Daily Archives

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସ୍ନାତକ ବ୍ୟାଚ୍‌ ବନ୍ଧୁମିଳନରେ ଜାତୀୟ ଯୁବ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରିଥିବା ୧୯୮୮ କଳା ସ୍ନାତକ ବ୍ୟାଚ୍‌ର ମହା ବନ୍ଧୁମିଳନ ସ୍ଥାନୀୟ ପଥରଚେପା ଅରୁଣ ମିଶ୍ରଙ୍କ ମନୋରମ ପଞ୍ଚବଟୀ ଉଦ୍ୟାନ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ମହାମିଳନରେ ବିଭିନ୍ନ ଜିଲ୍ଲାରୁ ବହୁ ସହପାଠୀ ସପରିବାର
Read More...

ୟୁଥ୍ ହଷ୍ଟେଲର ୪୬ତମ ବାର୍ଷିକୋତ୍ସବ ସମ୍ପନ୍ନ

ଏକ ସୁସ୍ଥ ସୁନ୍ଦର ସବୁଜ ରାଉରକେଲା ପାଇଁ ଆହ୍ୱାନ ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱାମୀ ବିବେକାନନ୍ଦଙ୍କ ୧୬୨ତମ ଜୟନ୍ତୀ ଅବସରରେ ୟୁଥ୍ ହଷ୍ଟେଲ ଅଫ୍ ଇଣ୍ଡିଆ ରାଉରକେଲାର ୪୬ତମ ବାର୍ଷିକ ଉତ୍ସବ ତଥା ଏହି ଅନୁଷ୍ଠାନର ସର୍ବଭାରତୀୟ ସ୍ତରରେ ୭୫ତମ ବାର୍ଷିକୋତ୍ସବ ସ୍ଥାନୀୟ ସିଭିକ
Read More...

ନିର୍ଝରିଣୀ ତରଫରୁ ଜାତୀୟ ଯୁବ ଦିବସ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କଣ୍ଟାବାଞ୍ଜି ସହରର ଅଗ୍ରଣୀ ସାରସ୍ଵତ ଅନୁଷ୍ଠାନ ନିର୍ଝରିଣୀ ଆନୁକୂଲ୍ୟରେ ଜାତୀୟ ଯୁବ ଦିବସ ସ୍ଥାନୀୟ ଶ୍ରୀ ହରିଭବନ ଠାରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ପ୍ରତିଷ୍ଠାତା ସମ୍ପାଦକ ବିରଞ୍ଚି ନାରାୟଣ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ କଣ୍ଟାବାଞ୍ଜି
Read More...

ସଚେତନ ନାଗରିକ ମଞ୍ଚର ବିବେକାନନ୍ଦଙ୍କ ଜୟନ୍ତୀ ପାଳନ ଓ ପ୍ରସ୍ତୁତି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ସଚେତନ ନାଗରିକ ମଞ୍ଚର କର୍ମକର୍ତ୍ତାଗଣ ସେକ୍ଟର ୩ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଥିବା ଖଡ୍ଗ ଭବନ ଠାରେ ଆଗାମୀ ବାର୍ଷିକ ଉତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ଓ ସ୍ୱାମୀ ବିବେକାନନ୍ଦଙ୍କ ୧୬୨ତମ ଜୟନ୍ତୀ ପାଳନ କରିଥିଲେ । ମଞ୍ଚର ସଭାପତି ଇଂ
Read More...

କେ, ଭି କଲେଜରେ ଜାତୀୟ ସଂପାନ ଉଦ୍‌ଯାପିତ

ସାହିତ୍ୟ ଜୀବନ ଓ ଜାଗରଣର ସନ୍ଦେଶ ଦେଉପାଠକୀୟ ଉଦାସୀନତା ଜାତିର ଅଧୋଗତିର କାରଣ କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କଣ୍ଟାବାଞ୍ଜି ସାହିତ୍ୟ ଜୀବନ ଓ ଜାଗରଣର ସନ୍ଦେଶ ଦେଉ । ପାଠକୀୟ ଉଦାସୀନତା ଜାତିର ଅଧୋଗତିର କାରଣ । ସମାଜକୁ ସାହିତ୍ୟ ମାର୍ଗଦର୍ଶନ ଦିଏ । ପୁସ୍ତକ ହେଉଛି ଜାତିର
Read More...

