Monthly Archives

January 2025

୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ମୁନିଗୁଡା, (ରମାକାନ୍ତ ପଡ଼ାଲ) : ରାୟଗଡ଼ା ଜିଲ୍ଲା ମୁନିଗୁଡା ବ୍ଲକ ଅଞ୍ଚଳରେ ବିଭିନ୍ନ ସରକାରୀ ବେସରକାରୀ ଅନୁଷ୍ଠାନ ମାନଙ୍କରେ ୭୬ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ଅମ୍ବାଦଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅମ୍ବାଦଳା ସାମନ୍ତ ମହାବିଦ୍ୟାଳୟ, ଅମ୍ବାଦଳା ସେବାଶ୍ରମ
Read More...

ଭାଲୁମୁଣ୍ଡା ଗଙ୍ଗାଧର ମେହେର ଧର୍ମଶାଳା ଠାରେ ସପ୍ତକାଣ୍ଡ ରାମାୟଣ ପ୍ରବଚନ ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭାଲୁମୁଣ୍ଡା ଗଙ୍ଗାଧର ମେହେର ଧର୍ମଶାଳାରେ ସପ୍ତକାଣ୍ଡ ରାମାୟଣ ପ୍ରବଚନ ଆରମ୍ଭ ହୋଇଯାଇଛି । ଏଥିରେ ପୂର୍ବତନ ଭାଲୁମୁଣ୍ଡା ସରପଞ୍ଚ ଉପେନ୍ଦ୍ର ମେହେରଙ୍କ ନେତୃତ୍ୱରେ ପ୍ରଭୁ ଦାସ ଅନନ୍ତ ଚରଣଙ୍କ ମୁଖାର ବିନ୍ଦରୁ
Read More...

ଷାଠିଏ ଘର ଡୁମାଲ ସମାଜର ବାର୍ଷିକୋତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ୭୬ତମ ସାଧାରଣତନ୍ତ୍ର ଦିବସ ଅବସରରେ ସଦର ବ୍ଲକ ଅନ୍ତର୍ଗତ ଶିବତଲା ଗ୍ରାମଠାରେ ମାଁ ମାହେଶ୍ୱରୀ ଆଞ୍ଚଳିକ କମିଟି ପକ୍ଷରୁ ଷାଠିଏ ଘର ଡୁମାଲ ସମାଜର ବାର୍ଷିକୋତ୍ସବ ପାଳିତ ହୋଇଯାଇଛି । କମିଟି ସଭାପତି ଗୁରୁଦେବ କର୍ମୀଙ୍କ ଅଧ୍ୟକ୍ଷ୍ୟତାରେ ଅନୁଷ୍ଠିତ ଏହି
Read More...

ଢୁଲୁସର ଦ୍ୱିତୀୟ ବିନୋଦ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ୍‌ ଉଦ୍‌ଘାଟିତ

ଏନ୍‌ଏସ୍‌ ସ୍ପୋର୍ଟିଂକୁ ହରାଇ ନକଟାସର ବିଜୟୀ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଢୁଲୁସର ଖେଳପଡିଆଠାରେ ଦ୍ୱିତୀୟ ବାର୍ଷିକ ବିନୋଦ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ୍‌ ଅନୁଷ୍ଠିତ ହୋଇଯାଇଛି । ଜିୱାଇଡିସି ନକଟାସର ୩ - ୦ ଗୋଲରେ ଏନ୍‌ଏସ୍‌ ସ୍ପୋର୍ଟିଂ
Read More...

ଜିଲ୍ଲା ସମୀକ୍ଷା ଅଧିକାରୀ, ସ୍ଥାନୀୟ ପାଣ୍ଠି ସମୀକ୍ଷା ବଲାଙ୍ଗିର କାର୍ଯ୍ୟାଳୟରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ସମୀକ୍ଷ ଅଧିକାରୀ, ସ୍ଥାନୀୟ ପାଣ୍ଠି ସମୀକ୍ଷା ବଲାଙ୍ଗିର କାର୍ଯ୍ୟାଳୟରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ସମୀକ୍ଷା ଅଧିକାରୀ କ୍ଷମାନିଧି ପ୍ରଧାନ ପତାକା ଉତ୍ତୋଳନ କରିଥିଲେ । ସମସ୍ତ ସମୀକ୍ଷା ଅଧିକ୍ଷକ, ସମୀକ୍ଷକ
Read More...

