Daily Archives

ମୁରିବାହାଲ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାଲିଥିବା ମହିଳା ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଠ ଦିନ ଧରି ଚାଲିଥିବା ମହିଳା ଆତ୍ମସୁରକ୍ଷା ତାଲିମ ଶିବିର ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ରମେଶ ଚନ୍ଦ୍ର ମହାନନ୍ଦଙ୍କ
Read More...

କୁର୍ଲୁବାହାଲ ହାଇସ୍କୁଲରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଣାବାହାଲ ପଞ୍ଚାୟତ କୁର୍ଲୁବାହାଲ ହାଇସ୍କୁଲରେ ବାର୍ଷିକ କ୍ରୀଡା ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା । ହାଇସ୍କୁଲ ଶାରୀରିକ ଶିକ୍ଷକ ବିନୋଦ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ମୁଖ୍ୟ ଅତିଥି ରୂପେ
Read More...

ତରଭା ବ୍ଲକସ୍ତରୀୟ ପରାମର୍ଶ ଶିବିର : ୧୯୭ ଜଣ ଯୁବକ ଯୁବତୀଙ୍କୁ ପରାମର୍ଶ ଦେଲେ ତାଲିମ ପ୍ରଦାନକାରୀ ସଂସ୍ଥା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ପ୍ରସାଶନ ଓ ଜିଲ୍ଲା ଦକ୍ଷତା ବିକାଶ-ତଥା-ନିୟୋଜନ କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ସୁବର୍ଣ୍ଣପୁର ଜିଲ୍ଲାର ତରଭା ବ୍ଲକ ପରିସରରେ ଜିଲ୍ଲା ଦକ୍ଷତା ବିକାଶ-ତଥା-ନିୟୋଜନ ଅଧିକାରୀ ଶ୍ରୀମତୀ ସଞ୍ଜୁ କୁମାରୀ ସାହୁଙ୍କ ଅଧ୍ୟକ୍ଷତାରେ ଯୁବକ ଓ ଯୁବତୀ
Read More...

ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ୧୫ତମ ଜାତୀୟ ମତଦାତା ଦିବସ ପାଳନ ପାଇଁ ପ୍ରସ୍ତୁତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ୧୫ତମ ଜାତୀୟ ମତଦାତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଆଜି ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ନିଷ୍ପତି ଅନୁସାରେ ସକାଳ ୭ଟା ସମୟରେ କୋଶଳ କଳା ମଣ୍ଡଳ ପରିସରରୁ ଏକ
Read More...

ହରିହର ହାଇସ୍କୁଲର ବନ୍ଧୁ ମିଳନ

ସାଲେଭଟା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର (ଡୁଡୁକା) ବ୍ଳକ ନଅଗାଁ (ଖ) ଉଦ୍ୟାନରେ ହରିହର ହାଇସ୍ଥୁଲ ୧୯୯୯ ମସିହା ମ୍ୟାଟ୍ରିକ ବ୍ୟାଚ୍‌ର ବନ୍ଧୁ ମିଳନ ହୋଇଯାଇଛି । ୨୫ବର୍ଷ ପୁର୍ତ୍ତି ଉପଲକ୍ଷେ ଗୁଣମଣୀ ତ୍ରିପାଠୀଙ୍କ ସଭାପତିତ୍ୱରେ ହରିହର ହାଇସ୍ଥୁଲ ଅବସରପ୍ରାପ୍ତ
Read More...

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କ ପାରିଶ୍ରମିକ ବୃଦ୍ଧିମାସିକ ପାରିଶ୍ରମିକ ୧୧,୧୦୦ ରୁ ୧୬,୦୦୦ ଟଙ୍କାକୁ ବଢିଲାଉପକୃତ ହେବେ ୧୩,୭୪୦ ଶିକ୍ଷକରାଜ୍ୟ ସରକାର ବହନ କରିବେ ଅତିରିକ୍ତ ୮୯.୧୫ କୋଟି ଭୁବନେଶ୍ୱର : ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ
Read More...

ବର୍ଣ୍ଣାଳୀ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଯାପିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା)ଙ୍କ ନିର୍ଦ୍ଦେଶନାରେ ତ୍ରୀଦିବସୀୟ ସାମାଜିକ ଲିଙ୍ଗ ଗତ ସମାନତା ବର୍ଣ୍ଣାଳୀ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଡେଲାଙ୍ଗ ବାଳିକା ଉଚ୍ଚ ବିଦ୍ୟାପୀଠ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକ୍
Read More...

ପଠାଣିସାମନ୍ତ ମେଧାବୃତ୍ତିରେ ପୁଣି ଇତିହାସ ରଚିଲା ବଡ଼କର୍ଲେ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ମାୟାବର୍ହା କ୍ଲଷ୍ଟର ଅନ୍ତର୍ଗତ ବଡକର୍ଲେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସଫଳତା ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି । ପାଠପଢା ଠୁ ଆରମ୍ଭ କରି ନବୋଦୟ, ବୃତ୍ତି, ପଠାଣି ସାମନ୍ତ, ଏକଲବ୍ୟ,
Read More...

ବଡ଼ଭାଳୁପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକର ବେହେରାମାଲ କ୍ଲଷ୍ଟର ସ୍ଥିତ ବଡ଼ଭାଳୁପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମେଧାବି ଛାତ୍ରୀ ଦିବ୍ୟାଶା ତାଣ୍ଡିଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ସେ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷାରେ
Read More...

ସୁରେନ୍ଦ୍ର ସାଏ ଦିବ୍ୟଦୃଷ୍ଟି ଯୋଜନାର ଓରିଏଣ୍ଟେସନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ଥାନୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୁରେନ୍ଦ୍ର ସାଏ ଦିବ୍ୟଦୃଷ୍ଟି ଯୋଜନାର ଓରିଏଣ୍ଟେସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ସମ୍ବଳ ଶିକ୍ଷକ ମନୋଜ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି
Read More...