Daily Archives

ଗୋପରାମ ହଂସ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟର ଦ୍ଵିତୀୟ ଦିବସ – କୁରସୁଡ଼ ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ସ୍ଥିତ ଖେଳପଡିଆଠାରେ ସ୍ୱାମୀ ବିବେକାନନ୍ଦ ପାଠାଗାର, ଏଥଲେଟିକ୍ସ ଏସୋସିଏସନ୍‌ ବଙ୍ଗୋମୁଣ୍ଡା ପକ୍ଷରୁ ପ୍ରଥମ ବର୍ଷ ଗୋପରାମ ହଂସ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଦ୍ଵିତୀୟ ଦିବସରେ ପହଞ୍ଚିଛି ।
Read More...

ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ପ୍ରତିମା ମିଶ୍ରଙ୍କ ପରଲୋକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବସନ୍ତ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ପ୍ରତିମା ମିଶ୍ରଙ୍କ ୬୫ ବର୍ଷ ବୟସରେ ନିଜ ପେଲେସ ଲାଇନ ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା ଥିଲେ । ତାଙ୍କ ଶେଷ ସମୟରେ ତିନିପୁତ୍ର ଲିପୁନ, ସିପୁନ ଓ ମିଥୁନ,
Read More...

ଦେଓଗାଁ ଡାକ ବଙ୍ଗଳା ଛକ ନବାହ ପାରାୟଣ : ସୀତାରାମ ବିବାହ ପଠନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ଡାକ ବଙ୍ଗଳା ଛକ, ସାରସବାହାଲ ତଥା ବଣିକ ସଂଘ ଓ ସତସଂଘ ମଣ୍ଡଳୀର ଆନୁକୂଲ୍ୟରେ ଶନିବାର ଦିନରୁ ଆରମ୍ଭ ହୋଇଥିବା ଷଷ୍ଠତମ ଶ୍ରୀରାମ ଚରିତ ମାନସ (ତୁଳସୀ ରାମାୟଣ) ନବାହ ପରାୟଣର ସୋମବାର ସୀତା ବିବାହ ପଠନ କରାଯାଇଛି । ଏହି ପାରାୟଣ ପଠନରେ
Read More...

ଅଜଣା ବ୍ୟକ୍ତିଙ୍କ ଶବ ସତ୍କାର କଲେ ସମାଜସେବୀ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : କଟକ ଜିଲ୍ଲାର ସାଲେପୁର ଅଞ୍ଚଳର ଡମନା ସାହିର କୃଷ୍ଣପଦ ମିଶ୍ର ନାମକ ଜଣେ ବ୍ୟକ୍ତି ଟିଟିଲାଗଡ଼ ରଘୁନାଥ ପଡ଼ାରେ ଚାକିରିରୁ ଅବସର ନେବା ପରେ ରହୁଥିଲେ । ରବିବାର ରାତିରେ ତାଙ୍କର ମୃତ୍ୟୁ ହେବା ପରେ ତାଙ୍କର ଆତ୍ମୀୟ ସ୍ୱଜନ କେହି ନ ଥିବା ଜାଣି ମେଡିକାଲ
Read More...

ମାଟିର୍ ପର୍ବ ମାଟିର୍ ଗର୍ବ”

ଉନ୍ମୋଚିତ ହେଲା କଣ୍ଟାବାଞ୍ଜି ମାଟିର୍ ମହୋତ୍ସବର ଲୋଗୋ ତୁରେକେଲା, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରରେ ଆସନ୍ତା ମାର୍ଚ୍ଚ ୧୦,୧୧ ଏବଂ ୧୨ ତାରିଖ ତିନି ଧରି ଧୁମଧାମରେ ପାଳିତ ହେବାକୁ ଯାଉଛି କଣ୍ଟାବାଞ୍ଜି ମାଟିର୍ ମହୋତ୍ସବ ୨୦୨୫ ଏହାକୁ ଆବାହକ ପୁଷ୍ପକେତୁ
Read More...

