Daily Archives

ଅଶୁର୍ଲା-ଖଇରଭାଡ଼ି ଅର୍ଜୁନି ନଦୀରେ ବ୍ରିଜ ନିର୍ମାଣ ଦାବିରେ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର ଦ୍ୱାରସ୍ଥ ହେଲେ…

ଟିଟିଲାଗଡ଼/ବଙ୍ଗୋମୁଣ୍ଡା, (ସଞ୍ଜୟ କୁମାର ନାୟକ/ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଳାଭଟା ପଂଚାୟତ ଅନ୍ତର୍ଗତ ଅଶୁର୍ଲା ଗ୍ରାମରୁ ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ତୁକୁଲା ପଞ୍ଚାୟତର ଖଇରଭାଡ଼ିକୁ ସଂଯୋଗ କରୁଥିବା ଅର୍ଜୁନି ନଦୀରେ ବ୍ରିଜ ନିର୍ମାଣ ପାଇଁ
Read More...

ସୁନାପାଲି ଲୁଟ୍‌ ଘଟଣାରେ ୩ ଡକାୟତକୁ କୋର୍ଟ ଚାଲାଣ କଲା ପୋଲିସ

ସୁବର୍ଣ୍ଣପୁର : ୨୦ ହଜାର ଓ ବାଇକ ଲୁଟ୍‌ କରି ଏବେ ପୋଲିସ କବ୍‌ଜାରେ ୩ ଅଭିଯୁକ୍ତ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ଉଲୁଣ୍ଡା ବ୍ଲକ ମୃତ୍ତିକା ଜଳ ବିଭାଜିକାର ସମ୍ପ୍ରସାରଣ ଅଧିକାରୀ କୁବେର କର୍ମୀଙ୍କ ଠାରୁ ବାଇକ ଓ ୨୦ ହଜାର ଟଙ୍କା ଲୁଟ ଘଟଣାରେ ବୀରମହାରାଜପୁର ପୋଲିସ ତିନି
Read More...

ଆସନ୍ତା ୨୩ରୁ ୨୬ ପର୍ଯ୍ୟନ୍ତ ୨୪ କୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ

ରାଉରକେଲା, (ସସ୍ମିତା ପ୍ରଧାନ) : ନାରୀ ସଶକ୍ତିକରଣ ଏବଂ ରାଷ୍ଟ୍ର ଜାଗରଣ ଅଭିଯାନ ଉପଲକ୍ଷେ ୨୪ କୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ଆସନ୍ତା ୨୩ ତାରିଖରୁ ୨୬ ତାରିଖ ପର୍ୟ୍ୟନ୍ତ ସେକ୍ଟର -୨ ସ୍ଥିତ ଗାୟତ୍ରୀ ଶକ୍ତିପୀଠ ଠାରେ ଅନୁଷ୍ଠିତ ହେବ ବୋଲି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି
Read More...

ବଲାଙ୍ଗିର ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ଆରମ୍ଭ ହେବା ପୂର୍ବରୁ ହଟ୍ଟଗୋଳ ହୋଇଥିବା ଦେଖିବାକୁ ମିଳିଛି । ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ ଗତକାଲି ଠୁ ଆରମ୍ଭ ହୋଇଥିବା ଲୋକ ଉତ୍ସବରେ କାହିଁକି ମଞ୍ଚ
Read More...

ଆଦର୍ଶ ଡିଗ୍ରୀ କଲେଜର ବାର୍ଷିକ କ୍ରୀଡା ମହୋତ୍ସବ

ଖଡିଆଳ, (କେପିଏନ୍‌ଏସ୍‌) : ଖଡିଆଳଠାରେ ଅବସ୍ଥିତ ଆଦର୍ଶ ଡିଗ୍ରୀ କଲେଜର ବାର୍ଷିକ କ୍ରୀଡା ମହୋତ୍ସବ ପାଳିତ ହୋଇଯାଇଛି । ଏଥିରେ ପ୍ରଥମେ ମାଁ ସମଲେଶ୍ଵରୀ ମନ୍ଦିରରୁ ମଶାଲ ଜ୍ୟୋତି କ୍ରୀଡାବୀତମାନେ ଆଣିବା ପରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମେଜର ଡଃ. ରାମଚନ୍ଦ୍ର ମିଶ୍ର ଏହାକୁ ସ୍ଥାପନ ଓ
Read More...

