Daily Archives

ବିଷମକଟକ ରେଲୱେ ଷ୍ଟେସନର ଅବ୍ୟବସ୍ଥା

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ଅବ୍ୟବସ୍ଥା ଘେରରେ ରେଲୱେ ଷ୍ଟେସନ । ହନ୍ତସନ୍ତ ହେଉଛନ୍ତି ଯାତ୍ରୀ । ବିଷମ କଟକ ରେଲୱେ ଷ୍ଟେସନରେ ଏପରି ଏକ ଘଟଣା ଦେଖିବାକୁ ମିଳିଛି । ସୂଚନା ମୁତାବକ ଏହି ଷ୍ଟେସନରେ ଯାତ୍ରୀବାହୀ ଟ୍ରେନ୍ ୨ଟି ରହି ଥିବା ବେଳେ ବିଷମ କଟକ ବ୍ଲକର ଅଞ୍ଚଳବାସୀ ଏହି
Read More...

ଲଙ୍ଗଲକଟାରେ ଜାତୀୟ ମତଦାତା ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବେହେରାମାଲ ପଂଚାୟତ ଅନ୍ତର୍ଗତ ଲଙ୍ଗଲକଟା ୪୩ ନମ୍ବର ବୁଥ୍‌ରେ ଜାତୀୟ ମତାଦାତା ଦିବସ ପାଳିତ ହୋଇଯାଇଛି । ବୁଥସ୍ତରୀୟ ଅଧିକାରୀ ପୁଷ୍ପାଞ୍ଜଳି ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଚେତନତା ସଭାକୁ ବରିଷ୍ଠ
Read More...

ପୂର୍ବତନ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ବିଦାୟକାଳୀନ ସମ୍ଵର୍ଦ୍ଧନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟର ସଭାଗୃହଠାରେ ଜିଲ୍ଲାର ୧୪ଟି ବ୍ଲକ ଓ ପୌରାଞ୍ଚଳର ସମସ୍ତ ପ୍ରଧାନଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ଦ୍ୱାରା ପୂର୍ବତନ ଜିଲ୍ଲା ଶିକ୍ଷାଧିକାରୀ ଧୃବଚରଣ ବେହେରାଙ୍କୁ ବିଦାୟକାଳୀନ ସମ୍ଵର୍ଦ୍ଧନା ପ୍ରଦାନ କରାଯାଇଥିଲା ।
Read More...

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଫ୍ରେଜରପୁରର ବାର୍ଷିକୋତ୍ସବ ‘ଜମ୍ବୋରୀ-୨’ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଫ୍ରେଜରପୁର ଠାରେ ବାର୍ଷିକୋତ୍ସବ ଜମ୍ବୋରୀ-୨ ମହା ସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଜୟନ୍ତ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବରଗଡ଼
Read More...

ଓଡିଆ ସାହିତ୍ୟର ପ୍ରାଜ୍ଞ ଚେତନା ଓ ବଳିଷ୍ଠ ଭାବ ସଂପଦର ପ୍ରତୀକ “ସ୍ନିଗ୍ଧତାପ”

କବି ଜଗବନ୍ଧୁ ପଟେଲଙ୍କ କାଳ୍ପନିକ କାବ୍ୟଗ୍ରନ୍ଥର ଲୋକାର୍ପଣରେ ପଦ୍ମଶ୍ରୀ ହଳଧର ନାଗଙ୍କ ମତ ବଲାଙ୍ଗିର, (କେପିଏନ୍‌ଏସ୍‌) : ମଧ୍ୟଯୁଗୀୟ କାବ୍ୟଧାରାର ଆଧୁନିକ ଯୁଗର ପ୍ରକାଶନ ଭାବରେ ପାଠକୀୟତାର ଆଶ୍ଲେଷ ଆବଶ୍ୟକ କରୁଛି "ସ୍ନିଗ୍ଧତାପ" କାଳ୍ପନିକ କାବ୍ୟ । ଓଡିଶାର ବିଶେଷ କରି ପଶ୍ଚିମ
Read More...

ସୁରଜମଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସୁରଜମଲ ଉଚ୍ଚ ବିଦ୍ୟାଳୟ ସାଉନ୍ତପୁରଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିନୋଦ ସୁନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ପୁଇଁନ୍ତଲା ବ୍ଲକ ଅଧ୍ୟକ୍ଷ ସରୋଜ ପଧାନ ମୁଖ୍ୟ ଅତିଥି, ବ୍ଲକ ଗୋଷ୍ଠୀ ଶିକ୍ଷା
Read More...

୩୮ତମ ଜାତୀୟ କ୍ରୀଡ଼ା ପ୍ରତିଯୋଗିତାରେ ଫ୍ୟୁଚର ଷ୍ଟାର୍ ସ୍ପୋର୍ଟସ ଏକାଡେମୀରୁ ଭାଗନେବେ ୪ ଖେଳାଳୀ

ବାରିପଦା, (ଦେବସ୍ମିତ ଚୌଦୁରୀ) : ଉତ୍ତରାଖଣ୍ଡର ଡେରାଡୁନଠାରେ ଚଳିତ ମାସ ୨୮ରୁ ଫେବୃଆରୀ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ୩୮ତମ ଜାତୀୟ କ୍ରୀଡ଼ାର ରଗବୀ ଖେଳ ବିଭାଗରେ ଫ୍ୟୁଚର ଷ୍ଟାର୍ ସ୍ପୋର୍ଟସ ଏକାଡେମୀର ୩ ଜଣ ମହିଳା ଓ ଜଣେ ପୁରୁଷ ଓଡ଼ିଶା ରଗବୀ ଦଳରେ ସ୍ଥାନ ପାଇଛନ୍ତି
Read More...

ବଲାଙ୍ଗିର କୋଶଳ କଳା ମଣ୍ଡଳ ପଡ଼ିଆରେ ରାଜ୍ୟସ୍ତରୀୟ ପଲ୍ଲୀଶ୍ରୀ ମେଳା ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : କୋଶଳ କଳା ମଣ୍ଡଳ ପଡ଼ିଆରେ ଆୟୋଜିତ ହୋଇଛି ରାଜ୍ୟସ୍ତରୀୟ ପଲ୍ଲୀଶ୍ରୀ ମେଳା । ମହିଳାମାନଙ୍କୁ ରୋଜଗାରକ୍ଷମ କରିବାକୁ ଲକ୍ଷ୍ୟ ନେଇ ପ୍ରତିବର୍ଷ ପଲ୍ଲୀଶ୍ରୀ ମେଳା ଆୟୋଜିତ ହୋଇଥାଏ । ଜିଲ୍ଲା ରାଜ୍ୟ ତଥା ଦେଶର ବିଭିନ୍ନ ସ୍ଥାନରୁ ମହିଳାମାନେ ଏହି ପଲ୍ଲୀଶ୍ରୀ
Read More...

ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୭ ଦିନ ବ୍ୟାପି ଚାଲିଥିବା ଛାତ୍ରୀମାନଙ୍କ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଶନିବାର ଉଦ୍‌ଯାପନୀ ସମାରୋହରେ ଅଧ୍ୟକ୍ଷ ଶ୍ୟାମଲାଲ
Read More...

ବରକାନୀ ପ୍ରିମିୟର ଲିଗ୍‌ ଉଦ୍‌ଯାପିତ : ଗୋୟଲପିଟାକୁ ହରାଇ ବରକାନୀ ଦଳ ଚାମ୍ପିୟନ

ବଲାଙ୍ଗିର, (ରାଜେଶ ଦଣ୍ଡସେନା) : ଗତକାଲି ଠୁ ବରକାନୀ କିକ୍ରେଟ ପଡ଼ିଆରେ ବରକାନୀ ଯୁବ ପରିଷଦ ତରଫରୁ ଆରମ୍ଭ ହୋଇଥିବା ବରକାନୀ ପ୍ରିମିୟର ଲିଗ୍‌ ଆଜି ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ପଂଚାୟତ ସମିତିର ଉପାଧ୍ୟକ୍ଷ ଗୋଲାପ ବାଗ ଓ ସମ୍ମାନିତ
Read More...