ତୀର୍ଥଯାତ୍ରୀମାନଙ୍କ ସୁବିଧା ପାଇଁ ଓଡିଶାରୁ ଓ ଓଡିଶା ମଧ୍ୟଦେଇ ମହାକୁମ୍ଭ ମେଳା – ୨୦୨୫ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର : ପ୍ରୟାଗରାଜ ଠାରେ ଆୟୋଜିତ ହେବାକୁଥିବା ଆଗାମୀ ମହାକୁମ୍ଭ ମେଳା ୨୦୨୫ରେ ଯୋଗଦେବାକୁ ଥିବା ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବିଶେଷ ଟ୍ରେନ ସୁବିଧା ଆୟୋଜନ କରାଯାଇଛି । ଯାହାକି ଓଡିଶାରୁ ଉତ୍ପତ୍ତି ଏବଂ ଏହା ମଧ୍ୟଦେଇ ଯାତ୍ରା କରିବ । ଏହି ସ୍ୱତନ୍ତ୍ର
Read More...

କେନ୍ଦ୍ର ସାହିତ୍ୟ ଅକାଦେମିର ଯୁବ ପୁରସ୍କାର ସମାରୋହ ଅନୁଷ୍ଠିତ

ଅନୁବାଦର ସେତୁ ସିଧାସଳଖ ଦୁଇ ଭାରତୀୟ ଭାଷାକୁ ଯୋଡ଼ିବା ଉଚିତ : କବି ଜେରି ପିଣ୍ଟୋପୁରସ୍କାର ଗ୍ରହଣ କଲେ ୨୨ଟି ଭାରତୀୟ ଭାଷାର ଯୁବ ଲେଖକ ଭୁବନେଶ୍ୱର : ଉତ୍କଳ ବିଶ୍ୱବିଦ୍ୟାଳୟର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ପ୍ରେକ୍ଷାଳୟରେ ସାହିତ୍ୟ ଅକାଦେମିର ଯୁବ ପୁରସ୍କାର ସମାରୋହ ଆୟୋଜିତ
Read More...

ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ପାଳିତ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ସ୍ଵାମୀ ବିବେକାନନ୍ଦ ସେବା ସମିତି ପକ୍ଷରୁ ବିବେକାନନ୍ଦଙ୍କ ଜୟନ୍ତୀ ସହ ରାଷ୍ଟ୍ରୀୟ ଯୁବ ଦିବସ ପାଳିତ ହୋଇଯାଇଛି । ରାୟଗଡ଼ା ଗାୟତ୍ରୀ ନଗର ସ୍ଥିତ ଗାୟତ୍ରୀ ମନ୍ଦିର ସଭାଗୃହରେ ସମିତିର ସଭାପତି ଯୋଗେଶ୍ଵର ଦାସଙ୍କ ସଭାପତିତ୍ୱରେ ଆୟୋଜିତ
Read More...

ଭିନ୍ନସ୍ୱାଦର ଦିବସ ବ୍ୟାପୀ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : କଳା ବଞ୍ଚିଲେ କଳାକାର ବଞ୍ଚିବ ଓ ସେହି ମାର୍ଗରେ ଆମର ଅଞ୍ଚଳର ଲୋକ କଳା ଓ ସଂସ୍କୃତି ବଞ୍ଚିବ ଓ ଲୋକ ସଂସ୍କୃତିର ସଂରକ୍ଷଣ ଓ ସମ୍ବର୍ଦ୍ଧନ ହୋଇପାରିବ । ବଲାଙ୍ଗିରର କୋଶଳ କଳାମଣ୍ଡଳ ପାଇଁ ସ୍ୱର୍ଗତ ମହାରାଜା ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ଦେଖିଥିବା
Read More...

ବଡଟିକା କପ୍‌ ଫୁଟବଲ ଟୁର୍ଣ୍ଣାମେଣ୍ଟ କୁଚିଣ୍ଡା ବିଏଫ୍‌ସି ବିଜୟୀ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ବ୍ଲକ ବଡଟିକା ଧରଣୀଧର ହାଇସ୍କୁଲ ଖେଳପଡ଼ିଆରେ ଅନୁଷ୍ଠିତ ବଡଟିକା କପ୍‌ ଫୁଟବଲ ଟୁର୍ଣ୍ଣାମେଣ୍ଟର ଫାଇନାଲ ଖେଳ କୁଚିଣ୍ଡା ବିଏଫ୍‌ସି ଓ ସମ୍ବଲପୁର ଦଳ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । କୁଚିଣ୍ଡା ବିଏଫ୍‌ସି ଦଳ ୩-୧ ଗୋଲରେ ସମ୍ବଲପୁର ଦଳ ଠାରୁ
Read More...