Monthly Archives

January 2025

ଗୁରଣ୍ଡାରେ ମୁରିବାହାଲ ବ୍ଲକ ସ୍ତରୀୟ ତୈଳିକ ବୈଶ୍ୟ ସମାଜର ବନ୍ଧୁ ମିଳନ : ଯୋଗ ଦେଲେ କଣ୍ଟାବାଞ୍ଜି ବିଧାୟକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୋଇମୁଣ୍ଡ ପଞ୍ଚାୟତର ଗୁରୁଣ୍ଡା ଗ୍ରାମ ଠାରେ ତୈଳିକ ବୈଶ୍ୟ ସମାଜର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ତୈଳିକ ବୈଶ୍ୟ ସାହୁ ସମାଜର ଶତାଧିକ ପୁରୁଷ, ମହିଳା ସାମିଲ ହୋଇଥିଲେ । ସମାଜର
Read More...

ଭାଲୁମୁଣ୍ଡା ପ୍ରସନ୍ନ ପାଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଭାଲୁମୁଣ୍ଡା ସ୍ଥିତ ପ୍ରସନ୍ନ ପାଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାଲୁଥିବା ବାଳିକା ମାନଙ୍କ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଖେଳ ଶିକ୍ଷକ ବଳଦେବ ମେହେରଙ୍କ ତତ୍ୱାବଧାନରେ
Read More...

୭୬ତମ ସାଧାରନତନ୍ତ୍ର ଦିବସ ଅବସରରେ ରୋଗୀଙ୍କୁ ଫଳ ବଂଟନ

ରାଉରକେଲା, (କେପିଏନ୍‌ଏସ୍‌) : ୭୬ତମ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ସମାଜସେବୀ ପ୍ରସନ୍ନ କୁମାର ତ୍ରିପାଠୀ ଓ ବିପିନ ବିହାରୀ ପଟ୍ଟନାୟକଙ୍କ ତତ୍ୱବଧାନରେ ରାଉରକେଲା ସରକାରୀ ଡାକ୍ତରଖାନାରେ ରୋଗୀ ମାନଙ୍କୁ ଫଳ ବଂଟନ କରାଯାଇଛି । ବିଗତ ଦୁଇ ଦଶନ୍ଧି ଧରି ଏଭଳି ସେବା କାର୍ଯ୍ୟ
Read More...

ବଙ୍ଗୋମୁଣ୍ଡାରେ କ୍ରିଷ୍ଣା ଲର୍ନିଂ ସ୍କୁଲର ବାର୍ଷିକ ଉତ୍ସବ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଠାରେ ଥିବା କ୍ରିଷ୍ଣା ଲର୍ନିଂ ସ୍କୁଲର ବାର୍ଷିକ ଅନୁଷ୍ଠିତ ହୋଇଯାଇଛି । ଏହି ବାର୍ଷିକ ଉତ୍ସବରେ ସ୍କୁଲର ଅଧ୍ୟକ୍ଷ ରାଜେଶ ଜୈନଙ୍କ ସଭାପତିତ୍ୱରେ ମୁଖ୍ୟଅତିଥି ଭାବେ ଅବସର ପ୍ରାପ୍ତ ଇନ୍‌କମ୍‌ ଟ୍ୟାକ୍ସ
Read More...

ପାଟଣାଗଡ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ପାଟଣାଗଡ, (କେପିଏନ୍‌ଏସ୍‌) : ସାରା ଦେଶରେ ପବିତ୍ର ୭୬ତମ ସାଧାରଣତନ୍ତ୍ର ଦିବସ ପାଳିଥିବା ବେଳେ ଏହି ଅବସରରେ ପାଟଣାଗଡ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ କାର୍ୟ୍ୟାଳୟ ଠାରେ ମଧ୍ୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥିଭାବରେ ପାଟଣାଗଡ଼ର ଜନପ୍ରିୟ ନେତା ତଥା ପୂର୍ବତନ
Read More...

