Daily Archives

ଏସ୍‌ଏଲ୍‌ସିଟି କ୍ରିକେଟ ପ୍ରତିଯୋଗିତା ଉଦ୍‌ଯାପିତ

ଲଣ୍ଡାପଥରକୁ ହରାଇ ବନ୍ଧପଡ଼ା ଚାମ୍ପିଅନ ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ବ୍ରାହ୍ମଣୀଜୋର ପଞ୍ଚାୟତ ତାଲପାଲି ଗାଁରେ ଏସ୍‌ଏଲ୍‌ସିଟି କ୍ରିକେଟ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥିଭାବେ ବିଜେଡି ବ୍ଲକ ସଭାପତି ସୁଶିଲ ଚାନ୍ଦ, ସମ୍ମାନିତ
Read More...

ରକ୍ତଦାନ ଶିବିର ଆୟୋଜନ

'ସମସ୍ତ ଦାନ ଭିତରେ ରକ୍ତ ଦାନ ଶ୍ରେଷ୍ଠ ଦାନ' ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଳା ବ୍ଳକ ଅନ୍ତର୍ଗତ ମହୀମୁଣ୍ଡା ହାଇସ୍କୁଲ ଠାରେ ଜିଲ୍ଲାସ୍ତରୀୟ ଜୁନିୟର ରେଡକ୍ରସ ତାଲିମ ଶିବିରର ଦ୍ୱିତୀୟ ଦିବସରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବଚରଣ
Read More...

ବଡଟିକା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ପୁଲବିରୁ ବରଗଡ ୟୁନାଇଟେଡ୍‌ ସେମିଫାଇନାଲକୁ ପ୍ରବେଶ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ବ୍ଲକ ବଡଟିକା ଠାରେ ଆୟୋଜିତ ବଡଟିକା କପ ଫୁଟ୍‌ବଲ ଟୁର୍ଣ୍ଣାମେଣ୍ଟର ଚତୁର୍ଥ ଦିବସର ଖେଳରେ ବରଗଡ ୟୁନାଇଟେଡ ଦଳ ସେମିଫାଇନାଲକୁ ପ୍ରବେଶ କରିଥିବା ସୂଚନା ମିଳିଛି । ବରଗଡ ୟନାଇଟେଡ ଦଳ ଜରାସିଂହା ଏଫସି ଦଳକୁ ୩ - ୦ ଗୋଲରେ ବିଜୟୀ ହୋଇ ପୁଲବିରୁ
Read More...

ପୂର୍ବତନ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ମୁରିବାହାଲ ବ୍ଲକର ବିଭିନ୍ନ ଧାନମଣ୍ଡି ପରିଦର୍ଶନ

ହଳଦୀ ମଣ୍ଡିରେ ସର୍ବାଧିକ ୪କେଜି କଟନି ଓ ପିଅନ ଭରସାରେ ମଣ୍ଡି ଅଭିଯୋଗ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ବିଭିନ୍ନ ଧାନ ମଣ୍ଡିକୁ ଗୁରୁବାର ପୂର୍ବତନ ବିଧାୟକ ସନ୍ତୋଷ ସିଂ ସାଲୁଜା ପରିଦର୍ଶନ କରିଥିଲେଫ ସେ ବ୍ଲକର ବଡସାଇମରା, ଗୁଡିଘାଟ,
Read More...

ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ କଲେଜରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଅଧ୍ୟକ୍ଷ ସରୋଜ କୁମାର ନାୟକଙ୍କ ସଭାପତିତ୍ୱରେ ଦୁଇଦିନ ଧରି ଏହା ପାଳିତ ହୋଇଯାଇଛି । ଏହି ସମାରୋହ ଉପଲକ୍ଷେ ରଚନା
Read More...

ମୁରିବାହାଲ ବ୍ଲକସ୍ତରୀୟ ଲୋକ ମହୋତ୍ସବ ଅନୁଷ୍ଠିତ : ମୋଟ ୭୬ଟି କଳା ପରିବେଷଣ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ବ୍ଲକସ୍ତରୀୟ ଲୋକ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଡ଼ିଓ ବାସନ୍ତୀ ସେଠୀଙ୍କ ସଭାପତିତ୍ୱରେ ତଥା ବିପିଏମ୍ ଡ. ଗୋପାଳକୃଷ୍ଣ ଦୀପଙ୍କ ସଂଯୋଜନାରେ ଅନୁଷ୍ଠିତ ଉତ୍ସବରେ ବ୍ଲକ
Read More...

