Yearly Archives

2024

ଜିଲ୍ଲାସ୍ତରୀୟ ପୋଷଣ ପକ୍ଷ ପାଳନ ସମାରୋହ

ଦୈନନ୍ଦିନ ଖାଦ୍ୟରେ ନିଜ ପାରିପାର୍ଶ୍ଵରେ ମିଳୁଥିବା ପୋଷକ ଯୁକ୍ତ ଖାଦ୍ୟକୁ ସାମିଲ କରିବାକୁ ଅତିଥିଙ୍କ ପରାମର୍ଶ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଓ ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ପୋଷଣ ପକ୍ଷ ପାଳନ ସମାରୋହ ଅନୁଷ୍ଠିତ ହୋଇଯାଇଛି ।…
Read More...

ବାଲିଗୁଡା ନିର୍ବାଚନ ମଣ୍ଡଳୀ : ବାଜିଲା ନିର୍ବାଚନ ବିଗୁଲ, ସଂଖ୍ୟାଲଘୁ ଭୋଟରଙ୍କ ଉପରେ ବିଜେଡି ଓ କଂଗ୍ରେସର ନଜର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ୨୦୨୪ ସାଧାରଣ ନିର୍ବାଚନ ପାଇଁ ନିର୍ବାଚନୀ ବିଗୁଲ ବାଜି ସାରିଛି । ବାଲିଗୁଡା ବିଧାନସଭା କ୍ଷେତ୍ରଟି ମେ ୨୦ରେ ନିର୍ବାଚନ ତାରିଖ ଘୋଷଣା ହୋଇଥିବା ବେଳେ ଏବେ ବିଭିନ୍ନ ଦଳ ସେମାନଙ୍କ ରଣନୀତିର ପେଢି ଖୋଲିବେ । କେଉଁ ବର୍ଗର ଲୋକଙ୍କୁ କିଭଳି…
Read More...

ଦୃଷ୍ଟି ବାଧିତା ଛାତ୍ରଛାତ୍ରୀମାନଙ୍କୁ ମାଗଣାରେ ଲାପ୍‌ଟପ୍‌ ବଣ୍ଟନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ସମଗ୍ର ଶିକ୍ଷା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଷ୍ଟାର ପ୍ରକଳ୍ପ ଅନ୍ତର୍ଗତ ମାଗଣାରେ ଦୃଷ୍ଟି ବାଧିତ ଛାତ୍ରଛାତ୍ରୀମାନଙ୍କ ସକାଶେ ଲାପ୍‌ଟପ୍‌ ବଣ୍ଟନ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବରେ ଜିଲ୍ଲା…
Read More...

ଆଇନ ମହାବିଦ୍ୟାଳୟରେ ବିଶ୍ୱ ଉପଭୋକ୍ତା ଅଧିକାର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଆଇନ ମହାବିଦ୍ୟାଳୟଠାରେ ବିଶ୍ୱ ଉପଭୋକ୍ତା ଅଧିକାର ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭାରପ୍ରାପ୍ତ ଅଧ୍ୟକ୍ଷା ଡ. ସମ୍ପାଦିକା ମହାନ୍ତିଙ୍କ ଅଧ୍ୟକ୍ଷତା କରିଥିବା ବେଳେ ରାଉରକେଲା ଓକିଲ ସଂଘର ବରିଷ୍ଠ ଆଇନଜୀବୀ କୈଳାସ ଚନ୍ଦ୍ର…
Read More...

କଳାହାଣ୍ଡିରେ ମାଓ କ୍ୟାମ୍ପ ଠାବ : ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ, ଏସ୍‌ପିଙ୍କ ସାମ୍ବାଦିକ ସମ୍ମିଳନୀ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ଥାନା ଯୁଗସାଇପାଟଣା ମନସ୍କା ଗାଁ ନିକଟ ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ଠାବ । ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଥିବା ସମ୍ପର୍କରେ ଆଜି କଳାହାଣ୍ଡି ଆରକ୍ଷୀ ଅଧିକ୍ଷକ ଅଭିଳାଷଜୀ ଏକ ସାମ୍ବାଦିକ…
Read More...

