Daily Archives

ଆକାଶବାଣୀ ବଲାଙ୍ଗିର କେନ୍ଦ୍ରର ନୂତନ ବର୍ଷ ବନ୍ଧୁ ମିଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆକାଶବାଣୀ, ଦୂରଦର୍ଶନ ଓ ବଲାଙ୍ଗିର କେନ୍ଦ୍ରର ସମସ୍ତ ସଦସ୍ୟଙ୍କ ମିଳିତ ସହଯୋଗରେ ନୂତନ ବର୍ଷ ଉପଲକ୍ଷେ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅବସର ପ୍ରାପ୍ତ ମୁଖ୍ୟ ଯନ୍ତ୍ରୀ ବିଜୟ କୁମାର ପୁରୋହିତ ମୁଖ୍ୟଅତିଥି, ଯନ୍ତ୍ରୀ ସଞ୍ଜୟ
Read More...

ଦିବ୍ୟାଙ୍ଗ ଶିଶୁଙ୍କ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଅବିଭାବକ ଦିଶା ନିର୍ଦ୍ଦେଶ କାର୍ଯ୍ୟକ୍ରମ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ସ୍ଥିତ ସ୍ଥାନୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଶିକ୍ଷକ ଓ ଅବିଭାବକଙ୍କ ଏକ ଦିବସୀୟ ଦିଶାନିର୍ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ
Read More...

ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ କଣ୍ଟାବାଞ୍ଜିରେ ପ୍ରଶିକ୍ଷଣ ତାଲିମ୍ ଶିବିର

ତୁରେକେଲା, (ପିତାମ୍ବର ଦୀପ) : ଜିଲ୍ଲା ଶିକ୍ଷକ ଶିକ୍ଷା ଅନୁଷ୍ଠାନ ବଲାଙ୍ଗିର ଦ୍ଵାରା ଆୟୋଜିତ ପ୍ରଧାନ ଶିକ୍ଷକ ବୃତ୍ତିଗତ ବିକାଶ ପାଇଁ "ସାମଗ୍ରିକ ବିଦ୍ୟାଳୟ ବିକାଶ ଯୋଜନା " ଆଧାରିତ ୩ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସ୍ଥାନିୟ ତୁରେକେଲା ବ୍ଲକ ଅନ୍ତର୍ଗତ ସରକାରୀ ବାଳିକା
Read More...

ଚୋରକୁ ଧରିବାରେ ସଫଳ ହୋଇଛି ପୋଲିସ

ଜୟପାଟଣା, (ଶେଷଦେବ ବେହେରା) : ମୋବାଇଲ୍ ଚୋରକୁ ଧରିବାରେ ସଫଳ ହୋଇଛି ଜୟପାଟଣା ପୋଲିସ । ବିଗତ ଦିନରେ ଜୟପାଟଣା ସହରରେ ମୋବାଇଲ ଚୋରି ଘଟଣାକୁ ଗୁରୁତ୍ୱର ସହ ନେଇ ତଦନ୍ତ ଜାରି ରଖିଥିଲା ପୋଲିସ । ଶେଷରେ ଘଟଣାର ୪ ଦିନ ପରେ ପୋଲିସ ଅଭିଯୁକ୍ତକୁ ଗିରଫ କରିବାରେ ସଫଳ ହୋଇଛି । ଗତ ୩୧
Read More...

ତ୍ରିଦିବସୀୟ ପ୍ରଗତି ତାଲିମ୍ ଶିବିର ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଡିଆଇଇଟି ବରଗଡ଼ ଆନୁକୁଲ୍ୟରେ ସାମଗ୍ରିକ ବିଦ୍ୟାଳୟ ବିକାଶ ଯୋଜନା ଆଧାରିତ ତ୍ରିଦିବସୀୟ ପ୍ରଗତି ପ୍ରଶିକ୍ଷଣ ସ୍ଥାନୀୟ ଟାଉନ୍ ଉଚ୍ଚ ବିଦ୍ୟାଳୟ ପଦ୍ମପୁର ପରିସର ମଧ୍ୟରେ ଉଦ୍‌ଘାଟିତ ହୋଇଯାଇଛି । ଏହି ପ୍ରଶିକ୍ଷଣ ମୁଖ୍ୟତଃ ପ୍ରଧାନ ଶିକ୍ଷକ ଓ ସହ ଗୋଷ୍ଠୀ
Read More...

