠାରୁ ଛାତ୍ରୀମାନଙ୍କ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ…
Read More...

ହରିଶଙ୍କରଠାରେ ବିଶ୍ଵ ଜଙ୍ଗଲ ଦିବସ ପାଳିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରଖୋଲ ବ୍ଲକ ହରିଶଙ୍କର ରେଞ୍ଜ ତରଫରୁ ବିଶ୍ଵ ଜଙ୍ଗଲ ଦିବସ ବନବିଭାଗ ସଭାଗୃହଠାରେ ଗୁରୁବାର ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ହରିଶଙ୍କର ବନପାଳ ରଞ୍ଜିତ କୁମ୍ଭାର ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ରୂପେ ହରିଶଙ୍କର…
Read More...

ଫୁଲକିମୁଣ୍ଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ତରଫରୁ ହରିଶଙ୍କରଠାରେ ପ୍ରକୃତି ଶିବିର ଅନୁଷ୍ଠିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଫୁଲକିମୁଣ୍ଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ଇକୋ କ୍ଲବ୍ ଛାତ୍ରଛାତ୍ରୀମାନଙ୍କୁ ନେଇ ହରିଶଙ୍କର ବନବିଭାଗ କାର୍ଯ୍ୟାଳୟଠାରେ ଏକ ପ୍ରକୃତି ଶିବିର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ, ଶିକ୍ଷକ,…
Read More...

କ୍ରିଡାବିତ୍ ତଥା ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ ବିଜେତା ସନ୍ତୋଷ କୁମାର ପ୍ରଧାନଙ୍କୁ ସମ୍ବର୍ଦ୍ଧିତ କଲେ ଡକ୍ଟର ମୁକେଶ୍…

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆର୍ନ୍ତଜାତିୟ ମାଷ୍ଟର୍ସ୍ କ୍ରିଡାବିତ୍ ତଥା ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ ବିଜେତା ସନ୍ତୋଷ କୁମାରଙ୍କୁ ସମ୍ବର୍ଦ୍ଧିତ କଲେ ବିଧାୟକ ଡ. ମୁକେଶ୍ ମହାଲିଙ୍ଗ । ପ୍ରକାଶ ଥାଉକି ଶ୍ରୀ ପଧାନ ଗତ ତୃତୀୟ ଖେଳୋ ଇଣ୍ଡିଆ ଜାତୀୟ ମାଷ୍ଟର୍ସ ଗେମ୍ ଦିଲ୍ଲୀଠାରେ ଆୟୋଜିତ…
Read More...

ବିଜେଡ଼ି ଉପରେ ନିର୍ବାଚନ ଆଚରଣ ବିଧି ଉଲଙ୍ଘନ ଆରୋପ ଲଗାଇଲା ଏପିଆଇ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୀର୍ଘ ୨୪ ବର୍ଷ ଧରି ଓଡ଼ିଶା ଶାସନ ଦାୟିତ୍ୱରେ ଥିବା ବିଜୁ ଜନତା ଦଳ ଉପରେ ନିର୍ବାଚନ ଆଚରଣ ବିଧି ଉଲଙ୍ଘନର ଆରୋପ ଲଗାଇଛି ଏପିଆଇ । ଆଜି ବଲାଙ୍ଗିର ସାମ୍ବାଦିକ ଭବନରେ ଏକ ସାମ୍ବାଦିକ ସମ୍ମିଳନୀର ଆହ୍ୱାନ କରି ଏପିଆଇ ପକ୍ଷରୁ ଏଭଳି ସୂଚନା ପ୍ରଦାନ କରାଯାଇଛି…
Read More...

ବିଶ୍ୱ ପଖାଳ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ସହର ରାଉରକେଲାରେ ବିଶ୍ୱ ପଖାଳ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରତିକୂଳ ପାଗ ସତ୍ଵେ ସହରର ବିଭିନ୍ନ ଅନୁଷ୍ଠାନ ତରଫରୁ ବିଭିନ୍ନ ସ୍ଥାନରେ, ବିଭିନ୍ନ ହୋଟେଲରେ ପଖାଳ ଦିବସ ପାଳନ କରାଯାଇଛି । ୨୦୧୧ ମସିହା ମାର୍ଚ୍ଚ ୨୦ ତାରିଖରୁ ସମଗ୍ର…
Read More...

ବଲାଙ୍ଗିରରେ ଜିଲ୍ଲା ସ୍ତରୀୟ ବିଶ୍ୱ ବନ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗଛ ଲଗାଇବା ଓ ଗଛର ସୁରକ୍ଷା କରିବା, ଆମ ପରିବେଶକୁ ସୁରକ୍ଷିତ ରଖିବା । ଏହି ଆହ୍ୱାନ ସହ ଆଜି ବଲାଙ୍ଗିରରେ ଜିଲ୍ଲା ସ୍ତରୀୟ ବିଶ୍ୱ ବନ ଦିବସ ପାଳିତ ହୋଇଯାଇଛି । ବଲାଙ୍ଗିର ଡିଏଫ୍‌ଓ ସୁଦର୍ଶନ ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…
Read More...