Monthly Archives

January 2025

ଫେବୃଆରୀ ୧ରୁ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଓ ଖାଦ୍ୟମେଳା

ରାଉରକେଲା, (ସସ୍ମିତା ପ୍ରଧାନ) : ସହକାରୀ ନିର୍ଦ୍ଦେଶକ ହସ୍ତଶିଳ୍ପ, ଓରମାସ, ରାଉରକେଲା ମହାନଗର ନିଗମ ଏବଂ ଜିଲ୍ଲା ପ୍ରଶାସନ ସୁନ୍ଦରଗଡର ମିଳିତ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ, ପଲ୍ଲୀଶ୍ରୀ ଓ ଖାଦ୍ୟମେଳା ଆସନ୍ତା ୧ରୁ ୭ ଫେବୃଆରୀ ପର୍ଯ୍ୟନ୍ତ ଭଞ୍ଜଭବନ ନିକଟସ୍ଥ
Read More...

ସଡ଼କ ସୁରକ୍ଷା ସପ୍ତାହ ପ୍ରତିଯୋଗିତାରେ ଯେନିଥ ସ୍କୁଲ ଛାତ୍ରଙ୍କ କୃତିତ୍ୱ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ସଡ଼କ ପରିବହନ ଦ୍ୱାରା ଆୟୋଜିତ ସଡ଼କ ସୁରକ୍ଷା ସପ୍ତାହ ପାଳନ ବିଷୟରେ ଚିତ୍ରାଙ୍କନ ଓ ସ୍ଲୋଗାନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । ପଦ୍ମପୁର ଯେନିଥ ଦ ଲାୟନ୍ସ ଗୁରୁକୁଳର ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିଥିଲେ । ସେଥି ମଧ୍ୟରୁ
Read More...

ଡ଼ଃ.ସତ୍ୟବ୍ରତ ପାତ୍ରଙ୍କ ଅବସରକାଳୀନ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଶିଳ୍ପ ସମ୍ପର୍କ ଏବଂ କର୍ମଚାରୀ ପରିଚାଳନା ବିଭାଗ, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶ୍ୱ ବିଦ୍ୟାଳୟର IR & PM ବିଭାଗୀୟ ମୁଖ୍ୟ ଡ଼ଃ. ସତ୍ୟବ୍ରତ ପାତ୍ରଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି
Read More...

କଣ୍ଟାବାଞ୍ଜି ପୋଲିସ ଦ୍ୱାରା ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : ଦାୟିତ୍ୱପୂର୍ଣ୍ଣ ଡ୍ରାଇଭିଂ ଅଭ୍ୟାସ ତଥା ଟ୍ରାଫିକ ନିୟମକୁ ପାଳନ କରିବା ପାଇଁ ପୋଲିସ ଷ୍ଟେସନ କଣ୍ଟାବାଞ୍ଜି ଏବଂ ମହିଳା କଲେଜ କଣ୍ଟାବାଞ୍ଜି ମିଳିତ ଭାବେ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିଥିଲେ । ସଡକ ନିରାପତ୍ତାର ଗୁରୁତ୍ୱ ଉପରେ
Read More...

୨୦ତମ ଶ୍ରୀପାତାଳୀ ମହୋତ୍ସବ ଉଦ୍‌ଘାଟିତ

ଆଧ୍ୟାତ୍ମିକ-ସାଂସ୍କୃତିକ ମହାମିଳନର ମହୋତ୍ସବ ପାତଳୀ ମହୋତ୍ସବ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରସିଦ୍ଧ ପବିତ୍ର ପୀଠ ଶ୍ରୀପାତାଳୀ କ୍ଷେତ୍ର କୋଟସମଲାଇରେ ୨୦ତମ ପାତାଳୀ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ ଜିଲ୍ଲାପାଳ ଅନ୍ୟା ଦାଶ ଯୋଗଦେଇ
Read More...