ବିଶ୍ୱ ଖାଉଟି ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଅମଲା ଭବନ ଠାରେ ଜିଲ୍ଲା ବୈଧ ମାପ ବିଜ୍ଞାନ ବିଭାଗ ଆନୁକୁଲ୍ୟରେ ତଥା ବଲାଙ୍ଗିର ଭଗବତି ନଗର ସ୍ଥିତ ଆଦିତ୍ୟ ଏଜୁକେଶନାଲ ଓ ଚେରିଟେବୁଲ ଟ୍ରଷ୍ଟ ସହଯୋଗରେ ଜିଲ୍ଲା ସ୍ତରୀୟ ବିଶ୍ୱ ଖାଉଟି ଅଧିକାର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ…
Read More...

ଆଇନ ମହାବିଦ୍ୟାଳୟରେ ବିଶ୍ୱ ଉପଭୋକ୍ତା ଅଧିକାର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଆଇନ ମହାବିଦ୍ୟାଳୟ ଠାରେ ବିଶ୍ୱ ଉପଭୋକ୍ତା ଅଧିକାର ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭାରପ୍ରାପ୍ତ ଅଧ୍ୟକ୍ଷା ଡ. ସମ୍ପାଦିକା ମହାନ୍ତିଙ୍କ ଅଧ୍ୟକ୍ଷତା କରିଥିବା ବେଳେ ରାଉରକେଲା ଓକିଲ ସଂଘର ବରିଷ୍ଠ ଆଇନଜୀବୀ କୈଳାସ ଚନ୍ଦ୍ର…
Read More...

ଘୋଷଣା ହେଲା ସାଧାରଣ ନିର୍ବାଚନ ୨୦୨୪

ନୂଆଦିଲ୍ଲୀ : ଆଜି ଘୋଷଣା ହୋଇଛି ସାଧାରଣ ନିର୍ବାଚନ ୨୦୨୪ । ସମଗ୍ର ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନରେ ଏକ ପ୍ରେସ୍‌ମିଟ୍‌ରେ ଭାରତୀୟ ନିର୍ବାଚନ କମିଶନ ରାଜୀବ…
Read More...

ସୁପ୍ରିମଟାକ୍ସ ଠାରେ ମହା ସ୍ୱାସ୍ଥ୍ୟ କର୍ମଶାଳା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ସ୍ଥିତ ସୁପ୍ରିମଟାକ୍ସ ଜେନେରାଲ ହସ୍‌ପିଟାଲ୍‌ ଓ ନେତ୍ର ନିକେତନ ଠାରେ ଆଜି ସୁପ୍ରିମଟାକ୍ସ ଅଧ୍ୟକ୍ଷ ଅଜିତ ପାଲଙ୍କ ଉଦ୍ୟମ କ୍ରମେ ଚକ୍ଷୁ ସ୍ୱାସ୍ଥ୍ୟ ସମସ୍ୟା ଓ ନିରାକରଣ ପାଇଁ ଏକ ମହା ସ୍ୱାସ୍ଥ୍ୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ୩୦୦ରୁ…
Read More...

ବିଧୁଭୂଷଣ ସାହିତ୍ୟ ସଂସଦର ବହୁଭାଷୀ କବିତା ଆସର

ତୁଷୁରା, (କେପିଏନ୍‌ଏସ୍‌) : ଶୁକ୍ରବାର ଅପରାହ୍ନ ୩ ଘଟିକା ସମୟରେ ଅଗ୍ରସେନ ଭବନ ତୁଷୁରା ଠାରେ ବିଧୁଭୂଷଣ ସାହିତ୍ୟ ସଂସଦ, ତୁଷୁରା ଆନୁକୂଲ୍ୟରେ ଅଧ୍ୟକ୍ଷ ଅଖିଳ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଓ ସଂପାଦକ ଆଶୁକବି ହେମନ୍ତ ଦାଶଙ୍କ ସଭା ସଞ୍ଚାଳନରେ ବହୁଭାଷୀ କବିତା ଆସର ଅନୁଷ୍ଠିତ ହୋଇଥିଲା ।…
Read More...