ଟାଲରେ କଳସ ଯାତ୍ରା ସହ ଆରମ୍ଭ ହେଲା ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଟାଲ ଗ୍ରାମ ଠାରେ କଳସ ଯାତ୍ରା ସହ ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କଳସ ଯାତ୍ରା ଗାଁର ବଡ ପୋଖରୀରୁ ଗାଁ ପରିକ୍ରମା କରି ଶତାଧିକ ମହିଳା ଓ ପୁରୁଷ କଳସ ଧରି ପୂଜା ମଣ୍ଡପକୁ ଆଣିଥିଲେ । ଏହି!-->…
Read More...
Read More...