Daily Archives

ବାଇକ ଓ କାର୍‌ ମୁହାଁମୁହିଁ ଧକ୍କା : ଜଣେ ମୃତ

କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : ତୁରେକେଲା ବ୍ଲକ ଲାଠୋର ଯିବା ରାସ୍ତା, ବୁଡିବାହାଲରୁ ମହୁଲପାଟି ଗାଁଠାରେ ବାଇକ ଓ କାର୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଯାଇଛି । ବୁଡିବାହାଲ ଗାଁର ତ୍ରିଲୋଚନ ମାଝୀ ଦାଦନ ଟଙ୍କା ବଇନା ଅଗ୍ରୀମ ନେଇଁ ସେ ତାଙ୍କ ପରିବାର
Read More...

ଟାଟା ପାୱାର ଏସ୍‌ଡିଓ ଅଫିସରେ ଲଟେରୀ ବିଜେତାଙ୍କୁ ପୁରସ୍କାର ବଣ୍ଟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଟାଟା ପାୱାର ଏସ୍‌ଡିଓ ଅଫିସରେ ଲଟେରୀ ବିଜେତାଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି । ଏହି ପୁରସ୍କାର ବିତରଣୀ ସଭାରେ ମୁଖ୍ୟ ଅତିଥି ଭାବେ ପାଇକମାଲ ଟାଟା ପାୱାର ଜେଇ ପ୍ରକାଶ ଚନ୍ଦ୍ର ସିଂ, ସମ୍ମାନିତ ଅତିଥି ଭାବେ ସୁଜୟ
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବନବିହାର କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବନବିହାର କାର୍ଯ୍ୟକ୍ରମ ଆଜି ସ୍ଥାନୀୟ ଭଗତପୁର ସ୍ଥିତ ଭୋଇ ସାଗର ଡ଼୍ୟାମ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ପଲସଦା ଗ୍ରାମ ପଞ୍ଚାୟତ ସରପଞ୍ଚ ପଙ୍କଜ ସାହୁ ଯୋଗଦେଇ ଦୀପ ପ୍ରଜ୍ୱଳନ
Read More...

ଏକ ଦିବସୀୟ ପାଚିକା ସହାୟିକା ତାଲିମ ଶିବିର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋଡ଼ାସମ୍ବର ବ୍ଲକ ଅନ୍ତର୍ଗତ ମଧ୍ୟାହ୍ନ ଭୋଜନ ଚାଲୁଥିବା ସ୍କୁଲ ମାନଙ୍କର ପାଚିକା ସହାୟିକା ଭାବରେ କାର୍ଯ୍ୟରତ କର୍ମଚାରୀ ମାନଙ୍କର ଏକ ଦିବସୀୟ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ବ୍ଲକର ତିନୋଟି ସ୍ଥାନରେ ଅନୁଷ୍ଠିତ ଶିବିରରେ ୩୫୦ ଜଣ ପାଚିକା
Read More...

ସର୍ବ ଭାରତୀୟ ବିଂଝାଲ ସମାଜର ରାଜ୍ୟ ସ୍ତରୀୟ ମହିଳା ସଂଘ ଗଠିତ

ବିଂଝାଲ ସମାଜର ସାମାଜିକ ଅର୍ଥନୈତିକ ବିକାଶ ଦିଗରେ ଓ ନାରୀ ସମାଜ ପ୍ରତି ଘଟୁଥିବା ଅତ୍ୟାଚାର ଓ ନିର୍ଯ୍ୟାତନା ଶିକାର ବିରୋଧରେ ଲଢ଼ିବାକୁ ନିଷ୍ପତ୍ତି ପଦ୍ମପୁର, (ନିରୋଜ କୁମାର ପାଣୀ) : ସର୍ବ ଭାରତୀୟ ସ୍ୱାଲାଖ ବିନ୍ଧ୍ୟଗିରିବାସୀ ବିଂଝାଲ ସମାଜ ରାଜ୍ୟ ମହିଳା ସଂଘ ଗଠିତ ହୋଇଯାଇଛି ।
Read More...

