Yearly Archives

2024

ରାଜ୍ୟ ଜିମ୍ନାଷ୍ଟିକ ଚମ୍ପିଆନସିପ୍‌ ପାଇଁ ସୁନ୍ଦରଗଡ଼ ଜିଲ୍ଲା ଦଳର ଯାତ୍ରା

ରାଉରକେଲା, (ସସ୍ମିତା ପ୍ରଧାନ) : ଚଳିତ ମାସ ୬ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ କୋରାପୁଟ ଜିଲ୍ଲାର ଜୟପୁରଠାରେ ହେବାକୁ ଯାଉଛି ରାଜ୍ୟ ଜିମ୍ନାଷ୍ଟିକ ଚମ୍ପିଆନସିପ୍‌ । ଓଡ଼ିଶା ଜିମ୍ନାଷ୍ଟିକ ସଂଘ ପକ୍ଷରୁ ହେବାକୁ ଥିବା ଏହି ପ୍ରତିଯୋଗିତାରେ ପ୍ରଥମ ଥର ପାଇଁ ସୁନ୍ଦରଗଡ଼ ଜିଲ୍ଲା ଦଳ ଭାଗ ନେଉଛି
Read More...

ମାଟିଆଭଟା ଗାଁ ନିକଟରେ ମୋଟର ସାଇକେଲ ଦୁର୍ଘଟଣା : ବାଇକ୍ ଚାଳକ ମୃତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଅନ୍ତର୍ଗତ ମାଟିଆଭଟା ଗ୍ରାମ ନିକଟରେ ଏକ ମୋଟର ସାଇକେଲ ଦୁର୍ଘଟଣାରେ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ଯୁବକ ଜଣକ ଖପ୍ରାଖୋଲ ଥାନା ମାଟିଆଭଟା ପଞ୍ଚାୟତ ଅନ୍ତର୍ଗତ ଅନକାମରା ଗାଁର ଅଜୁ ତାଣ୍ଡି (୨୦)
Read More...

ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା : ୨ ମୃତ, ୪ ଗୁରୁତର

ନୂଆପଡା, (ଅଜିତ ବେହେରା) : ନୂଆପଡା ସଦର ବ୍ଲକ ଟାନୱାଟ ପଞ୍ଚାୟତ ଲୁକୁପାଲି ଛକ ଠାରେ ବୁଧବାର ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ମୃତକ ମାନେ ହେଲେ କୋମନା ଥାନା ମିର୍ଦ୍ଧାପାଲି ପଞ୍ଚାୟତ ବାଟିବାହାଲ ଗାଁର
Read More...

ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଜାରି

ବର୍ତ୍ତମାନ ୫ ଜିଲ୍ଲାରେ ଧାନ କିଣା, ପର୍ଯ୍ୟାୟ କ୍ରମେ ଅନ୍ୟ ଜିଲ୍ଲାରେ ଆରମ୍ଭ ହେବ ଧାନ ସଂଗ୍ରହ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଯାରି ରହିଛି । ବର୍ତ୍ତମାନ ବରଗଡ଼, ନୂଆପଡା, ସମ୍ବଲପୁର, କଳାହାଣ୍ଡି ଓ ବଲାଙ୍ଗିର ଜିଲ୍ଲାରେ ଧାନ
Read More...

ପୁରୀଠାରେ ନୌସେନା ଦିବସ ସମାରୋହରେ ରାଷ୍ଟ୍ରପତିଙ୍କ ଅଂଶଗ୍ରହଣ

ଭୁବନେଶ୍ୱର, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଡିସେମ୍ବର ୪, ୨୦୨୪ରେ ପୁରୀ ବେଳାଭୂମିରେ ନୌସେନା ଦିବସ ସମାରୋହରେ ଯୋଗ ଦେବା ସହିତ ଭାରତୀୟ ନୌସେନା ଦ୍ୱାରା ଆୟୋଜିତ ସମରକୌଶଳ ପ୍ରଦର୍ଶନ ଦେଖିଛନ୍ତି । ଏହି ଅବସରରେ ଅଭିଭାଷଣ ପ୍ରଦାନ କରି ରାଷ୍ଟ୍ରପତି ନୌସେନା ଦିବସ
Read More...

ପଟାମରା ଗ୍ରାମର ପ୍ରଭାକର ଗହୀରଙ୍କ ଆକସ୍ମିକ ବିୟୋଗ

୭ଲକ୍ଷରୁ ଅଧିକ ଲୁଟର ଶିକାର ହୋଇଥିଲେ ତାଙ୍କ ପୁଅଝିଅ ଚିକିତ୍ସାରେ ଗୁରୁତର ଅବହେଳା ଅଭିଯୋଗ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ହଳଦୀ ପଞ୍ଚାୟତ ପଟାମରା ଗ୍ରାମର ପ୍ରଭାକର ଗହୀର (୫୭)ଙ୍କ ରାୟପୁରରେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ଦିନ ୧୧ଟା
Read More...

ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକୀ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ପୁରୀଠାରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗ ଦେଇଛନ୍ତି । ଏହି ଅବସରରେ ଉଦବୋଧନ ଦେଇ ରାଷ୍ଟ୍ରପତି କହିଥିଲେ ଯେ, ବର୍ତ୍ତମାନ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାର ସମୟ । ଆର୍ଟିଫିସିଆଲ
Read More...

୪ ଦାଦନ ଶ୍ରମିକ ଉଦ୍ଧାର : ସର୍ଦ୍ଦାର ଗିରଫ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ପୁଲିସ ଜାମସେଠ ଓ ଛିନ୍ଦେଇକେଲା ଅଂଚଳରେ ପେଟ୍ରୋଲିଂ କରୁଥିବାବେଳେ ବେଆଇନ ଭାବରେ ଦାଦନ ଶ୍ରମିକ ମାନଙ୍କୁ ଚାଲାଣ କରାଯାଉଥିବା ଖବର ପାଇ ସେହି ଅଂଚଳରେ ଛାନ୍‌ଭିନ୍‌ କରି ୪ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିବା ସହ ଜଣେ ଦାଦନ
Read More...

ରାଇରଙ୍ଗପୁରରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ରାଇରଙ୍ଗପୁର, (ଶ୍ୟାମଳେନ୍ଦୁ ପରିଡା) : ପ୍ରତିବର୍ଷ ଡିସେମ୍ବର ୩ ତାରିଖ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଭାରତର କୋଣ ଅନୁକୋଣରେ ମହାଆଡମ୍ବର ସହକାରେ ପାଳିତ ହୋଇଥାଏ । ଏହି ପରିପ୍ରେକ୍ଷୀରେ ରାଇରଙ୍ଗପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ
Read More...

ମା’ ରମାଦେବୀଙ୍କ ୧୨୫ତମ ଜୟନ୍ତୀ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ବେରବୋଇ ସ୍ଥିତ କସ୍ତୁରିବା ଗାନ୍ଧୀ ସେବା କେନ୍ଦ୍ର ପକ୍ଷରୁ ମା' ରମାଦେବୀଙ୍କ ୧୨୫ତମ ଜୟନ୍ତୀ ପାଳିତ ହୋଇଯାଇଛି । ଗାନ୍ଧିତତ୍ତ୍ୱ ପ୍ରଚାରକ ଅନାମ ଚରଣ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭା ମୁଖ୍ୟ ଅତିଥିଭାବେ ଅର୍ଜୁନ ଚରଣ ସାମନ୍ତରାୟ,
Read More...