Daily Archives

ଚତୁର୍ଥ ଅଭିଭାବକ ଶିକ୍ଷକ ତଥା ପରିଚାଳନା କମିଟି ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋଡ଼ାସମ୍ବର ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପୁରେନା ପରିସର ମଧ୍ୟରେ ସମଗ୍ର ଶିକ୍ଷା ଆନୁକୂଲ୍ୟରେ ବିଦ୍ୟାଳୟ ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ସରକାରଙ୍କ ଏକ ପ୍ରୟାସ ଅନୁସାରେ ଚତୁର୍ଥ ଅଭିଭାବକ ଶିକ୍ଷକ ତଥା ପରିଚାଳନା କମିଟି ସଦସ୍ୟ
Read More...

ପାଇକମାଲ ହାଇସ୍କୁଲରେ ଅଭିଭାବକ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଡ଼. ଦ୍ଵାଦଶ କୁମାର ପଧାନଙ୍କ ଅଧ୍ୟକ୍ଷତାରେ ଅଭିଭାବକ, ଶିକ୍ଷକ, ଶିକ୍ଷୟିତ୍ରୀ ଓ ଏସ୍‌ଏମ୍‌ଡିସି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମୁଖ୍ୟ ଅତିଥି ଟାଇଲ ଚନ୍ଦ୍ର ଭୋଇ,
Read More...

ଫେବୃୟାରୀ ସୁଦ୍ଧା ସାଢେ଼ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ, ଡିସେମ୍ବର ସୁଦ୍ଧା ଓଡ଼ିଶା ହେବ ଯକ୍ଷ୍ମାମୁକ୍ତ :…

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଚଳିତ ବର୍ଷ ଫେବୃୟାରୀ ମାସ ଶେଷ ସୁଦ୍ଧା ରାଜ୍ୟର ସାଢେ଼ ୩ କୋଟି ଲୋକଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ କାର୍ଡ ପ୍ରଦାନ କରାଯାଇ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯିବ । ଏଥିସହିତ ଡିସେମ୍ବର ଶେଷସୁଦ୍ଧା ରାଜ୍ୟକୁ ଯକ୍ଷ୍ମାମୁକ୍ତ କରାଯିବ ବୋଲି ସ୍ୱାସ୍ଥ୍ୟ ଓ
Read More...

ସହିଦ ଯବାନମାନଙ୍କ ଅମର ଆତ୍ମାର ସଦଗତି ପାଇଁ ପ୍ରାର୍ଥନା

ମାଲକାନଗିରି, (କେପିଏନ୍‌ଏସ୍‌) : ମାଲକାନଗିରି ନିକଟସ୍ଥ ଅବୁଝମାଡରେ ନକ୍ସଲ ଦମନର ପ୍ରତିଶୋଧ ନେବାକୁ ଯାଇ ଗତ ୬ ତାରିଖ ଅପରାହ୍ନରେ ଛତିଶଗଡ଼ ସୀମାନ୍ତ କାମ୍ବେଲି ଗ୍ରାମରେ ନକ୍ସଲମାନେ ଲ୍ୟାଣ୍ଡ ମାଇନ ବିଛାଇ ଦୁର୍ଘଟଣା ଘଟାଇଥିଲେ, ଯାହାର ଫଳ ସ୍ୱରୂପ ୮ ଜଣ ଯବାନ ନିହତ ହେବା ସହିତ ୮ ଜଣ
Read More...

ମୁରିବାହାଲ ବ୍ଲକସ୍ତରୀୟ ଲୋକ ମହୋତ୍ସବରୁ ୧୩ରୁ ଅଧିକ ସାଂସ୍କୃତିକ ଦଳ ଟିଟିଲାଗଡ ଉପଖଣ୍ଡ ସ୍ତରୀୟକୁ ମନୋନୀତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ଅନୁଷ୍ଠିତ ବ୍ଲକସ୍ତରୀୟ ଲୋକ ମହୋତ୍ସବରୁ ମୋଟ ୭୭ଟି ଦଳରୁ ଶ୍ରେଷ୍ଠ ବିବେଚିତ ୧୩ରୁ ଅଧିକ ସାଂସ୍କୃତିକ ଦଳ ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଲୋକ ମହୋତ୍ସବକୁ ମନୋନୀତ ହୋଇଛନ୍ତି । ଏଥିରେ
Read More...

