Monthly Archives

January 2025

ସିଙ୍ଗାପୁରର ରାଷ୍ଟ୍ରପତିଙ୍କ ସହ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା

• ଓଡ଼ିଶା ଏବଂ ସିଙ୍ଗାପୁର ମଧ୍ୟରେ ଅନ୍ତର୍ଜାତୀୟ ସହଭାଗିତାର ନୂଆ ଅଧ୍ୟାୟ ଆରମ୍ଭ - ଧର୍ମେନ୍ଦ୍ର ପ୍ରଧାନ• ସିଙ୍ଗାପୁର ରାଷ୍ଟ୍ରପତିଙ୍କୁ ଭୁବନେଶ୍ୱର ବିମାନବନ୍ଦରରେ ସ୍ୱାଗତ ଜଣାଇଲେ• ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଓ ସିଙ୍ଗାପୁର ରାଷ୍ଟ୍ରପତିଙ୍କ ଉପସ୍ଥିତିରେ ଅନେକ ଏମ୍‌ଓୟୁ
Read More...

ରାମଚଣ୍ଡି କ୍ରସର୍‌ରେ ଆୟକର ବିଭାଗର ଚଢାଉ

ବୌଦ୍ଧ, (କେପିଏନ୍‌ଏସ୍‌) : ରାମଚଣ୍ଡୀ କ୍ରସର୍ ଉପରେ ଆୟକର ବିଭାଗର ଚଢାଉ । ବାଉଁଶୁଣି ଥାନା ଗୋଛାପଡ଼ା ପଞ୍ଚାୟତ ବିଜାପଦର୍ ସ୍ଥିତ କ୍ରସରରେ ଚଢାଉ । ଆୟକର ବିଭାଗ ୫ ଜଣିଆ ଟିମ୍‌ ଚଢ଼ାଉ କରିବା ସହ କାଗଜପତ୍ର ଯାଞ୍ଚ କରିଥିଲେ । ସୂଚନା ଅନୁଯାୟୀ ରାମଚଣ୍ଡି ଫାର୍ମର ବିଭିନ୍ନ କ୍ରସର୍ ଏବଂ
Read More...

ହୁ ହୁ ହୋଇ ଜଳିଗଲା ଚଳନ୍ତା କାର : ଅଳ୍ପକେ ବର୍ତ୍ତିଲେ ଦୁଇ ମହିଳା, ଶିଶୁ ସମେତ ୬ ଜଣ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଚଳନ୍ତା ଆର୍ଟିକା କାର୍‌ । କାର୍‌ରେ ବସିଥିଲେ ଦୁଇ ମହିଳା ଓ ଜଣେ ଶିଶୁଙ୍କ ସମେତ ୬ ଜଣ । ହେଲେ ହଠାତ କାରରେ ନିଆଁ ଲାଗି ହୁ ହୁ ହୋଇ ଜଳିଗଲା । କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ସାକୁଶବାଲି ନିକଟ ୫୯ ନଂ. ଜାତୀୟ ରାଜପଥ ଉପରେ
Read More...

ବାର୍ଷିକ କ୍ରୀଡା ଉତ୍ସବରେ ଯୋଗଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଆଦିବାସୀ ମହାବିଦ୍ୟାଳୟର ୩୭ତମ ବାର୍ଷିକ କ୍ରୀଡା ଉତ୍ସବ ଚାଲିଥିଲା । ହଠାତ୍‌ ପହଂଚିଗଲେ କ୍ରୀଡା ତଥା ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ଆଉ ଏହା ଦେଖି ଛାତ୍ରଛାତ୍ରୀ ମାନେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ଭବ୍ୟ ସ୍ୱାଗତ
Read More...

୧୫୦୦ କୁଇଣ୍ଟାଲ ଧାନ ପୋଡି ପାଉଁଶ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) :୧୫୦୦ କୁଇଣ୍ଟାଲ ଧାନ ପୋଡି ପାଉଁଶ ହୋଇଗଲା । ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତର ପାଟବନ୍ଧ ଗ୍ରାମରେ ଅଚାନକ ଧାନ ଗଦାରେ ନିଆଁ ଲାଗିବା ଯୋଗୁଁ ଧାନଗଦା ସମ୍ପୂର୍ଣ୍ଣ ଜଳିପୋଡ଼ି ପାଇଁଶ ହୋଇଯାଇଥିବା ଖବର ମିଳିଛି । ଅପରାହ୍ନ ସମୟରେ
Read More...

