tur
Daily Archives

ରଶ୍ମିପ୍ରଭା, ପାର୍ବତୀ ଗୋବିନ୍ଦ ସ୍ମୃତି ସଂସଦ ଏବଂ ଶିକ୍ଷାଜ୍ୟୋତି ପକ୍ଷରୁ ସାରସ୍ୱତ କାର୍ଯ୍ୟକ୍ରମ

ରେକର୍ଡ ସଂଖ୍ୟକ ୧୧ଟି ପୁସ୍ତକ ଓ ପତ୍ରିକା ଲୋକାର୍ପଣଶିଶୁମାନଙ୍କ ସମ୍ବେଦନଶୀଳତା ଓ ମାନସିକ ତଥା ଶୈକ୍ଷିକ ବିକାଶ ଦିଗରେ ଶିଶୁ ସାହିତ୍ୟିକମାନେ ଧ୍ୟାନ ଦେବା ଆବଶ୍ୟକ ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ସେକ୍ଟର-୭ ସ୍ଥିତ ଇସ୍ପାତ ସାହିତ୍ୟ ସଂସଦ ପରିସରରେ ରଶ୍ମିପ୍ରଭା,
Read More...

ଭୁସଲାଡ଼ ଗାଁରେ ସ୍ୱୟଂ ସହାୟକ ଗୋଷ୍ଠୀର ବୈଠକ

ଏସ୍‌ଏଚ୍‌ଜି ମହିଳାଙ୍କୁ ମାସିକ ୨ ହଜାର ଟଙ୍କା ଦାବି କଲେ ରାଜ୍ୟ ଯୁବ ବିଜେଡି ସମ୍ପାଦକ ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ତଥା ସିନ୍ଧେକେଲା ଜୋନ ଅନ୍ତର୍ଗତ ଭୁସଲାଡ଼ ଗାଁରେ ଆଜି ୩ ଗୋଟି ପଂଚାୟତର ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନଙ୍କୁ
Read More...

ଅଖିଳ ଭାରତୀୟ ଗୋଣ୍ଡ ସମାଜର ବାର୍ଷିକ ପୂଜା ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଶ୍ରୀ ଶ୍ରୀ ନୃସିଂହନାଥ ସ୍ଥିତ ବୁଢ଼ାଦେଓ ମଣ୍ଡପ ଠାରେ ଭାଗବତିଆ ସିଂ ଦାଉଙ୍କ ସଭାପତିତ୍ୱରେ ଗୋଣ୍ଡ ସମାଜର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ବାର୍ଷିକ ବୁଢ଼ାଦେଓ ପୂଜା ମହୋତ୍ସବ ନିମନ୍ତେ କଳସ ଶୋଭାଯାତ୍ରା ସହ ପୂଜାର୍ଚ୍ଚନା
Read More...

ମହର୍ଷି ଦୟାନନ୍ଦ କନ୍ୟା ଗୁରୁକୁଳରେ ୧୭ତମ ବାର୍ଷିକ ଉତ୍ସବ ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ମହର୍ଷି ଦୟାନନ୍ଦ କନ୍ୟା ଗୁରୁକୁଳ ଘୁଂଚାପାଲିରେ ୧୭ତମ ବାର୍ଷିକ ଉତ୍ସବ ରବିବାର ଉଦ୍‌ଯାପିତ ହୋଇଯାଇଛି । ଦୁଇଦିନ ଧରି ଅନୁଷ୍ଠିତ ହୋଇଥିବା ଏହି ବାର୍ଷିକ ଉତ୍ସବରେ ନୂତନ ପ୍ରବୀଷ୍ଠ କନ୍ୟା ମାନଙ୍କର ବ୍ରତ ଉପନୟନ ଓ ବେଦାରମ୍ଭ ସଂସ୍କାର କରାଯାଇଥିଲା ।
Read More...

ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ

ସିଂହିଯୁବା, (କେପିଏନ୍‌ଏସ୍‌) : ସ୍ଥାନୀୟ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ ସିଂହିଯୁବାରେ ବାର୍ଷିକ କ୍ରୀଡ଼ା ଉତ୍ସବ ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତାରେ ଉଦ୍‌ଯାପିତ ହୋଇଯାଇଛି । କମିଟି ସଭାପତି ଫଗନୁ କୁମ୍ଭାର, ପ୍ରାକ୍ତନ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ପଣ୍ଡା, ସ୍କୁଲ
Read More...