ସକମା ତ୍ରିଦିବସିୟ କ୍ରୀକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟନ କଲେ ନରସିଂହ

ଖେଳୁଆଡ ମନୋଭାବ କ୍ରୀଡା ସହ ଅଂଚଳର ସାମଗ୍ରିକ ବିକାଶ କରେ - ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜାତୀୟ ସଂସ୍କୃତି ଜନମଙ୍ଗଳ କ୍ଲବ ସକମା ଆନୁକୁଲ୍ୟରେ ଏକ ତ୍ରିଦିବସିୟ କ୍ରୀକେଟ ପ୍ରତୋଯୋଗିତା ଉଦ୍‌ଘାଟନ ହୋଇଯାଇଛି । ପ୍ରତିଯୋଗିତାରେ ମୁଖ୍ୟ ଅତିଥିଭାବେ ପୂର୍ବତନ ମନ୍ତ୍ରୀ ନରସିଂହ
Read More...

ଢୁଲୁସର ବିନୋଦ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଷଷ୍ଠ ଦିବସ

ଫାଇନାଲରେ ସ୍ପୋର୍ଟ୍ସ ହଷ୍ଟେଲ ବଲାଙ୍ଗିର ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବ୍ଲକ ସ୍ଥିତ ଢୁଲୁସର ଖେଳପଡିଆରେ ଜବାହାରଲାଲ ଫୁଟବଲ ଏସୋସିଏସନ୍‌ ତରଫରୁ ଅନୁଷ୍ଠିତ ବିନୋଦ ସ୍ମାରକୀ ଫୁଟବଲ ଦ୍ୱିତୀୟ ସେମିଫାଇନାଲ ଖେଳ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ସ୍ପୋର୍ଟ୍ସ ହଷ୍ଟେଲ ୩ - ୨
Read More...

ଅନ୍ତର୍ଜାତୀୟ କରାଟେ ପାଇଁ ବଲାଙ୍ଗିର ଦଳର ମୁମ୍ବାଇ ଗସ୍ତ

ବଲାଙ୍ଗିର,(ଦେବାଶିଷ ମିଶ୍ର) : ଆସନ୍ତା ଫେବୃୟାରୀ ୨ ତାରିଖରେ ମୁମ୍ବାଇରେ ଆନ୍ତର୍ଜାତୀୟ କରାଟେ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି । ଏଥିରେ ଭାଗ ନେବା ପାଇଁ ବଲାଙ୍ଗିର ଅସୀମ କରାଟେ ଏକାଡେମୀର ୪ଜଣ ଛାତ୍ର ମନୋନିତ ହୋଇଛନ୍ତି । ଜୁନିୟର ବାଳକ ବିଭାଗରେ ସ୍ୱସ୍ତିକ ମହାରଣା, ମିଥିଲେସ
Read More...

ବିଶ୍ୱ ଏଡ୍‌ସ ଦିବସ ତଥା ଏଚ୍‌ଆଇଭି/ଏଡ୍‌ସ୍‌ ସଚେତନ କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଯୁଧିଷ୍ଠିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଛତାମଖନା ଠାରେ ଯୁବ ରେଡକ୍ରସ ତଥା ରେଡ ରିବନ କ୍ଲବ ପକ୍ଷରୁ ବିଶ୍ୱ ଏଡ୍‌ସ ଦିବସ ତଥା ଏଚ୍‌ଆଇଭି/ଏଡ୍‌ସ ସଚେତନ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଡ. ଧନଞ୍ଜୟ ସେଠଙ୍କ
Read More...

ଅତିରିକ୍ତ ଜିଲ୍ଲପାଳଙ୍କ ସହ ବିଜେପି ପ୍ରତିନିଧି ମଣ୍ଡଳୀଙ୍କ ଆଲୋଚନା ପରେ ଆହାର କେନ୍ଦ୍ର ପୁନଃ କାର୍ଯ୍ୟକ୍ଷମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସରକାରୀ ଡାକ୍ତରଖାନା ନିକଟରେ ଥିବା ଆହାର କେନ୍ଦ୍ରକୁ ଗତ କାଲି ବିଜେପିର ଏକ ପ୍ରତନିଧି ମଣ୍ଡଳୀ ଜିଲ୍ଲା ସଭାନେତ୍ରୀ ଲତିକା ପଟ୍ଟନାୟକଙ୍କ ନେତୃତ୍ୱରେ ଆହାର କେନ୍ଦ୍ରକୁ ପରିଦର୍ଶନ କରି କିଛିଦିନ ତଳେ ଆହାର କେନ୍ଦ୍ର କାହିଁକି ବନ୍ଦ ହୋଇଛି ସେ
Read More...