Daily Archives

ଲେବଡା ପାଟଣେଶ୍ୱରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ମହିଳା ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲେବଡା ପାଟଣେଶ୍ୱରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଦୁତିବାହାନ ମୁନାଙ୍କ ସଭାପତିତ୍ୱରେ ଏକାଦଶ ତଥା ଦ୍ୱାଦଶ ଶ୍ରେଣୀର ଛାତ୍ରୀମାନଙ୍କୁ ନେଇ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି ।
Read More...

କୁଡ଼ାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କୁଡାସିଂହା ବୁଢାଡ଼ଙ୍ଗର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗତ ୭ ତାରିଖରୁ ଆରମ୍ଭ ହୋଇଥିବା ବାଳିକା ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଛବିଳ ବଗର୍ତ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି
Read More...

ଭୂତିଆରବାହାଲକୁ ବ୍ଲକ ମାନ୍ୟତା ଦାବି ନେଇ ସାଧାରଣ ବୈଠକ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଭୁତିଆରବାହାଲ ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଦିନ ଭୁତିଆରବାହାଲକୁ ବ୍ଲକ ମାନ୍ୟତା ଦାବୀ ନିମନ୍ତେ ଆବାହକ ଚିନ୍ତାମଣି ଚୌଧୁରୀଙ୍କ ଆହ୍ୱାନରେ ସ୍ଥାନୀୟ ଅଂଚଳର ନେତୃବୃନ୍ଦ, ସଚେତନ ନାଗରିକ, ବୁଦ୍ଧିଜୀବୀ ତଥା
Read More...

ରାଜ୍ୟସ୍ତରୀୟ ମାଁ ପାଟଖଣ୍ଡା କପ୍ ଫୁଟବଲ୍ ପ୍ରତିଯୋଗିତା

ବଲାଙ୍ଗିରକୁ ୩ - ୦ରେ ହରାଇଲା କଳାହାଣ୍ଡି ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଅନ୍ତର୍ଗତ ଜରାସିଂହା ସ୍ଥିତ ଲାଲ ଜଗନ୍ନାଥ ପ୍ରସାଦ ମିନି ଷ୍ଟାଡିୟମରେ ବ୍ରଜେନ୍ଦ୍ର ନାରାୟଣ ଏଥଲେଟିକ ଏସୋସିଏସନ୍ (ବିଏନ୍‌ଏଏ) ଜରାସିଂହା ଆନୁକୂଲ୍ୟରେ ତୃତୀୟ ମାଁ ପାଟଖଣ୍ଡା କପ୍ ରାଜ୍ୟସ୍ତରୀୟ
Read More...

ଗୋପରାମ ହଂସ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟର ତୃତୀୟ ଦିବସ : ବଙ୍ଗୋମୁଣ୍ଡା ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ସ୍ଥିତ ଖେଳ ପଡିଆ ଠାରେ ସ୍ୱାମୀ ବିବେକାନନ୍ଦ ପାଠାଗାର ଏଥଲେଟିକ୍ସ ଏସୋସିଏସନ ବଙ୍ଗୋମୁଣ୍ଡା ପକ୍ଷରୁ ପ୍ରଥମ ବର୍ଷ ଗୋପରାମ ହଂସ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ତୃତୀୟ ଦିବସରେ ପହଞ୍ଚିଛି । ତୃତୀୟ
Read More...

ଜରାସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଦୀର୍ଘ ୮ ଦିନ ଧରି ହୋଇ ଆସୁଥିବା ପ୍ରଥମ ବର୍ଷ ଛାତ୍ରୀଙ୍କ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ପ୍ରୋଗ୍ରାମ ଅଫିସର ରଞ୍ଜନ ପାଣିଗ୍ରାହୀଙ୍କ ପରିଚାଳନାରେ ଆୟୋଜିତ ଉଦ୍‌ଯାପନୀ
Read More...

ସି.ଏମ୍‌ ଟ୍ରଫି ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍‌ ୨୦୨୫ର ଷଷ୍ଠ ଦିବସ

ଟିଟିଲାଗଡ ଏଫ୍‌ସି ଏବଂ ଜରାସିଂହା ଏଫ୍‌ସି ଫାଇନାଲରେ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ସିଏମ୍‌ ଟ୍ରଫି ଜିଲ୍ଲା ସ୍ତରୀୟ ଫୁଟବଲ ବାଳକ ବିଭାଗ ୧୫ ବର୍ଷରୁ କମ୍‌ ଚମ୍ପିୟାନସିପ୍‌ ୨୦୨୫ ଷଷ୍ଠ ଦିବସର ଖେଳ ଅନୁଷ୍ଠିତ ହୋଇଯାଇଛି । ‘ପ୍ରତିଭା ଅନେକ ଲକ୍ଷ୍ୟ
Read More...

ପୂର୍ବ ପୁରୁଷ ଜମିକୁ ନେଇ ବିବାଦ

କୋରାପୁଟ, (ସୁନାମ ହନ୍ତାଳ) : କୋରାପୁଟ ଜିଲ୍ଲା ସେମିଲିଗୁଡା ତହସିଲ ଅନ୍ତର୍ଗତ ପାକଝୋଲା ଗ୍ରାମ ପଞ୍ଚାୟତର ବେହେରା ଗୁଡା ଗ୍ରାମର ସୁଂଗାଡି ଦାସୀ ଜମି ବେନିୟମରେ ହଡପ କରିଥିବା ଅଭିଯୋଗ ଆଣିଛନ୍ତି । ପୂର୍ବ ପୁରୁଷରୁ ସମୁଦାୟ ଦୁଇ ଏକର ଜମି ଜାତି ପରଜା ନାମରେ ପଞ୍ଜିକୃତ ହୋଇଥିଲା । ଏହି
Read More...

ସ୍କାଉଟ ଗାଇଡ଼ ପକ୍ଷରୁ ଅସହାୟଙ୍କୁ କମ୍ବଳ ବିତରଣ

ବଡ଼ଗାଁ, (ଅଶୋକ ଷଡ଼ଙ୍ଗୀ) : ସୁନ୍ଦରଗଡ ଜିଲ୍ଲା ବଡ଼ଗାଁ ବ୍ଲକ ସ୍କାଉଟ ଗାଇଡ଼ ରାଜ୍ୟ ତାଲିମ କେନ୍ଦ୍ରର ଛାତ୍ରଛାତ୍ରୀ ମାନଙ୍କ ପକ୍ଷରୁ ମଙ୍ଗଳବାର ଗରିବ ଅସହାୟ ମାନଙ୍କୁ କମ୍ବଳ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବଡ଼ଗାଁ ଥାନା ପରିସରରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ବଡ଼ଗାଁ
Read More...

ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ନବମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ପରିଷଦ ସଭାପତି ଦେବକୀ ସାହୁଙ୍କ ଅଧ୍ୟକ୍ଷତାରେ ନବମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂ ଦେଓ, ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂ
Read More...