ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଜିଲ୍ଲାପାଳ ଆଦିତ୍ୟ ଗୋଏଲ୍ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ!-->…
Read More...
Read More...