ବିନ୍ଧ୍ୟ ବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟ ବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ୟାମଲାଲ ପ୍ରଧାନଙ୍କ ତତ୍ୱାବଧାନରେ ଛାତ୍ରୀ ମାନଙ୍କ ଆତ୍ମ ସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟାପିକା ମଧୁସ୍ମିତା ପ୍ରଧାନଙ୍କ ଦାୟିତ୍ୱରେ!-->…
Read More...
Read More...