କାଠ ସଂଗ୍ରହ କରିବାକୁ ଯାଇ ନିଖୋଜ : ୫ ଦିନ ହେଲା ମିଳୁନାହିଁ ପତ୍ତା

ପୋଲିସ ତଦନ୍ତ ସଇଁତଲା, (ଲକ୍ଷ୍ମୀକାନ୍ତ ସାହୁ) : କାଠ ସଂଗ୍ରହ କରିବାକୁ ଯାଇ ନିଖୋଜ, ୫ ଦିନ ହେଲା ମିଳୁନାହିଁ ପତ୍ତା । ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇଥିଲେ । କିନ୍ତୁ ଗତ ୫ ଦିନ ହେଲା ନିଖୋଜ ଅଛନ୍ତି ବଲାଙ୍ଗିର ଜିଲ୍ଲା ସଇଁତଲା ଥାନା କୁମ୍ଭାରୀ ଗ୍ରାମର ବେଦବ୍ୟାସ ରଣା । ଗତ ୨୨
Read More...

ପିସ୍ତଲ ଧରି ଢାବାରେ ଦାଦାଗିରି କରିବା ପଡିଲା ମହଙ୍ଗା : ବାନ୍ଧିଲା ଖପ୍ରାଖୋଲ ପୋଲିସ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ପିସ୍ତଲ ଧରି ଢାବାରେ ଦାଦାଗିରି କରିବା ପଡିଲା ମହଙ୍ଗା । ବେଆଇନ ଭାବେ ଦେଶୀ ପିସ୍ତଲ ରଖି ଦାଦାଗିରି କରୁଥିବା ଜଣେ ଯୁବକଙ୍କୁ ଗିରଫ କରିଛି ଖପ୍ରାଖୋଲ ପୁଲିସ । ଯୁବକଙ୍କଠାରୁ ଗୋଟିଏ ଦେଶୀ ପିସ୍ତଲ ୨ ଗୋଟି ଜୀବନ୍ତ ଗୁଳି ଜବତ କରାଯାଇଛି । ଏହି ଘଟଣାରେ
Read More...

ତୁରେକେଲା କ୍ଳଷ୍ଟରରେ ସାଧାରଣତନ୍ତ୍ର ଦିବସ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଳକ ଅନ୍ତର୍ଗତ ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ରର ବିଭିନ୍ନ ବିଦ୍ୟାଳୟରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ କେନ୍ଦ୍ରର ୧୧ଟି
Read More...

ଝରନିପାଲି ଗ୍ରାମ ପଞ୍ଚାୟତ ସ୍ତରରେ ସ୍ଵତନ୍ତ୍ର ଗ୍ରାମ ସଭା ଅନୁଷ୍ଠତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗଲପୁର ବ୍ଲକ୍ ଅନ୍ତର୍ଗତ ଝରନିପାଲି ଗ୍ରାମ ପଞ୍ଚାୟତଠାରେ ସ୍ଵତନ୍ତ୍ର ଗ୍ରାମ ସଭା ସରପଞ୍ଚ ଶ୍ରୀମତୀ ସୁନୀତା ସାହୁଙ୍କ ଅଧ୍ୟକ୍ଷତାରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ଏହି ଗ୍ରାମ ପଞ୍ଚାୟତର ନିର୍ବାହୀ ଅଧିକାରୀ ରଶ୍ମି ରଞ୍ଜନ ପଧାନ ସମସ୍ତଙ୍କୁ ସ୍ୱାଗତ
Read More...

ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

'ନାରୀ ସୁରକ୍ଷା ପାଇଁ ସଚେତନ ହେବା ଜରୁରୀ' ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଳା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ରାଧାଶ୍ୟାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରାଣୀ ଲକ୍ଷ୍ମୀବାଈ ମହିଳା ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଅଧ୍ୟକ୍ଷ ପୁରୁଷୋତ୍ତମ ଭଞ୍ଜଙ୍କ
Read More...