Daily Archives

ମୁରିବାହାଲ ବ୍ଲକସ୍ତରୀୟ ଲୋକ ମହୋତ୍ସବରୁ ୧୩ରୁ ଅଧିକ ସାଂସ୍କୃତିକ ଦଳ ଟିଟିଲାଗଡ ଉପଖଣ୍ଡ ସ୍ତରୀୟକୁ ମନୋନୀତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ଅନୁଷ୍ଠିତ ବ୍ଲକସ୍ତରୀୟ ଲୋକ ମହୋତ୍ସବରୁ ମୋଟ ୭୭ଟି ଦଳରୁ ଶ୍ରେଷ୍ଠ ବିବେଚିତ ୧୩ରୁ ଅଧିକ ସାଂସ୍କୃତିକ ଦଳ ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଲୋକ ମହୋତ୍ସବକୁ ମନୋନୀତ ହୋଇଛନ୍ତି । ଏଥିରେ
Read More...

ବ୍ଲକ ସ୍ତରୀୟ ଦିନିକିଆ ଲୋକ ମହୋତ୍ସବ

ତୁରେକେଲା, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ତୁରେକେଲା ପରିସରରେ ବ୍ଲକ ସ୍ତରୀୟ ଦିନିକିଆ ଲୋକ ମହୋତ୍ସବ ଶୁକ୍ରବାର ଦିନ ଅନୁଷ୍ଠିତ ହୋଇଯାଇଛି । ତୁରେକେଲା ବ୍ଲକ ଅଧ୍ୟକ୍ଷା ପୂଜା ବେହେରାଙ୍କ ଦ୍ଵାରା ଉଦ୍‌ଘାଟନ ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ସଭାରେ ତୁରେକେଲା
Read More...

ନବମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ଶବ ଉଦ୍ଧାର

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ନବମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ଶବ ଉଦ୍ଧାର । ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ କରପା ପଞ୍ଚାୟତର ଡୁମୁରିପଦର ଗ୍ରାମରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ଶବ ଉଦ୍ଧାର ହୋଇଛି । ମୃତ ଛାତ୍ରୀ ଜଣକ ହେଲେ ଡୁମୁରିପଦର ଗ୍ରାମର ଲାଚିଆ
Read More...

ପ୍ରଥମ ବଡଟିକା କପ ଫୁଟବଲ ଟୁର୍ଣ୍ଣାମେଣ୍ଟର ୫ମ ଦିବସରେ ସମ୍ବଲପୁର ଏଫସି ସେମିଫାଇନାଲକୁ ପ୍ରବେଶ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ବ୍ଲକ ଅନ୍ତର୍ଗତ ବଡଟିକା କ୍ରୀଡା ସଂଘ ଆନୁକୁଲ୍ୟରେ ଅନୁଷ୍ଠିତ ପ୍ରଥମ ରାଜ୍ୟସ୍ତରୀୟ ବଡଟିକା କପ ଫୁଟବଲ ଟୁର୍ଣ୍ଣାମେଣ୍ଟର ପଂଚମ ଦିବସ ଖେଳ ସମ୍ବଲପୁର ଏଫସି ଦଳ ଦୋସ୍ତି ବ୍ରଦର୍ସ ସୁନ୍ଦରଗଡକୁ ୨ - ୦ଗୋଲରେ ବିଜୟୀ ହୋଇ ସେମିଫାଇନାଲକୁ ପ୍ରବେଶ
Read More...

ଭାବବିହ୍ଵଳ ପରିବେଶରେ ଲରିଆବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ବସନ୍ତକୁମାର ବିଶିଙ୍କ ଅବସରକାଳୀନ…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଲରିଆବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ବସନ୍ତ କୁମାର ବିଶିଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ପ୍ରଧାନଶିକ୍ଷକ ଜୀବର୍ଧନ ପଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅନୁଷ୍ଠିତ
Read More...

ପ୍ରବାସୀ ଓଡ଼ିଆଙ୍କ ସହ କେନ୍ଦ୍ରମନ୍ତ୍ରୀଙ୍କ ମତ ବିନିମୟ

• ପ୍ରବାସୀ ଓଡ଼ିଆଙ୍କ ଉଦ୍ୟମରେ ୨୦୩୬ରେ ବିଶ୍ୱର ‘ହାପେନିଂ ପଏଣ୍ଟ୍’ ହେବ ଓଡ଼ିଶା - ଧର୍ମେନ୍ଦ୍ର ପ୍ରଧାନ• ପ୍ରବାସୀ ଓଡ଼ିଆମାନେ ଓଡ଼ିଆ ଜାତି, ସଭ୍ୟତା, ସଂସ୍କୃତି, ସଂଭ୍ରମତାର ଜୀବନ୍ତ ପ୍ରତୀକ• ଓଡ଼ିଶାକୁ ବୈଶ୍ୱିକ ସ୍ତରକୁ ନେବା ପାଇଁ ସ୍ୱାଭିମାନୀ, ସ୍ୱାବଲମ୍ବୀ ଓ ଆତ୍ମବିଶ୍ୱାସୀ
Read More...

ନିଜର ପ୍ରଥମ ପଡକାଷ୍ଟରେ ଉଦ୍ୟୋଗୀ ନିଖିଲ କାମାଥଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ପ୍ରଥମ ପଡକାଷ୍ଟରେ ଉଦ୍ୟୋଗୀ ତଥା ନିବେଶକ ନିଖିଲ କାମାଥଙ୍କ ସହ ବିଭିନ୍ନ ବିଷୟ ଉପରେ ମତ ବିନିମୟ କରିଛନ୍ତି । ଏହି ସ୍ପଷ୍ଟ ବାର୍ତ୍ତାଳାପରେ ତାଙ୍କ ପିଲାଦିନ ବିଷୟରେ ପଚରାଯିବାରୁ ପ୍ରଧାନମନ୍ତ୍ରୀ ଉତ୍ତର ଗୁଜରାଟ
Read More...

ପ୍ରବାସୀ ଭାରତୀୟ ସମ୍ମେଳନର ଉଦ୍‌ଯାପନୀ ସମାରୋହରେ କେନ୍ଦ୍ରମନ୍ତ୍ରୀଙ୍କ ଉଦ୍‌ବୋଧନ

• ପ୍ରାଚୀନ କାଳରୁ ଓଡ଼ିଶା ଜଗତୀକରଣର କେନ୍ଦ୍ରବିନ୍ଦୁ ପାଲଟିଛି - ଧର୍ମେନ୍ଦ୍ର ପ୍ରଧାନ• ପ୍ରବାସୀ ଭାରତୀୟ ସମାରୋହରେ ମାର୍ଗଦର୍ଶନ ପାଇଁ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଓ କାର୍ଯ୍ୟକ୍ରମକୁ ସଫଳତାର ସହ ଆୟୋଜନ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ
Read More...

ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ଉଦ୍‌ଯାପନୀ ଅଧିବେଶନରେ ଯୋଗ ଦେବା ସହ ପ୍ରବାସୀ ଭାରତୀୟ ସମ୍ମାନ ପ୍ରଦାନ…

● ପ୍ରବାସୀ ଭାରତୀୟମାନେ ବିକଶିତ ଭାରତ ସଂକଳ୍ପର ଅବିଚ୍ଛେଦ୍ୟ ଅଙ୍ଗ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଜାନୁଆରୀ ୧୦, ୨୦୨୫ ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ଉଦ୍‌ଯାପନୀ ଅଧିବେଶନରେ
Read More...