ନବ ନିର୍ବାଚିତ ବିଜେପି ଜିଲ୍ଲା ସଭାପତିଙ୍କୁ ବ୍ଲକ ଜର୍ଣ୍ଣାଲିଷ୍ଟ ଆସୋସିଏସନ୍ ପକ୍ଷରୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଜର୍ଣ୍ଣାଲିଷ୍ଟ ଆସୋସିଏସନ୍ ପକ୍ଷରୁ ନବ ନିର୍ବାଚିତ ବଲାଙ୍ଗିର ଜିଲ୍ଲା ବିଜେପି ସଭାପତି ଶ୍ରୀବତ୍ସ ବେହେରାଙ୍କୁ ସ୍ଥାନୀୟ କାର୍ଯ୍ୟାଳୟଠାରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ମୁରିବାହାଲ ବ୍ଲକ!-->…
Read More...
Read More...