ଟିଟିଲାଗଡ ଠାରେ ଆଭାଷୀ ମାଧ୍ୟମରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ଓକିଲ ସଭାଗୃହ ଓ କ୍ୟାଣ୍ଟିନର ଶୁଭ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ୩୩ଟି ନୂତନ ସଭାଗୃହ, କ୍ୟାଣ୍ଟିନ, ଜେଏମ୍‌ଏଫ୍‌ସି କ୍ୱାର୍ଟର ମାନଙ୍କର ଶିଳାନ୍ୟାସ ସୋମବାର ସନ୍ଧ୍ୟାରେ ଓଡ଼ିଶାର ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ ଚରଣ ସିଂ ଭିଡିଓ
Read More...

ବିଭିନ୍ନ ରେଳ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

● ଜାମ୍ମୁ-କାଶ୍ମୀର, ତେଲଙ୍ଗାନା ଏବଂ ଓଡ଼ିଶାରେ ରେଳ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବ ଏବଂ ଏହି ଅଞ୍ଚଳରେ ସାମାଜିକ-ଆର୍ଥିକ ବିକାଶରେ ସହାୟକ ଦେବ : ପ୍ରଧାନମନ୍ତ୍ରୀ● ଆଜି ଦେଶ ବିକଶିତ ଭାରତର ସଂକଳ୍ପକୁ ହାସଲ କରିବା ଦିଗରେ ଅଗ୍ରସର ଏବଂ ଏଥିପାଇଁ
Read More...

ଯୁଗଯାତ୍ରୀ ସାହିତ୍ୟ ସଂସଦର ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ

ଭାଷା ଭିନ୍ ଭିନ୍‌ ସାହିତ୍ୟ ଗୁଟେ : ପଦ୍ମଶ୍ରୀ ହଳଧର ନାଗ ମ.ରାମପୁର, (ପି.କେ. ସାହୁ) : କଳାହାଣ୍ଡିର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଯୁଗଯାତ୍ରୀ ସାହିତ୍ୟ ସଂସଦର ଦୁଇ ଦିନିଆ ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଉଦ୍‌ଯାପିତ ହେଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଲୋକକବି
Read More...

ବିଶ୍ୱନାଥ ଦେବ ନୋଡାଲ ଉଚ୍ଚ ବିଦ୍ୟାପୀଠର ସୁବର୍ଣ୍ଣ ଜୟନ୍ତୀ ସମାରୋହ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ବିଶ୍ୱନାଥ ଦେବ ନୋଡାଲ ଉଚ୍ଚ ବିଦ୍ୟାପୀଠର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ବିଦ୍ୟାପୀଠର ପ୍ରାକ୍ତନ ପ୍ରଥମ ଛାତ୍ର ହୃଷିକେଶ ହରିଚନ୍ଦନ ସଭାପତିତ୍ୱ କରିଥିବା ବେଳେ
Read More...

ୟୁଥ୍ ହଷ୍ଟେଲର ବାର୍ଷିକୋତ୍ସବ ଆସନ୍ତା ୧୨ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ୟୁଥ୍ ହଷ୍ଟେଲ ଅଫ୍ ଇଣ୍ଡିଆ ରାଉରକେଲାର ୪୬ତମ ବାର୍ଷିକ ଉତ୍ସବ ତଥା ଏହି ଅନୁଷ୍ଠାନର ସର୍ବଭାରତୀୟ ସ୍ତରରେ ୭୫ତମ ବାର୍ଷିକୋତ୍ସବ ଆସନ୍ତା ୧୨ ତାରିଖ ଦିନ ସ୍ଥାନୀୟ ସିଭିକ ସେଣ୍ଟର୍ ଠାରେ ଅନୁଷ୍ଠିତ ହେବ ବୋଲି ହଷ୍ଟେଲର କାର୍ଯ୍ୟାଳୟ ଠାରେ ଆୟୋଜିତ
Read More...