ନିର୍ଝରିଣୀ ଦ୍ୱାରା ପିଲାଙ୍କ ମୁହଁରେ ହସ କାର୍ଯ୍ୟକ୍ରମ ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ଅଗ୍ରଣୀ ଅନୁଷ୍ଠାନ ନିର୍ଝରିଣୀ ତରଫରୁ ୭୬ତମ ସାଧାରଣତନ୍ତ୍ର ଦିବସ ଅବସରରେ ଝାଙ୍କର ପଡାସ୍ଥିତ ଶିଶୁ ଉଦ୍ୟାନରେ ନିଆରା ସମ୍ପର୍କ ପିଲାଙ୍କ ମୁହଁରେ ହସ କାର୍ଯ୍ୟକ୍ରମ କରାଯାଇôତଲା । ଅନୁଷ୍ଠାନର ସଭାପତି ରାମଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି
Read More...

ବଲାଙ୍ଗିର ପବ୍ଲିକ୍ ସ୍କୁଲରେ ୭୬ତମ ଗଣତନ୍ତ୍ର ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ପରିସରରେ ୭୬ତମ ଗଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବିରେନ୍ଦ୍ର କୁମାର ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକାକୁ ଉତ୍ତୋଳନ କରିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ସତିଶ୍
Read More...

ଖପ୍ରାଖୋଲରେ ୟୁଥ୍ ବ୍ଲଡ ଡୋନର ଗୃପ ତରଫରୁ ରକ୍ତଦାନ ଶିବିର : ୨୦ ୟୁନିଟ ରକ୍ତ ସଂଗ୍ରହ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ପବିତ୍ର ଗଣତନ୍ତ୍ର ଦିବସର ଶୁଭ ଅବସରରେ ୟୁଥ ବ୍ଲଡ଼ ଡୋନର ଗ୍ରୁପ, ବଲାଙ୍ଗିର ତରଫରୁ ଖପ୍ରାଖୋଲ ବ୍ଲକ ସ୍ଥିତ ସମ୍ମିଳନୀ କକ୍ଷରେଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରକୁ ୟୁଥ ବ୍ଲଡ଼ ଡୋନର ଗ୍ରୁପ ବଲାଙ୍ଗିରର ପ୍ରତିଷ୍ଠାତା
Read More...

ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ରାଉରକେଲାରେ ବିଜେପି କର୍ମୀ ଓ ବିଭିନ୍ନ ସଂଗଠନ ଭେଟିଲେ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶା ସରକାରଙ୍କର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ରାଉରକେଲା ଏୟାରପୋର୍ଟରେ ପହଞ୍ଚିବା ମାତ୍ରେ ଜିଲ୍ଲା ସଭାନେତ୍ରୀ ଲତିକା ପଟ୍ଟନାୟକ, ରଘୁନାଥପଲ୍ଲୀ ବିଧାୟକ ଦୁର୍ଗାଚରଣ ତନ୍ତୀ, ରାଜ୍ୟ ମୁଖପାତ୍ର ଧିରେନ ସେନାପତି ତାଙ୍କୁ
Read More...

ଛତ୍ରପୁର ପ୍ରେସ କ୍ଲବ ତରଫରୁ ମାଗଣା ମେଗା ସ୍ୱାସ୍ଥ୍ୟସେବା ଶିବିର ଆୟୋଜିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ପ୍ରେସ୍ କ୍ଲବ୍ ଆନୁକୂଲ୍ୟରେ ଏବଂ ଆଇ.ଏମ୍‌.ଏସ୍‌. ସମ୍‌ ହସ୍ପିଟାଲ (ଶୀତଳପଲ୍ଲୀ), ବ୍ରହ୍ମପୁର ସୌଜନ୍ୟରେ ଏକ ମାଗଣା ମେଗା ସ୍ୱାସ୍ଥ୍ୟସେବା ଶିବିର ଜିଲ୍ଲା ସଦର ମହକୁମା ଛତ୍ରପୁରସ୍ଥ ଶିବକୁମାର ପଟ୍ଟନାୟକ ରିଡିଙ୍ଗ ରୁମ ପରିସରରେ
Read More...