ଲୋକନାଥ +୨ ମହା ବିଦ୍ୟାଳୟର ବାର୍ଷିକ ଉତ୍ସବ ଉଦ୍‌ଯାପିତ

ମ.ରାମପୁର, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଗୋଛାଡେଙ୍ଗେନ ସ୍ଥିତ ଲୋକନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (କନିଷ୍ଠ ମହାବିଦ୍ୟାଳୟ) ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ସର୍ବେଶ୍ୱର ପଧାନଙ୍କ ସଭାପତିତ୍ୱରେ ବାର୍ଷିକ ଉତ୍ସବ ମହା ଆଡମ୍ବରରେ ପାଳିତ ହୋଇଯାଇଛି । ଏଥିରେ
Read More...

କବିଚନ୍ଦ୍ରପୁର ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ପାଳନ

ମ.ରାମପୁର (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅଲାତରା ଗ୍ରାମ ପଞ୍ଚାୟତ କବିଚନ୍ଦ୍ରପୁର ଠାରେ ଶନିବାର ଦିନ ସରକାରୀ ପ୍ରାଥମିକ ବିଦ୍ୟାଳୟର ୫୦ ବର୍ଷ ପୂର୍ତ୍ତି ଅବସରରେ ସଭାପତି ବବଲୁ ବିଶିଙ୍କ ସଭାପତିତ୍ୱରେ ସୁବର୍ଣ୍ଣ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ମାଁ
Read More...

ମା’ ରାମଚଣ୍ଡୀ ଟ୍ରଷ୍ଟ ଓ ପୂଜା କମିଟି ପକ୍ଷରୁ ପୀଠ ପ୍ରାଙ୍ଗଣରେ କ୍ରୀଡ଼ାବିତ୍ ଦୂତି ଚାନ୍ଦଙ୍କୁ ଭବ୍ୟ…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଭାରତର କ୍ରୀଡା ଜଗତର ପ୍ରତିଭା ସମ୍ପନ୍ନ ଖେଳାଳି ଅଲମ୍ପିକ ପଦକ ବିଜେତା ଓ ଅର୍ଜୁନ ପୁରସ୍କାର ପ୍ରାପ୍ତ ଆନ୍ତର୍ଜାତୀୟ ଧାବିକା ଦୂତି ଚାନ୍ଦଙ୍କୁ ମା' ରାମଚଣ୍ଡୀ ଟ୍ରଷ୍ଟ ଓ ପୂଜା କମିଟି ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି ।
Read More...

ଓଡ଼ିଶାର କୋଣାର୍କଠାରେ ତୃତୀୟ ଜାତୀୟ ଖଣି ମନ୍ତ୍ରୀମାନଙ୍କ ସମ୍ମିଳନୀ ଆୟୋଜନ କରିବ ଖଣି ମନ୍ତ୍ରଣାଳୟ

ଭୁବନେଶ୍ୱର, (ପିଆଇବି) : ଖଣି ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସରକାରଙ୍କ ସହଯୋଗରେ ଜାନୁଆରୀ ୨୦ରୁ ୨୧ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର କୋଣାର୍କଠାରେ ତୃତୀୟ ଜାତୀୟ ଖଣି ମନ୍ତ୍ରୀମାନଙ୍କ ସମ୍ମିଳନୀ ଆୟୋଜନ କରାଯାଉଛି । ଏହି ଦୁଇ ଦିନିଆ କାର୍ଯ୍ୟକ୍ରମ 'ବିକଶିତ ଭାରତ୨୦୪୭'ର ପରିକଳ୍ପନା ଅନୁଯାୟୀ
Read More...

ଆନ୍ଧ୍ରପ୍ରଦେଶର ବିଜୟଓ୍ଵାଡାରେ ଏନ୍‌ଡିଆର୍‌ଏଫ୍‌ର ୨୦ତମ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ…

ଅମିତ ଶାହ ଏନ୍‌ଆଇଡିଏମ୍‌ର ଦକ୍ଷିଣ କ୍ୟାମ୍ପସ, ଏନ୍‌ଡିଆର୍‌ଏଫ୍‌ର ଦଶମ ବାଟାଲିୟନ ଏବଂ ଆଞ୍ଚଳିକ ପ୍ରତିକ୍ରିୟା କେନ୍ଦ୍ରର ସୁପୌଲ କ୍ୟାମ୍ପସ ସମେତ ପାଖାପାଖି ୨୨୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିଛନ୍ତିବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ପ୍ରଧାନମନ୍ତ୍ରୀ
Read More...