Daily Archives

କାର୍ଯ୍ୟରତ ସାମ୍ବାଦିକଙ୍କୁ ବିଦ୍ୟୁତ ବିଭାଗ ଅଧିକାରୀଙ୍କ ଅତର୍କିତ ଆକ୍ରମଣ : ଏସ୍‌ୟୁଜେ ବଲାଙ୍ଗିର ଶାଖା ତରଫରୁ ଘଟଣାର…

ବଲାଙ୍ଗିର ଜିଲ୍ଲାପାଳ ଓ ଏସ୍. ପିଙ୍କୁ ଦାବିପତ୍ର ବଲାଙ୍ଗିର, (କେପିଏନ୍‌ଏସ୍‌) : ଟିଟିଲାଗଡ଼ର ୩ ଜଣ କାର୍ଯ୍ୟରତ ସାମ୍ବାଦିକଙ୍କୁ ବିଦ୍ୟୁତ ବିଭାଗର ଅଧିକାରୀ ଅତର୍କିତ ଆକ୍ରମଣ କରିବା ସହ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଛନ୍ତି । ଗଣମାଧ୍ୟମର କଣ୍ଠରୋଧ କରିବାର ଏହି ହୀନ ପ୍ରୟାସକୁ
Read More...

ପାଲିଆ ଛତ୍ରପୁର ଗ୍ରାମରେ ଦିନିକିଆ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ରୋଟାରୀ କ୍ଲବ ଓ ବ୍ରହ୍ମପୁର ବିଜୁ ପଟ୍ଟନାକ ହୋମିଓପାଥିକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ମିଳିତ ଆନୁକୂଲ୍ୟରେ ବୁଧବାର ଏକ ମାଗଣା ସ୍ୱାସ୍ଥ୍ୟ ଶିବିର ପାଲିଆ-ଛତ୍ରପୁର ଗ୍ରାମର ଶିବମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ଦ ବିଗେଷ୍ଟ ମେକ୍‌ଅପ୍‌ କାର୍ନିଭାଲ ୨୦୨୫ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ରୁଗୁଡିପଡା ସ୍ଥିତ ହୋଟେଲ ପାର୍କଲାଣ୍ଡରେ ଦ ବିଗେଷ୍ଟ ମେକ୍‌ଅପ୍‌ କାର୍ନିଭାଲ ୨୦୨୫ କାର୍ଯ୍ୟକ୍ରମକୁ ମୀନତି ସାହୁ ଓ ଇତି ଘିବେଲା ଆୟୋଜିତ କରିଥିଲେ । ଆଇବିସି ବଲାଙ୍ଗିର ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆର୍ନ୍ତଜାତୀୟ ଖ୍ୟାତି ସମ୍ପନ୍ନ
Read More...

ସାଲେପଡା ବିଦ୍ୟାଳୟରେ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଳକ ଅନ୍ତର୍ଗତ ମାନ୍ଦଲା ଆଞ୍ଚଳିକ କେନ୍ଦ୍ର ଅଧିନସ୍ଥ ସାଲେପଡା ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ହୋଇଯାଇଛି । ଏହି ଉତ୍ସବରେ ଛାତ୍ରଛାତ୍ରୀମାନେ ବିଭିନ୍ନ ଖେଳ ଯଥା ବେଙ୍ଗ ଡିଆଁ, ରଶି ଡିଆଁ, ବଲ ଫିଙ୍ଗା,
Read More...

ସୂର୍ଯ୍ୟ ନମସ୍କାର ମହାଯଜ୍ଞ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଶାମ୍ବ ଦଶମୀ ଅବସରରେ ସୂର୍ଯ୍ୟ ନମସ୍କାର ମହାଯଜ୍ଞ ଉଦିତ ନଗର ସ୍ଥିତ ପ୍ୟାରେଡ ପଡ଼ିଆ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । କ୍ରୀଡା ଭାରତୀ ଓଡ଼ିଶା ପଶ୍ଚିମ ଯୋଜନାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପ୍ରାନ୍ତ ସଂଘ ଚାଳକ ତଥା ମ୍ୟୁନିସିପାଲ
Read More...

