Monthly Archives

January 2025

ସ୍କାଉଟ ଗାଇଡ଼ ପକ୍ଷରୁ ଅସହାୟଙ୍କୁ କମ୍ବଳ ବିତରଣ

ବଡ଼ଗାଁ, (ଅଶୋକ ଷଡ଼ଙ୍ଗୀ) : ସୁନ୍ଦରଗଡ ଜିଲ୍ଲା ବଡ଼ଗାଁ ବ୍ଲକ ସ୍କାଉଟ ଗାଇଡ଼ ରାଜ୍ୟ ତାଲିମ କେନ୍ଦ୍ରର ଛାତ୍ରଛାତ୍ରୀ ମାନଙ୍କ ପକ୍ଷରୁ ମଙ୍ଗଳବାର ଗରିବ ଅସହାୟ ମାନଙ୍କୁ କମ୍ବଳ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବଡ଼ଗାଁ ଥାନା ପରିସରରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ବଡ଼ଗାଁ
Read More...

ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ନବମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ପରିଷଦ ସଭାପତି ଦେବକୀ ସାହୁଙ୍କ ଅଧ୍ୟକ୍ଷତାରେ ନବମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂ ଦେଓ, ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂ
Read More...

ଗୁଡଭେଲା ବ୍ଲକ ସାହିତ୍ୟ ଘର ତରଫରୁ ନବାଗତ ବିଡିଓ ରାମଦତ୍ତ ଭୋଇଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ ସାହିତ୍ୟ ଘର ତରଫରୁ ନବାଗତ ବିଡିଓ ରାମଦତ୍ତ ଭୋଇଙ୍କୁ ସଂପାଦକ ଆଶୁକବି ଡ. ହେମନ୍ତ କୁମାର ଦାଶଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଉଚ୍ଛ୍ବସିତ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । ଏଥିରେ ସଂଯୋଜକ ସୁନୀଲ ଜୈନ, ଯୁଗ୍ମ ସଂପାଦକ ଦେବାଶିଷ
Read More...

ଜାରିଂ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସାଧାରଣ ସଭା ଅନୁଷ୍ଠିତ

ମେଧାବୀ ଛାତ୍ରୀଙ୍କ ପାଇଁ ଏକ ଲକ୍ଷ ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଜାରିଂ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍ଥାନୀୟ ସ୍କୁଲର ପ୍ରଧାନ ଶିକ୍ଷକ ଭାଦ୍ରବ ପାଣ୍ଡେ
Read More...

ମଲକେନ ଡ୍ୟାମର ନବକଳେବର ପାଇଁ ଅଣ୍ଟା ଭିଡ଼ିଲେ ବିଧାୟକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ହେଡକ୍ୱାଟର୍ସ ଠାରୁ ମାତ୍ର ୧୫ କି.ମି. ଦୂରରେ କଟାବାହାଲ ଠାରେ ରହିଛି ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ମଲକେନ ଡ୍ୟାମ । ଏହି ଡ୍ୟାମର ମନୋରମ ଦୃଶ୍ୟ ଦେଖିବାକୁ ଲାଗୁଛି ପର୍ଯ୍ୟଟକଙ୍କ ଭିଡ଼ ।
Read More...

ବାବା ବିଶ୍ୱନାଥ ମନ୍ଦିର ସର୍ଗୁଲରେ ସତସଙ୍ଗ କାର୍ଯ୍ୟକ୍ରମ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସର୍ଗୁଲ ଗ୍ରାମର କଙ୍କରାଜୁରୀ ସ୍ଥିତ ବାବା ବିଶ୍ୱନାଥ ମନ୍ଦିରରେ ମାସିକ ସତସଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉଦ୍ଧବ ମହାକୁରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବାବା କରୁଣାକର ଦାସ
Read More...

ଢୋଲବନ୍ଧରେ ବୈଦିକ ଯଜ୍ଞ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ବରିହାପାଲି ଗ୍ରାମ ପଞ୍ଚାୟତ ଢୋଲବନ୍ଧ ଗ୍ରାମରେ ଯଜମାନ ଆନନ୍ଦ ସାହୁଙ୍କ ଅଭିଷ୍ଟ ପୂରଣ ଉଦ୍ଦେଶ୍ୟରେ ନବ ପ୍ରଭାତ ଆଶ୍ରମର ପୂଜ୍ୟ ଆଚାର୍ଯ୍ୟ ବୃହସ୍ପତି ଜୀ ତଥା ବ୍ରହ୍ମଚାରୀ ମାନଙ୍କ ଦ୍ୱାରା ଯଜ୍ଞ ସମାହିତ ହେବା ପରେ ମହର୍ଷି ଦୟାନନ୍ଦ
Read More...

ଡେଲାଙ୍ଗରେ ବର୍ଦ୍ଧିତ ଭତ୍ତା ଟଙ୍କା ବାଣ୍ଟିଲେ ବିଧାୟକ ଓ ସାଂସଦ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ କାର୍ଯ୍ୟାଳୟ ସ୍ଥିତ ବିଜୁ ପଟ୍ଟନାୟକ ସମ୍ମିଳନୀ କକ୍ଷରେ ସୋମବାର ଦିନ ବର୍ଦ୍ଧିତ ଭତ୍ତା ୮୦ ବର୍ଷରୁ ଅଧିକ ବୟସ୍କ ଓ ୮୦ ପ୍ରତିଶତରୁ ଅଧିକ ଭିନ୍ନକ୍ଷମ ହିତାଧିକାରୀଙ୍କୁ ଭତ୍ତା ଟଙ୍କା ବାଣ୍ଟିଛନ୍ତି ପିପିଲି ବିଧାୟକ
Read More...

ଜାତୀୟ ବାଳିକା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିକଟସ୍ଥ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ସତୀଭଟା ପରିସର ମଧ୍ୟରେ ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ଭୋଇଙ୍କ ସଭାପତିତ୍ୱରେ ଜିଲ୍ଲା ସ୍ତରୀୟ ଜାତୀୟ ବାଳିକା ଦିବସ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ
Read More...

ମହୁଲପଡା ସେବାଶ୍ରମ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦ୍‌ଘାଟିତ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ବୋଡେନ ବ୍ଲକ ଅନ୍ତର୍ଗତ ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ଚଳିତ ବର୍ଷ ପାଇଁ ବାର୍ଷିକ କ୍ରୀଡା ଉଦ୍‌ଘାଟିତ ହୋଇଯାଇଛି । ପ୍ରଧାନ ଶିକ୍ଷକ କମଳ ସିଂ ମାଝୀଙ୍କ ନେତୃତ୍ୟରେ ପରିଚାଳିତ
Read More...