Daily Archives

ବିଡ଼ିଓ-ସାମ୍ବାଦିକ ମୁହାଁମୁହିିଁ

ଗଞ୍ଜାମ, (କେପିଏନ୍‌ଏସ୍‌) : ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟରେ ସାମ୍ବାଦିକଙ୍କୁ ମନା ନେଇ ଏକ ପୋଷ୍ଟର ଗତକାଲି କାର୍ଯ୍ୟାଳୟର ବିଭିନ୍ନ ସ୍ଥାନରେ ଲଗାଯାଇଛି । ଯାହାକୁ ନେଇ ସାମ୍ବାଦିକ ମହଲରେ ଉଦ୍‌ବେଗ ପ୍ରକାଶ ପାଇଛି । ସାନଖେମୁଣ୍ଡି ବିଡ଼ିଓଙ୍କ ଏଭଳି କାର୍ଯ୍ୟକୁ ଦୃଢ଼
Read More...

ଚଳକୀ-ଗୁଡିଘାଟ ରାସ୍ତାରୁ ବେଆଇନ୍ ଚୋରାଚାଲାଣ ହେଉଥିବା ଖଇର କାଠ ବୋଝେଇ ମାକ୍ସ୍ ପିକଅପ୍ ଭ୍ୟାନ ଜବତ

ଡ୍ରାଇଭର ସମେତ ଦୁଇ ଚୋରାଚାଲାଣକାରୀ ଫେରାର ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜ ଚଳକୀ-ଗୁଡିଘାଟ ମୁଖ୍ୟରାସ୍ତାରେ ଚୋରାଚାଲାଣ ହେଉଥିବା ମୂଲ୍ୟବାନ ଖଇର କାଠ ବୋଝେଇ ଏକ ମାକ୍ସ ପିକ୍‌ଅପ୍‌ ଭ୍ୟାନକୁ ଜଙ୍ଗଲ ବିଭାଗ ପକ୍ଷରୁ ଜବତ କରାଯାଇଛି ।
Read More...

ମାଁ ସୁନାମୁଖୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ଅଲାତରା(କ) ଦଳ ସେମିଫାଇନାଲକୁ ପ୍ରବେଶ

ମ.ରାମପୁର, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅଲାତରା ପଞ୍ଚସଖା ଖେଳ ପଡ଼ିଆ ଠାରେ ଚାଲିଥିବା ମାଁ ସୁନାମୁଖୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ବୁଧବାର ଦ୍ୱିତୀୟ ଦିନରେ ୩ ଗୋଟି ମ୍ୟାଚ୍‌ ହୋଇଯାଇଛି । ପ୍ରଥମ ମ୍ୟାଚ୍‌ରେ ଅଲାତରା (କ) ପ୍ରଥମେ ବ୍ୟାଟିଙ୍ଗ କରି ନିର୍ଦ୍ଧାରିତ
Read More...

ଜାତୀୟ ଜନସଂଖ୍ୟା ଶିକ୍ଷା ପ୍ରକଳ୍ପ ତରଫରୁ ପ୍ରତିଯୋଗିତା ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଳକ ଅନ୍ତର୍ଗତ ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ଅଧିନସ୍ଥ ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଜାତୀୟ ଜନସଂଖ୍ୟା ଶିକ୍ଷା ପ୍ରକଳ୍ପ ତରଫରୁ କ୍ଳଷ୍ଟର ସ୍ତରରେ ସ୍ଥାନୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ
Read More...

ରୋତ କଲେଜରେ ସଡ଼କ ସୁରକ୍ଷା ସପ୍ତାହ ପାଳିତ

ଆଗଲପୁର, (କେପିଏନ୍‌ଏସ୍‌) : ଆଗଲପୁର ବ୍ଲକ ରୋତ୍ ମହାବିଦ୍ୟାଳୟ ଠାରେ ଏନ୍‌ଏସ୍‌ଏସ୍‌ କୋ - ୟୁନିଟ୍ ତରଫରୁ ସଡ଼କ ସୁରକ୍ଷା ସପ୍ତାହ - ୨୦୨୫ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କୁମାର ଷଡଙ୍ଗୀ କାର୍ଯ୍ୟକ୍ରମଟିକୁ ‘ସଡ଼କ ସୁରକ୍ଷା ଜୀବନ ରକ୍ଷା’ ନାରା ଦେଇ
Read More...