ଧାନକିଣା ଟାର୍ଗେଟକୁ ନେଇ ଚାଷୀ ଅସନ୍ତୋଷ : ରାଜରାସ୍ତା ଅବରୋଧ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡା ପଞ୍ଚାୟତରେ ଥିବା ନିୟନ୍ତ୍ରିତ ବଜାର କମିଟି ଠାରେ ଧାନକିଣା ଟାର୍ଗେଟକୁ ନେଇ ଚାଷୀ ଅସନ୍ତୋଷ ହୋଇ ରାଜରାସ୍ତା ଅବରୋଧ କରିଥିବା ଦେଖିବାକୁ ମିଳିଛି । ସରକାର ଲ୍ୟାମ୍ପ ମଧ୍ୟରେ ଦିନକୁ ୩ହଜାର କୁଇଣ୍ଟାଲ ଧାନ
Read More...

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ କର୍ମଶାଳା

ବାରିପଦା, (ଦେବସ୍ମିତ ଚୌଧୁରୀ) : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ଏକ କର୍ମଶାଳା ଓ ଫଟୋଗ୍ରାଫି ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ମାର୍ଗଦର୍ଶନରେ ବିଶ୍ୱବିଦ୍ୟାଳୟ ଫଟୋଗ୍ରାଫି
Read More...

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ଜେଲ ଗଲେ ସହକାରୀ ଯନ୍ତ୍ରୀ ଓ କନିଷ୍ଠ ଯନ୍ତ୍ରୀ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ଟିଟିଲାଗଡ଼ ପୋଲିସ କଣ୍ଟାବାଞ୍ଜି ସହକାରୀ ଯନ୍ତ୍ରୀ ଜଗନ୍ନାଥ ପତି ଓ ମୁରିବାହାଲ ଯନ୍ତ୍ରୀ ଚିନ୍ମୟ ସାହୁଙ୍କୁ ପ୍ରଥମେ କୋର୍ଟ ଚାଲାଣ କରିଥିଲା । ସେଠାରେ ବେଲ୍‌ ନାମଞ୍ଜୁର ହେବା ଯୋଗୁଁ ଟିଟିଲାଗଡ଼ ଉପକାରାଗାରକୁ
Read More...

ପାଇକମାଲ ବିନ୍ଧ୍ୟ ବାସିନୀ ଉଚ୍ଚ ବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ଦ୍ୱିତୀୟ ଦିନରେ ପହଞ୍ଚିଛି ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟ ବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଆତ୍ମ ସୁରକ୍ଷା ତାଲିମ ଶିବିର । ଏହି ତାଲିମ ଶିବିର ପ୍ରତ୍ୟେହ ତିନୋଟି ପର୍ଯ୍ୟାୟରେ ଅନୁଷ୍ଠିତ ହେଉଥିବା ବେଳେ ଦ୍ୱିତୀୟ ଦିନରେ ଆତ୍ମ ସୁରକ୍ଷା ତାଲିମ
Read More...

ବାରଖମା ଠାରେ ଧାନମଣ୍ଡି ଉଦ୍‌ଘାଟିତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ): କନ୍ଧମାଳ ଚାଷୀଙ୍କ ଠାରୁ ସରକାରୀ ଧାର୍ଯ୍ୟ ମୂଲ୍ୟରେ ଧାନ କ୍ରୟ ଲାଗି ବାଲିଗୁଡ଼ା ବ୍ଳକ ବାରଖମା ଠାରେ ଧାନ ମଣ୍ଡି ଉଦ୍‌ଘାଟିତ ହୋଇଛି । ଅଗ୍ରଣୀ ମହିଳା ସ୍ୱୟଂ ସହାୟକ ଗୃପ ଯିହୋବାରାଫା ଏହି ଧାନ କିଣିବା ପାଇଁ ସ୍ଥିର ହୋଇଥିଲା । ଏହି
Read More...