ହୁମାନିଟି ଫାଉଣ୍ଡେସନ ତରଫରୁ ଏକ ନିଆର କାର୍ଯ୍ୟକର୍ମ

ରାଉରକେଲା, (ସସ୍ମିତା ପ୍ରଧାନ) : ହୁମାନିଟି ଫାଉଣ୍ଡେସନ ଏକ ନିଆରା କାର୍ଯ୍ୟ କରିଛି । ସମସ୍ତ ସଦସ୍ୟ ସଦସ୍ୟା ମାନେ ରାଉରକେଲା ସ୍ପେସିଆଲ୍‌ ଜେଲ୍‌କୁ ପରିଦର୍ଶନ କରିବା ସଙ୍ଗେ ସଙ୍ଗେ ଜେଲ୍‌ରେ ରହୁଥିବା ଅନ୍ତେବାସୀଙ୍କ ସୁଖଦୁଃଖ କଥା ବୁଝିଥିଲେ । ବିଚାରାଧୀନ ମହିଳା ମାନଙ୍କୁ କିଛି କମ୍ବଳ
Read More...

ଗଞ୍ଜାମ ଜିଲ୍ଲାସ୍ତରୀୟ ୧୮ତମ ପ୍ରବାସୀ ଭାରତୀୟ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ମହାନଗର ନିଗମ ଅଧିନସ୍ଥ ଭି.ଭି. ଗିରି ସରକାରୀ ମହିଳା ମାଧ୍ୟମିକ ପ୍ରଶିକ୍ଷଣ ବିଦ୍ୟାଳୟ ଠାରେ ସମଗ୍ର ଶିକ୍ଷା ଅଭିଯାନ ଗଞ୍ଜାମ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ୧୮ତମ ପ୍ରବାସୀ ଭାରତୀୟ ଦିବସ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ
Read More...

ଆଇ.ଆର.ଇ.ଏଲ୍. ସୌଜନ୍ୟରେ ବିଶୁଦ୍ଧ ପାନୀୟ ଜଳ ପ୍ରକଳ୍ପ ଲୋକାର୍ପିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ପୋଡ଼ାପଦର ଗ୍ରାମରେ ଆଇ.ଆର.ଇ.ଏଲ୍. (ଇଣ୍ଡିଆ) ସୌଜନ୍ୟରେ ୧୦ ଲକ୍ଷ ଟଙ୍କା ବ୍ୟୟରେ ବିଶୁଦ୍ଧ ପାନୀୟ ଜଳ ପ୍ରକଳ୍ପ ଗୁରୁବାର ଲୋକାର୍ପିତ ହେଇଯାଇଛି । ପୋଡ଼ାପଦର ସରପଞ୍ଚ ଶ୍ରୀମତୀ ସୁଜାତା ଦାସ, ଆଇ.ଆର.ଇ.ଏଲ୍.
Read More...

ସାମ୍ବାଦିକଙ୍କୁ ଟିପିଡ଼ବ୍ଲୁଓଡ଼ିଏଲ୍‌ ଅଧିକାରୀଙ୍କ ଆକ୍ରମଣ ଘଟଣାକୁ ନିନ୍ଦା କଲା ସାମ୍ବାଦିକ ସଂଘ ବଙ୍ଗୋମୁଣ୍ଡା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ତିନି ଜଣ କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ଟିପିଡ଼ବ୍ଲୁଓଡ଼ିଏଲ୍‌ ଅଧିକାରୀଙ୍କ ଆକ୍ରମଣ ଘଟଣାକୁ ସାମ୍ବାଦିକ ସଂଘ ବଙ୍ଗୋମୁଣ୍ଡା ପକ୍ଷରୁ ନିନ୍ଦା କରିବା ସହ ଅଭିଯୁକ୍ତ ମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ
Read More...