ରାଷ୍ଟ୍ରୀୟ ଇସ୍ପାତ ନିଗମ ଲିମିଟେଡ (ଆର୍‌ଆଇଏନ୍‌ଏଲ୍‌) ପାଇଁ ମୋଟ ୧୧,୪୪୦ କୋଟି ଟଙ୍କାର ପୁନରୁଦ୍ଧାର ଯୋଜନାକୁ…

● ଆର୍‌ଆଇଏନ୍‌ଏଲ୍ ପାଇଁ ଏତେ ବଡ଼ ପୁନରୁଦ୍ଧାର ଏବଂ ପୁନର୍ଗଠନ ଯୋଜନାକୁ ଅନୁମୋଦନ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କୁ ଧନ୍ୟବାଦ ଜଣାଇଲେ ରେଳ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ● ସମଗ୍ର ଇସ୍ପାତ ଉଦ୍ୟୋଗରେ
Read More...

ଭାରତ ମୋବିଲିଟି ଗ୍ଲୋବାଲ ଏକ୍ସପୋ ୨୦୨୫କୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ବିକଶିତ ଭାରତର ଯାତ୍ରା ଯାତାୟାତ କ୍ଷେତ୍ରରେ ଏକ ଅଭୂତପୂର୍ବ ପରିବର୍ତ୍ତନ ଏବଂ ଦ୍ରୁତ ଅଭିବୃଦ୍ଧିର ସାକ୍ଷୀ ହେବ : ପ୍ରଧାନମନ୍ତ୍ରୀସହଜ ଗମନାଗମନ ଆଜି ଭାରତ ପାଇଁ ସର୍ବୋଚ୍ଚ ପ୍ରାଥମିକତା : ପ୍ରଧାନମନ୍ତ୍ରୀମେକ୍ ଇନ୍ ଇଣ୍ଡିଆ ଅଭିଯାନର ଶକ୍ତି ଦେଶର ଅଟୋମୋବାଇଲ ଶିଳ୍ପର ଅଭିବୃଦ୍ଧି
Read More...

ବୈଦିକ ବିଶ୍ଵଶାନ୍ତି ସମିତି ଓ ମା’ ରାମଚଣ୍ଡୀ ପୂଜା କମିଟି ଦ୍ୱାରା ଭଜନ ସମ୍ରାଟ ପଦ୍ମଶ୍ରୀ ଅନୁପ ଜଲୋଟାଙ୍କୁ…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ସ୍ଥିତ ବିବେକ ବିହାର ପଡିଆରେ ବୈଦିକ ବିଶ୍ଵଶାନ୍ତି ସମିତି ଦ୍ୱାରା ଆୟୋଜିତ ପବିତ୍ର ମକର ସଂକ୍ରାନ୍ତି ପର୍ବରେ ନବକୁଣ୍ଡିୟ ବିଶ୍ଵଶାନ୍ତି ମହାଯଜ୍ଞ ବର୍ଣ୍ଣାଢ଼୍ୟ ସମ୍ଭାରରେ ସମାହିତ ହୋଇଯାଇଛି । ଏହି ବିଶ୍ଵଶାନ୍ତି ମହାଯଜ୍ଞର ମୁଖ୍ୟ
Read More...

ପଲସଦା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ପଲସଦା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଯତୀନ୍ଦ୍ର ଦୀପଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଶିକ୍ଷାବିତ୍ ମହେନ୍ଦ୍ର କୁମାର ସାହୁ ଏବଂ ପୀତାମ୍ବର ସାହୁ ମୁଖ୍ୟ ଅତିଥି ଓ
Read More...

କେବଲ ଟେଲିଭିଜନ ନେଟୱର୍କ ନିୟମ ୧୯୯୪ରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କଲା ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ

● ବ୍ୟବସାୟିକ ସୁଗମତା : ସଂଶୋଧିତ ନିୟମ ଅଧୀନରେ, ପ୍ରସାରଣ ସେବା ପୋର୍ଟାଲରେ ସ୍ଥାନୀୟ କେବୁଲ୍ ଅପରେଟରଙ୍କ ପଞ୍ଜିକରଣ ସମ୍ପୂର୍ଣ୍ଣ ଭାବେ ଅନଲାଇନ୍ ହେଲା● ଏମ୍‌ଆଇବି ହେବ ଏଲ୍‌ସିଓ ପାଇଁ ପଞ୍ଜିକରଣ ପ୍ରାଧିକରଣ; ସାରା ଭାରତରେ ଏଲ୍‌ସିଓ ପଞ୍ଜୀକରଣର ବୈଧତା ଅବଧି ୫ ବର୍ଷ ହେଲା
Read More...