ଭାରତୀୟ ଯୁବ ହଷ୍ଟେଲ ତରଫରୁ ସେଲ୍ ପ୍ରତିଷ୍ଠା ଦିବସ ପାଳିତ
ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ ଯୁବ ହଷ୍ଟେଲ ରାଉରକେଲା ଶାଖା ତରଫରୁ ସେଲ୍ ପ୍ରତିଷ୍ଠା ଦିବସ ହଷ୍ଟେଲ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ଯୁବ ହଷ୍ଟେଲର ଅଧ୍ୟକ୍ଷ ବୁଦ୍ଧଦେବ ବାସୁଙ୍କ ଅଧ୍ୟକ୍ଷତା, ସାଧାରଣ ସମ୍ପାଦକ ନିରଞ୍ଜନ ବେହେରାଙ୍କ ଆବାହକତ୍ଵ ଓ ଡ଼ା ଦେବସ୍ରିତା!-->…
Read More...
Read More...