ସମ୍ବିଧାନ ପ୍ରଣେତାଙ୍କ ମହାପ୍ରୟାଣ ତିଥିରେ ବିଜେପିର ଗଭୀର ଶ୍ରଦ୍ଧାଞ୍ଜଳି ଓ ନୂତନ କାର୍ଯ୍ୟାଳୟ ଉଦ୍ଘାଟନ
ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ଭାରତୀୟ ଜନତା ପାର୍ଟି ଜିଲ୍ଲା ତରଫରୁ ସେକ୍ଟର ୭-୧୭ ଛକ ନିକଟସ୍ଥ ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀରେ ବିଜେପିର ନେତୃବୃନ୍ଦ ତାଙ୍କ ମହାପ୍ରୟାଣ ଦିବସରେ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଜିଲ୍ଲା ମୁଖପାତ୍ର ଗଙ୍ଗାଧର ଦାଶ, ରାଜ୍ୟ!-->…
Read More...
Read More...