Yearly Archives

2024

ତୁରେକେଲା ଆଶ୍ରମ ବିଦ୍ୟାଳୟରେ ସ୍ୱାସ୍ଥ୍ୟ ଶିବିର

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ତୁରେକେଲା କ୍ଲଷ୍ଟରର ଆଶ୍ରମ ବିଦ୍ୟାଳୟରେ ଏକ ସ୍ୱାସ୍ଥ୍ୟ ଯାଞ୍ଚ ଶିବିର ଅନୁଷ୍ଠିତ ହୋଇଯାଇଛି । ଭୀମଭୋଇ ଭେଷଜ ମହାବିଦ୍ୟାଳୟ ବଲାଙ୍ଗିରର ବହୁମୁଖୀ ଡିସିପ୍ଲିନାରି ଗବେଷଣା ୟୁନିଟ ଆନୁକୂଲ୍ୟରେ କିଶୋରୀ…
Read More...

ଦ ହ୍ୟୁମାନିଟି ଫାଉଣ୍ଡେସନ୍ ତରଫରୁ ଆଶ୍ରୟ କେନ୍ଦ୍ରରେ ବିଶ୍ଵ ମହିଳା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ଦ ହ୍ୟୁମାନିଟି ଫାଉଣ୍ଡେସନ୍ ତରଫରୁ ବିଶ୍ଵ ମହିଳା ଦିବସ ରାଉରକେଲା ପାୱାର ହାଉସ ରୋଡର ଆଶ୍ରୟ ଭବନରେ ପାଳିତ ହୋଇଯାଇଛି । ଦ ହ୍ୟୁମାନିଟି ଫାଉଣ୍ଡେସନର କର୍ମକର୍ତ୍ତା ଗଣ ଆଶ୍ରୟରେ ପ୍ରାୟ ୨୦ରୁ ଉର୍ଦ୍ଧ୍ୱ ଅନ୍ତେବାସୀମାନଙ୍କ ସହିତ ମିଶି…
Read More...

କରମତଲାରେ ୪୦ ପ୍ରହରୀ ନାମଯଜ୍ଞ ଆରମ୍ଭ, କଳସ ଶୋଭାଯାତ୍ରାରେ ବିଜେପି ନେତା ସାମିଲ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ କରମତଲା ହାଟପଦାଠାରେ ୪୦ ପ୍ରହରୀ ନାମଯଜ୍ଞ ଆରମ୍ଭ ହେବା ସହ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗ୍ରାମର ଶତାଧିକ ମହିଳା ପୁରୁଷମାନେ ଯଜ୍ଞ ମଣ୍ଡପ ପରିସରରେ ଏକତ୍ରିତ ହୋଇ ଶଙ୍ଖ, ଘଣ୍ଟବାଜା, ସଂକିର୍ତ୍ତନ୍ୟ…
Read More...

ଦମକିପାଲିରେ ଶୁଦ୍ଧିକ୍ରିୟା ଭୋଜି ଖାଇ ୧୫ ଝାଡାବାନ୍ତିରେ ଆକ୍ରାନ୍ତ : ଗାଁରେ ପହଞ୍ଚିଲେ ଡାକ୍ତରୀ ଦଳ

ପାଟଣାଗଡ଼, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ ଦମକିପାଲି ଗାଁ ଶାନ୍ତିପଡାରେ ଶୁଦ୍ଧିକ୍ରିୟା ଭୋଜି ଖାଇ ୧୫ ଜଣ ଝାଡାବାନ୍ତିରେ ଆକ୍ରାନ୍ତ । ୧୫ ଜଣଙ୍କ ମଧ୍ୟରୁ ୮ ଜଣ ଘସିଏନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି । ଗାଁରେ ଡାକ୍ତରୀ ଟିମ୍‌ ପହଞ୍ଚି ଚିକିତ୍ସା ଜାରି…
Read More...

ଗୋହିରାପଦର ଗାଁରେ ଜଗନ୍ନାଥ ମନ୍ଦିର କୁମ୍ଭଭରଣ ଉତ୍ସବ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଗୋହିରାପଦର ଗ୍ରାମରେ ଜଗନ୍ନାଥ ମନ୍ଦିରର କୁମ୍ଭଭରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଗତକାଲି ସନ୍ଧ୍ୟାରେ ସ୍ଥାନୀୟ ଏକ ପୋଖରୀରୁ ବିରାଟ ଶୋଭାଯାତ୍ରାରେ ବାହାରି କଳସ ଆଣି ମନ୍ଦିରରେ ସ୍ଥାପନ କରାଯାଇଥିଲା । ଏହି…
Read More...