ସୁବାସିତ ଚାଉଳ ଉତ୍ପାଦନରେ ଓଡ଼ିଶାର ଭୂମିକା ଅତୁଲ୍ୟ : ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ

କୃଷି ଉତ୍ପାଦ ସହ ବଜାର ସଂଯୋଗୀକରଣ ଓ କୃଷକଙ୍କ ଆୟ ବୃଦ୍ଧି ଉପରେ ଗୁରୁତ୍ୱାରୋପ ଭୁବନେଶ୍ୱର : ଦେଶରେ ସୁବାସିତ ଚାଉଳ ଉତ୍ପାଦନରେ ଓଡ଼ିଶାର ଭୂମିକା ଗୁରୁତ୍ୱପୂର୍ଣ୍ଣ । ରାଜ୍ୟରୁ ଉତ୍ପାଦିତ ସୁଗନ୍ଧିତ ଚାଉଳର ବଜାର ଚାହିଦା ଥିବା ନେଇ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ
Read More...

ବଲାଙ୍ଗିର ଓ ସୋନପୁର ଜିଲ୍ଲାର ମେଗା ପାଇପ ଜଳ ଯୋଗାଣ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ କେ.ଭି…

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ଦେଲେ ନିର୍ଦ୍ଦେଶ ଭୁବନେଶ୍ୱର : ବଲାଙ୍ଗିର ଓ ସୋନପୁର ଜିଲ୍ଲାରେ ଚାଲିଥିବା ମେଗା ପାଇପ୍ ଜଳ ଯୋଗାଣ ପ୍ରକଳ୍ପ ଗୁଡ଼ିକର ସମୀକ୍ଷା ଆଜି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କରିଛନ୍ତି
Read More...

ଶିବତଲା ଗ୍ରାମକୁ ନୂତନ ବ୍ଲକରେ ସାମିଲ କରାଯାଉ ଗ୍ରାମବାସୀ ଦାବୀ ଜଣାଇଲେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଶିବତଲା ଗ୍ରାମକୁ ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ପରିଦର୍ଶନ କରିଥିଲେ । ବିଧାୟକ କଳିକେଶ ଶିବତଲା ଗ୍ରାମରେ ପହଞ୍ଚିବା ପରେ ଗ୍ରାମବାସୀଙ୍କ ତରଫରୁ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହି ଅବସରରେ ଏକ
Read More...

ସୁମନ୍ତ ମେମୋରିଆଲ ଭେଟେରାନ କ୍ରିକେଟ ମ୍ୟାଚରେ ବିଜୟୀ ହେଲେ ନବକିଶୋର ଭେଟେରାନଦଳ

ଶିବୁ ବାଘ ମେନ ଅଫଦି ମେଚ ବଲାଙ୍ଗିର, (କେପଏନ୍‌ଏସ୍‌) : ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମ ଠାରେ ପୂର୍ବତନ କ୍ରୀଡା ସଂଗଠକ ସ୍ୱର୍ଗତ ସୁମନ୍ତ ଭୋଇଙ୍କ ସ୍ମୃତିରେ ଏକଦିବସୀୟ ଭେଟେରାନ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ଭେଟେରାନ ୧୧ ଓ ରୁଗୁଡିପଡା ନବକିଶୋର ଭେଟେରାନ
Read More...

ଚିଠା ଡିଜିଟାଲ୍ ବ୍ୟକ୍ତିଗତ ଡାଟା ସୁରକ୍ଷା ନିୟମାବଳୀ

ନୂଆଦିଲ୍ଲୀ, (ପିଆଇବି) : ଚିଠା ଡିଜିଟାଲ ବ୍ୟକ୍ତିଗତ ଡାଟା ସୁରକ୍ଷା ନିୟମାବଳୀର ଲକ୍ଷ୍ୟ ହେଉଛି ନାଗରିକମାନଙ୍କ ବ୍ୟକ୍ତିଗତ ଡାଟାର ନିରାପତ୍ତା ସୁନିଶ୍ଚିତ କରି ସେମାନଙ୍କ ଅଧିକାରର ସୁରକ୍ଷା କରିବା । ଡିଜିଟାଲ ବ୍ୟକ୍ତିଗତ ଡାଟାର ସୁରକ୍ଷା ନିମନ୍ତେ ଏକ ଦୃଢ଼ ଫ୍ରେମୱାର୍କ ସୃଷ୍ଟି କରିବା
Read More...