Monthly Archives

January 2025

ଯୁବ ବ୍ୟବସାୟୀଙ୍କ ପରଲୋକ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା କିଶୋରପଡା ନିବାସୀ ରବୀନ୍ଦ୍ରନାଥ ବେହେରା (ଟୁକୁ)ଙ୍କ ବିୟୋଗରେ ଅଂଚଳରେ ଶୋକର ଛାୟା ଖେଳିଯାଇଛି । ରବୀନ୍ଦ୍ର ବେହେରା ଜଣେ ଉତ୍ତମ ବ୍ୟବସାୟୀ ଥିବା ବେଳେ ସମସ୍ତଙ୍କ ସହ ଶାନ୍ତ, ଅମାୟିକ, ମିଷ୍ଟଭାସି, ଏବଂ ଧର୍ମ ପରାୟଣ ବ୍ୟକ୍ତିଥିଲେ । ଗତ ରାତିରେ
Read More...

ଲାଠୋରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ଲାଠୋର ଠାରେ ଗୁରୁବାର ଏକ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ ହୋଇଯାଇଛି । ରାଇଟ ଟୁ ଫାଇଟ କ୍ଲବର ମିଳିତ ଉଦ୍ୟମ ଏବଂ ଟିଟିଲାଗଡ଼ ସ୍ଥିତ ଏସ୍‌ସିଡି ଆଖି ଡାକ୍ତରଖାନାର ସହଯୋଗିତାରେ ଶିବିର କାର୍ଯ୍ୟକ୍ଷମ
Read More...

ଶଶୁର ଘରେ ଜ୍ୱାଇଁଙ୍କୁ ହତ୍ୟା ଅଭିଯୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ନରସିଂହପଡାରେ ବୁଧବାର ରାତିରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ଗୁରୁବାର ପାଇକମାଲ ଥାନାରେ ଅଭିଯୋଗ ହୋଇଛି । ମୃତକ ଯୁବକ ଜଣକ ହେଲେ ସୋହେଲା ଥାନା ବୁଡାମାଲ ଗ୍ରାମର ଗୋବିନ୍ଦ ପ୍ରଧାନ (୩୭) ।
Read More...

ସ୍କାଉଟ, ଗାଇଡ୍, କବ୍‌ ଓ ବୁଲବୁଲର ରାଜ୍ୟ ପୁରସ୍କାର ପରୀକ୍ଷା ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍କାଉଟ, ଗାଇଡ୍, କବ୍ ଓ ବୁଲବୁଲର ରାଜ୍ୟ ପୁରସ୍କାର ପରୀକ୍ଷା ଶିବିର ସେକ୍ଟର ୧ ସ୍ଥିତ ସ୍କାଉଟ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ସ୍କାଉଟ, ଗାଇଡ୍‌ର ଜିଲ୍ଲା କମିଶନର ବ୍ରଜେନ୍ଦ୍ର ଦାଶଙ୍କ ସଭାପତିତ୍ୱ ଓ ଜିଲ୍ଲା ସମ୍ପାଦକ ସନ୍ତୋଷ କୁମାର ନାୟକଙ୍କ
Read More...

ଫୁଲକିମୁଣ୍ଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସମୂହର ୨୮ତମ ବାର୍ଷିକ କ୍ରୀଡା ଉତ୍ସବ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ଫୁଲକିମୁଣ୍ଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସମୂହର ୨୮ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଗୋପାଳ ଚନ୍ଦ୍ର ବେହେରା ସଭାପତିତ୍ୱ
Read More...

କେନ୍ଦୁଭଟା ଠାରେ ମାଣ୍ଡିଆ ମଣ୍ଡିର ଶୁଭ ଉଦ୍‌ଘାଟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ଅନ୍ତର୍ଗତ ଜାମୁଟପାଲି ଗ୍ରାମପଞ୍ଚାୟତର କେନ୍ଦୁଭଟା ଠାରେ ମାଣ୍ଡିଆ ମଣ୍ଡିର ଶୁଭ ଉଦ୍‌ଘାଟନ ହୋଇଯାଇଛି । କୃଷି ବିଭାଗ ଓ ଦେବଦତ୍ତ କ୍ଲବର ମିଳିତ ସହଯୋଗରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଜେପୁର ବିଧାୟକ ସନତ କୁମାର ଗଡତିଆ
Read More...

ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ଫିଷ୍ଟ ଅଫ୍‌ ଫ୍ଲେବର୍ସ ଡିଲାଇଟ କାର୍ଯ୍ୟକ୍ରମ ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ଲାୟନ୍ସ କ୍ଲବ ସବୁବେଳେ କିଛି ନା କିଛି ନୂଆ କରିବାର ଚେଷ୍ଟା ଚଳାଇଥାଏ । ଚଳିତ ବର୍ଷ ପ୍ରଥମ ଥର ପାଇଁ କ୍ଲବ ସଦସ୍ୟ ତଥା କ୍ଲବ ସଦସ୍ୟଙ୍କ ଗୃହିଣୀ ମାନଙ୍କୁ ନେଇ କ୍ଲବର ସଭାପତି ଗଙ୍ଗାଧର ଶର୍ମାଙ୍କ ସଭାପତିତ୍ୱରେ ବରିଷ୍ଠ ସଦସ୍ୟ ତଥା ଏହି
Read More...

ସଡକ ସୁରକ୍ଷା ସପ୍ତାହ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ମହାମାୟା ପବ୍ଲିକ ସ୍କୁଲ ପାଇକମାଲ ତରଫରୁ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସଡ଼କ ସୁରକ୍ଷା ସପ୍ତାହ ପାଳନ ଅବସରରେ ସଡ଼କ ସୁରକ୍ଷା ଜୀବନ ରକ୍ଷା ପ୍ରସଙ୍ଗକୁ ନେଇ ଏକ ସଚେତନତା ଶୋଭାଯାତ୍ରାର ଆୟୋଜନ ହୋଇଥିଲା । ଏଥିରେ ଛାତ୍ରଛାତ୍ରୀ ଗଣ ପାଇକମାଲ ସହର
Read More...

ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରାଉରକେଲାର ଆତ୍ମ ସୁରକ୍ଷା କୌଶଳ କାର୍ଯ୍ୟକ୍ରମର ସମାପନ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରାଉରକେଲାର ଆତ୍ମ ସୁରକ୍ଷା କୌଶଳ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ରାଉରକେଲା କଲେଜର ଅଧ୍ୟକ୍ଷ ଡ଼ଃ ରବିନ୍ଦ୍ର କୁମାର ଜେନାଙ୍କ ଅଧ୍ୟକ୍ଷତା ଓ ଅଧ୍ୟାପିକା ବୈଜୟନ୍ତୀ ବାରିକଙ୍କ ସଂଯୋଜନାରେ
Read More...

ୟୁଜିଏମ୍‌ରେ ଆତ୍ମ ସୁରକ୍ଷା କୌଶଳ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ସ୍ଥିତ ଉତ୍କଳ ଗୌରବ ମଧୁସୂଦନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଯୁକ୍ତ ୨ ଛାତ୍ରୀ ମାନଙ୍କୁ ନେଇ ୮ ଦିନିଆ ଆତ୍ମ ସୁରକ୍ଷା କୌଶଳ ୨୦୨୪-୨୫ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ବିଦ୍ୟାଳୟର ଅଧ୍ୟକ୍ଷା ମଞ୍ଜୁଲତା ଦେହୁରୀଙ୍କ ସଭାପତିତ୍ୱ ଓ ଅଧ୍ୟାପକ
Read More...