ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ପାଳିତ
ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ସ୍ଵାମୀ ବିବେକାନନ୍ଦ ସେବା ସମିତି ପକ୍ଷରୁ ବିବେକାନନ୍ଦଙ୍କ ଜୟନ୍ତୀ ସହ ରାଷ୍ଟ୍ରୀୟ ଯୁବ ଦିବସ ପାଳିତ ହୋଇଯାଇଛି । ରାୟଗଡ଼ା ଗାୟତ୍ରୀ ନଗର ସ୍ଥିତ ଗାୟତ୍ରୀ ମନ୍ଦିର ସଭାଗୃହରେ ସମିତିର ସଭାପତି ଯୋଗେଶ୍ଵର ଦାସଙ୍କ ସଭାପତିତ୍ୱରେ ଆୟୋଜିତ!-->…
Read More...
Read More...