Monthly Archives

January 2025

ନବମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ଶବ ଉଦ୍ଧାର

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ନବମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ଶବ ଉଦ୍ଧାର । ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ କରପା ପଞ୍ଚାୟତର ଡୁମୁରିପଦର ଗ୍ରାମରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ଶବ ଉଦ୍ଧାର ହୋଇଛି । ମୃତ ଛାତ୍ରୀ ଜଣକ ହେଲେ ଡୁମୁରିପଦର ଗ୍ରାମର ଲାଚିଆ
Read More...

ପ୍ରଥମ ବଡଟିକା କପ ଫୁଟବଲ ଟୁର୍ଣ୍ଣାମେଣ୍ଟର ୫ମ ଦିବସରେ ସମ୍ବଲପୁର ଏଫସି ସେମିଫାଇନାଲକୁ ପ୍ରବେଶ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ବ୍ଲକ ଅନ୍ତର୍ଗତ ବଡଟିକା କ୍ରୀଡା ସଂଘ ଆନୁକୁଲ୍ୟରେ ଅନୁଷ୍ଠିତ ପ୍ରଥମ ରାଜ୍ୟସ୍ତରୀୟ ବଡଟିକା କପ ଫୁଟବଲ ଟୁର୍ଣ୍ଣାମେଣ୍ଟର ପଂଚମ ଦିବସ ଖେଳ ସମ୍ବଲପୁର ଏଫସି ଦଳ ଦୋସ୍ତି ବ୍ରଦର୍ସ ସୁନ୍ଦରଗଡକୁ ୨ - ୦ଗୋଲରେ ବିଜୟୀ ହୋଇ ସେମିଫାଇନାଲକୁ ପ୍ରବେଶ
Read More...

ଭାବବିହ୍ଵଳ ପରିବେଶରେ ଲରିଆବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ବସନ୍ତକୁମାର ବିଶିଙ୍କ ଅବସରକାଳୀନ…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଲରିଆବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ବସନ୍ତ କୁମାର ବିଶିଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ପ୍ରଧାନଶିକ୍ଷକ ଜୀବର୍ଧନ ପଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅନୁଷ୍ଠିତ
Read More...

ପ୍ରବାସୀ ଓଡ଼ିଆଙ୍କ ସହ କେନ୍ଦ୍ରମନ୍ତ୍ରୀଙ୍କ ମତ ବିନିମୟ

• ପ୍ରବାସୀ ଓଡ଼ିଆଙ୍କ ଉଦ୍ୟମରେ ୨୦୩୬ରେ ବିଶ୍ୱର ‘ହାପେନିଂ ପଏଣ୍ଟ୍’ ହେବ ଓଡ଼ିଶା - ଧର୍ମେନ୍ଦ୍ର ପ୍ରଧାନ• ପ୍ରବାସୀ ଓଡ଼ିଆମାନେ ଓଡ଼ିଆ ଜାତି, ସଭ୍ୟତା, ସଂସ୍କୃତି, ସଂଭ୍ରମତାର ଜୀବନ୍ତ ପ୍ରତୀକ• ଓଡ଼ିଶାକୁ ବୈଶ୍ୱିକ ସ୍ତରକୁ ନେବା ପାଇଁ ସ୍ୱାଭିମାନୀ, ସ୍ୱାବଲମ୍ବୀ ଓ ଆତ୍ମବିଶ୍ୱାସୀ
Read More...

ନିଜର ପ୍ରଥମ ପଡକାଷ୍ଟରେ ଉଦ୍ୟୋଗୀ ନିଖିଲ କାମାଥଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ପ୍ରଥମ ପଡକାଷ୍ଟରେ ଉଦ୍ୟୋଗୀ ତଥା ନିବେଶକ ନିଖିଲ କାମାଥଙ୍କ ସହ ବିଭିନ୍ନ ବିଷୟ ଉପରେ ମତ ବିନିମୟ କରିଛନ୍ତି । ଏହି ସ୍ପଷ୍ଟ ବାର୍ତ୍ତାଳାପରେ ତାଙ୍କ ପିଲାଦିନ ବିଷୟରେ ପଚରାଯିବାରୁ ପ୍ରଧାନମନ୍ତ୍ରୀ ଉତ୍ତର ଗୁଜରାଟ
Read More...