ଗୋପରାମ ହଂସ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟର ଚତୁର୍ଥ ଦିବସ : ବଡଗମଡା ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ସ୍ଥିତ ଖେଳପଡିଆ ଠାରେ ସ୍ୱାମୀ ବିବେକାନନ୍ଦ ପାଠାଗାର, ଏଥଲେଟିକ୍ସ ଏସୋସିଏସନ ବଙ୍ଗୋମୁଣ୍ଡା ପକ୍ଷରୁ ପ୍ରଥମ ବର୍ଷ ଗୋପରାମ ହଂସ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଚତୁର୍ଥ ଦିବସରେ ପହଞ୍ଚିଛି ।
Read More...

ତୃତୀୟ ଦିବସରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ

ଦର୍ଶକ ମାନଙ୍କୁ ହସାଇଲେ ଟିଙ୍କୁ ଟିଙ୍ଗାଲୁ ଓ ମିସ୍‌ ମିଲି ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦପୁର ଉପଖଣ୍ଡ ଟାଲ ଗ୍ରାମ ଠାରେ ତୃତୀୟ ଦିବସରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ପଣ୍ଡିତ ମାନଙ୍କ ପୂଜାପାଠରେ ସୂର୍ଯ୍ୟ ପୂଜା, ଚର୍ତୁଦ୍ଧା ମୂର୍ତ୍ତିଙ୍କ
Read More...

ବିଶ୍ଵ ଭାରତୀୟ କ୍ରିକେଟ କପ୍ ଟୁର୍ଣ୍ଣାମେଣ୍ଟ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଭୁବନେଶ୍ୱରପୁର ଗ୍ରାମରେ ଚାଲିଥିବା ୨୭ତମ ବିଶ୍ଵ ଭାରତୀୟ କ୍ରିକେଟ କପ୍‌ ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଛିନପାଣି ଓ ପଥରେଲ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା । ଏହି ମ୍ୟାଚ୍‌ରେ ଛିନପାଣି ଦଳ ବିଜୟୀ ହେଇଥିଲା ।
Read More...

ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ରାଉରକେଲା ପକ୍ଷରୁ ଦୁଇଦିନିଆ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦ୍‌ଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ପାନପୋଷଠାରେ ଥିବା ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ଏବଂ ସରକାରୀ ଯୁକ୍ତ ଦୁଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦୁଇଦିନିଆ ବାର୍ଷିକ କ୍ରୀଡ଼ା ଉତ୍ସବ ସମ୍ପନ୍ନ ହୋଇଛି । ମଙ୍ଗଳବାର ପୂର୍ବାହ୍ନରେ ମହାବିଦ୍ୟାଳୟ ପରିସରରେ ହୋଇଥିବା ଏହି
Read More...

ଶ୍ରୀରାମ ମନ୍ଦିର ନିର୍ମାଣର ଏକ ବର୍ଷ ପୂର୍ତ୍ତି : ଅମ୍ୱାଦଳାରେ ରାମଲାଲାଙ୍କ ପାଇଁ ଶୋଭାଯାତ୍ରା

ମୁନିଗୁଡ଼ା, (ରମାକାନ୍ତ ପଡ଼ାଲ) : ଅଯୋଧ୍ୟାର ଭଗବାନ ଶ୍ରୀରାମ ମନ୍ଦିରର ପବିତ୍ର ଶୁଭ ଲୋକାର୍ପଣର ସ୍ମୃତି ଅବସରରେ ଅମ୍ୱାଦଳା ଅଞ୍ଚଳରେ ଏକ ଭକ୍ତି ଭାବପୂର୍ଣ୍ଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାମ ମନ୍ଦିର ନିର୍ମାଣର ଏକ ବର୍ଷ ପୂର୍ତ୍ତି ଅବସରରେ ଅମ୍ୱାଦଳା ଅଞ୍ଚଳର ରାମ ଓ ଶ୍ୟାମ
Read More...