ଆର୍ଦ୍ରଭୂମି ସମ୍ପର୍କିତ କ୍ଷେତ୍ର ପରିଦର୍ଶନ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ତରଫରୁ ଐତାହାହିକ ପୂଜାଦୁଙ୍ଗୁରି ପୀଠରେ ଆର୍ଦ୍ରଭୂମି ସମ୍ପର୍କିତ କ୍ଷେତ୍ରଭୂମି ପରିଦର୍ଶନ କାର୍ଯ୍ୟାକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର
Read More...

ପ୍ରଶାସନର ଉପସ୍ଥିତରେ ଉତ୍କଳ କମ୍ପାନୀ ସହ ତୁଣ୍ଡା ଗାଁବାସୀଙ୍କ ଆଲୋଚନା ଆସନ୍ତା ୨୮ରେ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ କୋଡିପାରି ପଞ୍ଚାୟତର ଯୋଗୀପାରିତୁଣ୍ଡା ଗ୍ରାମବାସୀ ଜିଲ୍ଲା ପ୍ରଶାସନ ଓ ଉତ୍କଳ କମ୍ପାନୀ ଦ୍ଵାରା ହେବାକୁ ଥିବା ଆଗାମୀ ଆଲୋଚନାର ପ୍ରସ୍ତାବ ସ୍ୱୀକାର କରି ଧାରଣାରୁ ଓହରିଥିବା ଦେଖିବାକୁ ମିଳିଛି ।
Read More...

ଧନୁଯାତ୍ରାରେ ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା : ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ ଡାକରା

ବରଗଡ଼ : ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣାର ମୁଖ୍ୟ ଅଭିଯୁକ୍ତ ଫେରାର ଥିବା ବେଳେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ ହେଲେ ବିଜେପୁର ବ୍ଲକ ପୁଟୁକାର ସର୍ଜନ ଡନସେନା (୩୬), ପ୍ରହଲ୍ଲାଦ ଦାଶ (୩୩) ଏବଂ ଜଗଦଲପୁର ଥାନା ଅନ୍ତର୍ଗତ
Read More...

ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ବାର୍ଷିକ ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅନ୍ତର୍ଗତ ତୁର୍ଲା ଗ୍ରାମରେ ଗୋଣ୍ଡ ସମାଜର ବାର୍ଷିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ତୁର୍ଲା ସର୍କଲ ସଭାପତି ମାୟାଧର ଜଗତଙ୍କ ସଭାପତିତ୍ୱରେ ଏକ ସଭା କରିଥିବା ବେଳେ ସମ୍ପାଦକ ଜୟ ସିଂ ଦାଉ ସଭାକୁ ପରିଚାଳନା କରିଥିଲେ ।
Read More...

ପ୍ରଥମ ଲଳିତ ନାୟକ ମେମୋରିଆଲ୍ ସର୍ବଭାରତୀୟ ଫ୍ଲଡ୍‌ଲାଇଟ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ଆରଏସ୍ ଫାଇଟରକୁ ହରାଇ ସାନଭି ସେନ ଏକାଦଶ ଚାମ୍ପିୟନ ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ପଡିଆରେ ଚାଲିଥିବା ପ୍ରଥମ ଲଳିତ ନାୟକ ମେମୋରିଆଲ୍ ସର୍ବଭାରତୀୟ ଫ୍ଲଡ୍ ଲାଇଟ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇ ସାନଭି ସେନ ଏକାଦଶ ବିଜୟର ମୁକୁଟ ପନ୍ଧିଛି
Read More...