ହୁମାନିଟି ଫାଉଣ୍ଡେସନ ତରଫରୁ ଶୀତବସ୍ତ୍ର ବଣ୍ଟନ

ରାଉରକେଲା, (ସସ୍ମିତା ପ୍ରଧାନ) : ନବବର୍ଷ ଉପଲକ୍ଷେ ଆଜି ବାସନ୍ତୀ କଲୋନୀ ସ୍ଥିତ ଦୁର୍ଗାପୁର ବସ୍ତିରେ "ଦି ହୁମାନିଟି ଫାଉଣ୍ଡେସନ" ତରଫରୁ କିଛି ଶୀତବସ୍ତ୍ର ଓ କମ୍ବଳ ବଣ୍ଟନ କରାଯାଇଛି । ଉକ୍ତ ବସ୍ତିରେ ବିଭିନ୍ନ ସୁବିଧା ଅସୁବିଧା ବିଷୟରେ ବସ୍ତି ବାସିନ୍ଦାଙ୍କ ସହିତ ଆଲୋଚନା କରାଯାଇଥିଲା
Read More...

ଚନ୍ଦଳୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସ୍ତରୀୟ ବାର୍ଷିକ କ୍ରୀଡା ଉତ୍ସବ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରାମପୁର କ୍ଲଷ୍ଟର ଅନ୍ତର୍ଗତ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ପ୍ରେମରାଜ ସେଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ବିଦ୍ୟାଳୟ ପରିଚାଳନା କମିଟି
Read More...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୬ ଜାନୁୟାରୀ ୨୦୨୫ରେ ରାୟଗଡା ରେଳ ମଣ୍ଡଳର ଶିଳାନ୍ୟାସ କରିବା ସହ କେତେକ ରେଳ…

ଭୁବନେଶ୍ୱର, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀ ୬ ଜାନୁଆରୀ ୨୦୨୫ ପୂର୍ବାହ୍ନ ୧୧ ଘଟିକାରେ ରାୟଗଡା ରେଳ ମଣ୍ଡଳ ପାଇଁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭିତ୍ତି ପ୍ରସ୍ତର ସ୍ଥାପନ କରିବା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦ୍‌ଘାଟନ କରିବାର
Read More...

ବଲାଙ୍ଗିର ଜିଲ୍ଲା ଆତ୍ମ ସୁରକ୍ଷା ତାଲିମ କାର୍ଯ୍ୟକ୍ରମର ପ୍ରସ୍ତୁତି ବୈଠକ

ଜାନୁୟାରୀ ୬ରୁ ୨୪ ତାରିଖରୁ ତାଲିମ ଦିଆଯିବ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଯୁଧିଷ୍ଠିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ତଥା ଜିଲ୍ଲା ନୋଡାଲ ଅଫିସର ଡଃ. ଧନଞ୍ଜୟ ସେଠ୍‌ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ସମସ୍ତ ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ରୀମାନଙ୍କ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ
Read More...

ଆହାର କେନ୍ଦ୍ର ରୋଷଇକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ନୂତନ ବର୍ଷ ଆରମ୍ଭରୁ ଗଞ୍ଜାମ ଏନଏସିରେ ଭାଇଚାରା ଆଗକୁ ବଡିବା ସଂକଳ୍ପ ଫିକା ପଡିଲା । ଦୁଇ ମହିଳା ଗୋଷ୍ଠି ମଧ୍ୟରେ ତୁତୁ ମେଁମେଁ ଆରମ୍ଭ ହୋଇ ମେଡିକାଲ ପର୍ଯ୍ୟନ୍ତ କଥା ଗଲାଣି । ପୂର୍ବ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ଆହାର କେନ୍ଦ୍ରରେ ରୋଷେଇ ଏବଂ
Read More...