କଟକ ଜିଲ୍ଲା ସ୍ମାର୍ଟ ଭିଲେଜ୍ କଲରାବାଙ୍କଠାରେ ୧୦୦ ଶଯ୍ୟା ବିଶିଷ୍ଟ କିମ୍ସ ଗ୍ରାମୀଣ ଡାକ୍ତରଖାନା ଲୋକାର୍ପଣ କଲେ…

ନିଜ ଗାଁ ପାଇଁ ନିଜ ଜନ୍ମମାଟି ପାଇଁ କିଛି କରିବା ହେଉଛି ଜୀବନର ଶ୍ରେଷ୍ଠ ସନ୍ତୋଷ, ଆମେ ସମସ୍ତେ ଯଦି ନିଜ ଗାଁ ନିଜ ମାଟି ପାଇଁ ଦାୟିତ୍ୱର ସହ କାମ କରିବା ତେବେ ରୂପାନ୍ତର ଲକ୍ଷ୍ୟ ଖୁବ୍‌ ଶୀଘ୍ର ପୂରଣ ହେବ : ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ…
Read More...

୪ ଲୁଟେରାଙ୍କୁ ବାନ୍ଧିଲା ବଲାଙ୍ଗିର ପୋଲିସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୋଲିସକୁ ମିଳିଛି ବଡ଼ ସଫଳତା । ୪ ଜଣ ପେସାଦାର ଲୁଟେରାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ପୋଲିସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ବଲାଙ୍ଗିର ସଦର ଏସ୍‌ଡ଼ିପିଓ ପ୍ରଦୀପ କୁମାର…
Read More...

ବଲାଙ୍ଗିର ସହରର ଆର୍‌ଟିଓ ଛକକୁ ପର୍ଶୁରାମ ଛକ ନାମରେ ନାମିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ଆର୍‌ଟିଓ ଛକକୁ ପର୍ଶୁରାମ ଛକ ନାମରେ ନାମିତ କରାଯାଇଛି । ବଲାଙ୍ଗିର ବ୍ରାହ୍ମଣ ସମାଜର ଅନୁରୋଧ କ୍ରମେ ଆଜି ପୂର୍ବାହ୍ନରେ ରାଜ୍ୟ ହାଉସିଂ ବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂହଦେଓଙ୍କ ଦ୍ୱାରା ଆରଟିଓ ଅଫିସ ଛକକୁ ପର୍ଶୁରାମ ଛକ ନାମରେ…
Read More...

ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପାରିତୋଷିକ ଓ ବୈଠକ ଭତ୍ତାରେ ବୃଦ୍ଧି

ଖର୍ଚ୍ଚ ହେବ ଅଧିକ ୧୬୨.୬୮ କୋଟି ଟଙ୍କା ଭୁବନେଶ୍ୱର : ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି । ସୂଚନାଯୋଗ୍ୟ ଯେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି. କେ. ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ…
Read More...

ଟିଟିଲାଗଡ଼ରେ ଡାଇମଣ୍ଡ ସର୍କସ : କଳା ପ୍ରଦର୍ଶନ କରି ଲୋକଙ୍କ ମନୋରଞ୍ଜନ କରୁଛନ୍ତି

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଦୀର୍ଘ ୪୦ ବର୍ଷରୁ ଅଧିକ ସମୟ ଧରି ବିଭିନ୍ନ କଳାକାରମାନଙ୍କୁ ନେଇ ଟିଟିଲାଗଡ଼ ସହରକୁ ଆସିଛି ଡାଇମଣ୍ଡ ସର୍କସ । କେନିୟାର ୬ ଜଣ ଯୁବକ, ଜଣେ ଇଥୋଫିଆ, ମଣିପୁରର ୭ ଜଣ ଯୁବତୀ, ଯୋକର ଗୌରାଙ୍ଗ ଏବଂ ଅନ୍ୟାନ୍ୟ କଳାକାରମାନଙ୍କୁ ନେଇ ଦର୍ଶକଙ୍କୁ ହସାଇବା ସହ…
Read More...