ପ୍ରବାସୀ ଭାରତୀୟ ସମ୍ମେଳନର ଉଦ୍‌ଯାପନୀ ସମାରୋହରେ କେନ୍ଦ୍ରମନ୍ତ୍ରୀଙ୍କ ଉଦ୍‌ବୋଧନ

• ପ୍ରାଚୀନ କାଳରୁ ଓଡ଼ିଶା ଜଗତୀକରଣର କେନ୍ଦ୍ରବିନ୍ଦୁ ପାଲଟିଛି - ଧର୍ମେନ୍ଦ୍ର ପ୍ରଧାନ• ପ୍ରବାସୀ ଭାରତୀୟ ସମାରୋହରେ ମାର୍ଗଦର୍ଶନ ପାଇଁ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଓ କାର୍ଯ୍ୟକ୍ରମକୁ ସଫଳତାର ସହ ଆୟୋଜନ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ
Read More...

ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ଉଦ୍‌ଯାପନୀ ଅଧିବେଶନରେ ଯୋଗ ଦେବା ସହ ପ୍ରବାସୀ ଭାରତୀୟ ସମ୍ମାନ ପ୍ରଦାନ…

● ପ୍ରବାସୀ ଭାରତୀୟମାନେ ବିକଶିତ ଭାରତ ସଂକଳ୍ପର ଅବିଚ୍ଛେଦ୍ୟ ଅଙ୍ଗ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଜାନୁଆରୀ ୧୦, ୨୦୨୫ ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ଉଦ୍‌ଯାପନୀ ଅଧିବେଶନରେ
Read More...

ବଲାଙ୍ଗିର ଠାରେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ତୁଶ୍ରୀତା ସିଂ ମାଝୀ ପ୍ରଥମ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ଓଡ଼ିଶାରେ ୧୮ ତମ ପ୍ରବାସୀ ଭାରତୀୟ ଦିବସ ପାଳନ ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ତୁରେକେଲା ବ୍ଳକ ସ୍ତରୀୟ ପ୍ରତିଯୋଗିତାରେ ଜେଏମ୍‌ଜେ ଇଂରାଜୀ ମାଧ୍ୟମ ବିଦ୍ୟାଳୟ କଣ୍ଟାବାଞ୍ଜିର ଅଷ୍ଟମ ଶ୍ରେଣୀର
Read More...

ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିରର ବାର୍ଷିକ କ୍ରୀଡ଼ା ଆୟୋଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିରର ବାର୍ଷିକ କ୍ରୀଡ଼ା ଆୟୋଜନ ହୋଇଯାଇଛି, ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର୍ ଘନଶ୍ୟାମ ବେହେରା ଏହି ଉତ୍ସବକୁ ଉଦ୍‌ଘାଟନ କରି କ୍ରୀଡ଼ା ଦ୍ଵାରା ଛାତ୍ରଛାତ୍ରୀମାନଙ୍କ ଶାରୀରିକ ଓ ମାନସିକ ଅଭିବୃଦ୍ଧି ଘଟିବା ସହ
Read More...

ବଲାଙ୍ଗିର ଜିଲ୍ଲାସ୍ତରୀୟ ଧରତୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନର ମନ୍ଥନ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଏବଂ ମିଳିତ ଜାତିସଂଘ ବିକାଶ କାର୍ଯ୍ୟକ୍ରମ ପକ୍ଷରୁ ଶୁକ୍ରବାର ଦିନ ଅତିରିକ୍ତ ଜିଲ୍ଲାପାଳ, ବଲାଙ୍ଗିର ଡାଃ. ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ଉନ୍ନୟନ, ସଂଖ୍ୟାଲଘୁ
Read More...