Monthly Archives

January 2025

ମୁରିବାହାଲ ବ୍ଲକସ୍ତରୀୟ ପାଚିକା, ସହାୟିକାଙ୍କ ରନ୍ଧନ ପ୍ରତିଯୋଗିତା ଅନୁଷ୍ଠିତ

ପ୍ରଥମ, ଦ୍ଵିତୀୟ ଓ ତୃତୀୟ ପ୍ରତିଯୋଗୀ ପୁରସ୍କୃତ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତଥା ପିଏମ୍ ପୋଷଣ ଯୋଜନାରେ କାର୍ଯ୍ୟରତ ପାଚିକା ଓ ସହାୟିକାଙ୍କ ବ୍ଲକସ୍ତରୀୟ ରନ୍ଧନ ପ୍ରତିଯୋଗିତା ମଙ୍ଗଳବାର ମୁରିବାହାଲ ପ୍ରକଳ୍ପ ଉଚ୍ଚ
Read More...

ଯାତାୟାତ ସଂଯୋଗ ପାଇଁ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏକାଧିକ ରେଳ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ

ଭୁବନେଶ୍ୱର, (ପିଆଇବି) : ସଂଯୋଗୀକରଣ ବୃଦ୍ଧି ତଥା ସାମାଜିକ ଓ ଅର୍ଥନୈତିକ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକାଧିକ ପ୍ରମୁଖ ରେଳ ପ୍ରକଳ୍ପର ଶୁଭାରମ୍ଭ କରିଥିବା ବେଳେ
Read More...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା

ଗତ ଚାରି ବର୍ଷ ମଧ୍ୟରେ ଭାରତ-ଆମେରିକା ବ୍ୟାପକ ବିଶ୍ୱସ୍ତରୀୟ ରଣନୀତିକ ଭାଗିଦାରୀର ଅଗ୍ରଗତିକୁ ନେଇ କଲେ ଆଲୋଚନାରାଷ୍ଟ୍ରପତି ବାଇଡେନଙ୍କ ସହ ତାଙ୍କର ଏକାଧିକ ବୈଠକକୁ ପ୍ରଧାନମନ୍ତ୍ରୀ ସ୍ମରଣ କରିଥିଲେ ଏବଂ ଆପୋସ ସମ୍ପର୍କକୁ ସୁଦୃଢ଼ କରିବାରେ ତାଙ୍କର ଅବଦାନକୁ କଲେ ପ୍ରଶଂସାଏନଏସଏ
Read More...

ମାୟାବର୍ହା ହାଇସ୍କୁଲ ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତ ପାଇଲେ ଡକଟରେଟ ଡ଼ିଗ୍ରୀ : ସ୍କୁଲ ତରଫରୁ ସମ୍ବର୍ଦ୍ଧନା

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସ୍ଥାନୀୟ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାରେ ଅବସ୍ଥାପିତ ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତ ଡକଟରେଟ ଲାଭ କରିଥିବାରୁ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ବୃନ୍ଦ ସମ୍ବର୍ଦ୍ଧନା ଦେଇଛନ୍ତି । ଶ୍ରୀ ପଶାୟତ ମାୟାବର୍ହା ହାଇସ୍କୁଲର ପ୍ରଧାନଶିକ୍ଷକ
Read More...

ତୁରେକେଲା ବ୍ଳକସ୍ତରୀୟ ପ୍ରବାସୀ ଭାରତୀୟ ଦିବସ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଳକ ସ୍ତରୀୟ ୧୮ତମ ପ୍ରବାସୀ ଭାରତୀୟ ଦିବସ ସରକାରୀ ଉଚ୍ଚ ବିଦ୍ୟାଳୟ ତୁରେକେଲା ଠାରେ ପାଳିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତୁନୁ କୁମାର ପଢିହାରୀଙ୍କ ତତ୍ତ୍ୱାବଧାନରେ ଆୟୋଜିତ ସଭାରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଫକୀର
Read More...

ଆଗଲପୁର +୨ କଲେଜ ବାର୍ଷିକ କ୍ରୀଡା ଉଦ୍‌ଯାପିତ

ସାଲେଭଟା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର +୨ ବିଜ୍ଞାନ ମହାବିଦ୍ୟାଳୟ ଦୁଇ ଦିନିଆ ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ ହୋଇଯାଇଛି । ପ୍ରଥମେ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ମନ୍ଦିରରୁ କ୍ରିଡା ମସାଲ ବାହାର କରି ନଗର ଭ୍ରମଣ କରି ମିନିଷ୍ଟେଡିୟମରେ ସ୍ଥାପନ କରିଥିଲେ ।
Read More...

ଦିବ୍ୟାଙ୍ଗ ଶିଶୁଙ୍କ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଅବିଭାବକ ସଚେତନତା କାର୍ଯ୍ୟକ୍ରମ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଡୁଙ୍ଗୁରିପାଲି କ୍ଲଷ୍ଟର ସ୍ଥିତ ବ୍ଲକ ସମ୍ବଳ କେନ୍ଦ୍ର ଠାରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଶିକ୍ଷକ ଓ ଅବିଭାବକଙ୍କ ଏକଦିବସୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ଗୋଷ୍ଠୀ ସମ୍ବଳଶିକ୍ଷକ
Read More...

ଶୁଲିଆ ପୀଠରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ

ଆଶିଷ କାମନା ସହ ଲୋକଙ୍କ ମଙ୍ଗଳ କାମନା କଲେ : ନରସିଂହ ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଦିବାସୀଙ୍କ ଆସ୍ଥା ବିଶ୍ୱାସ ଓ ପରମ୍ପରାର ପ୍ରସିଦ୍ଧ ଯାତ୍ରା ଶୁଲିଆ ଯାତ୍ରା ହଜାର ହଜାର ଶ୍ରଦ୍ଧାଲୁଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି । ଏହି ଯାତ୍ରାରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ
Read More...

କୁଟାସିଂହା ପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ

ଆଗଲପୁର, (ସୁଶୀଳ କୁମାର ମିଶ୍ର) : ଆଗଲପୁର ବ୍ଲକର କୁଟାସିଂହା ପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଗ୍ରାମ ପଞ୍ଚାୟତର ସରପଞ୍ଚ ଡିଗ୍ରୀ ମେହେର ଓ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଶାନ୍ତ ଯୋଶୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆଜିର ଜନ ଶୁଣାଣି
Read More...

ମିର୍ଦ୍ଧାପାଲି ଖଲା ଥି ବି ବଡା ଜାକଜମକ୍ ଆର୍ ଧୁମଧାମରେ ଶୁଲିଆ ଯାତ୍ରା

ବଲାଙ୍ଗିର, (ରାଜେଶ ଦଣ୍ଡସେନା) : ବଲାଙ୍ଗିର ଜିଲ୍ଲାର୍ ପ୍ରସିଦ୍ଧ ଶୁଲିଆ ଯାତ୍ରା ବଲାଂଗିରର୍ ଭିନେ ଭିନେ ଠାନେ ଶୁଲିଆ ଯାତ୍ରାର୍ ଜମକ୍ ଦେଖବାକେ ମିଲସି। ଖଇରଗୁଡା ବଡଖଲା ନେ ଲାଖ୍ ଲାଖ୍ ଲୁକର୍ ଭିଡ୍ ଦେଖବାକେ ମିଲୁଥିବାର୍ ବେଲକେ ବାକି ଠାନେ ବି ଲୁକର୍ ଖଚାଖଚ୍ ଭିଡ୍ ଦେଖବାକେ ମିଲସି।
Read More...