ବ୍ଲକ ସ୍ତରୀୟ ଦିନିକିଆ ଲୋକ ମହୋତ୍ସବ

ତୁରେକେଲା, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ତୁରେକେଲା ପରିସରରେ ବ୍ଲକ ସ୍ତରୀୟ ଦିନିକିଆ ଲୋକ ମହୋତ୍ସବ ଶୁକ୍ରବାର ଦିନ ଅନୁଷ୍ଠିତ ହୋଇଯାଇଛି । ତୁରେକେଲା ବ୍ଲକ ଅଧ୍ୟକ୍ଷା ପୂଜା ବେହେରାଙ୍କ ଦ୍ଵାରା ଉଦ୍‌ଘାଟନ ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ସଭାରେ ତୁରେକେଲା
Read More...

ନବମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ଶବ ଉଦ୍ଧାର

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ନବମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ଶବ ଉଦ୍ଧାର । ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ କରପା ପଞ୍ଚାୟତର ଡୁମୁରିପଦର ଗ୍ରାମରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ଶବ ଉଦ୍ଧାର ହୋଇଛି । ମୃତ ଛାତ୍ରୀ ଜଣକ ହେଲେ ଡୁମୁରିପଦର ଗ୍ରାମର ଲାଚିଆ
Read More...

ପ୍ରଥମ ବଡଟିକା କପ ଫୁଟବଲ ଟୁର୍ଣ୍ଣାମେଣ୍ଟର ୫ମ ଦିବସରେ ସମ୍ବଲପୁର ଏଫସି ସେମିଫାଇନାଲକୁ ପ୍ରବେଶ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ବ୍ଲକ ଅନ୍ତର୍ଗତ ବଡଟିକା କ୍ରୀଡା ସଂଘ ଆନୁକୁଲ୍ୟରେ ଅନୁଷ୍ଠିତ ପ୍ରଥମ ରାଜ୍ୟସ୍ତରୀୟ ବଡଟିକା କପ ଫୁଟବଲ ଟୁର୍ଣ୍ଣାମେଣ୍ଟର ପଂଚମ ଦିବସ ଖେଳ ସମ୍ବଲପୁର ଏଫସି ଦଳ ଦୋସ୍ତି ବ୍ରଦର୍ସ ସୁନ୍ଦରଗଡକୁ ୨ - ୦ଗୋଲରେ ବିଜୟୀ ହୋଇ ସେମିଫାଇନାଲକୁ ପ୍ରବେଶ
Read More...

ଭାବବିହ୍ଵଳ ପରିବେଶରେ ଲରିଆବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ବସନ୍ତକୁମାର ବିଶିଙ୍କ ଅବସରକାଳୀନ…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଲରିଆବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ବସନ୍ତ କୁମାର ବିଶିଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ପ୍ରଧାନଶିକ୍ଷକ ଜୀବର୍ଧନ ପଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅନୁଷ୍ଠିତ
Read More...

ପ୍ରବାସୀ ଓଡ଼ିଆଙ୍କ ସହ କେନ୍ଦ୍ରମନ୍ତ୍ରୀଙ୍କ ମତ ବିନିମୟ

• ପ୍ରବାସୀ ଓଡ଼ିଆଙ୍କ ଉଦ୍ୟମରେ ୨୦୩୬ରେ ବିଶ୍ୱର ‘ହାପେନିଂ ପଏଣ୍ଟ୍’ ହେବ ଓଡ଼ିଶା - ଧର୍ମେନ୍ଦ୍ର ପ୍ରଧାନ• ପ୍ରବାସୀ ଓଡ଼ିଆମାନେ ଓଡ଼ିଆ ଜାତି, ସଭ୍ୟତା, ସଂସ୍କୃତି, ସଂଭ୍ରମତାର ଜୀବନ୍ତ ପ୍ରତୀକ• ଓଡ଼ିଶାକୁ ବୈଶ୍ୱିକ ସ୍ତରକୁ ନେବା ପାଇଁ ସ୍ୱାଭିମାନୀ, ସ୍ୱାବଲମ୍ବୀ ଓ ଆତ୍ମବିଶ୍ୱାସୀ
Read More...