Daily Archives

ସୋନପୁରରେ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର , (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସଦରମହକୁମା ସୋନପୁର ସ୍ଥିତ ଟାଉନହଲ ଠାରେ ଆଜି ରାଜ୍ୟ ସରକାରଙ୍କ ଦ୍ଵାରା ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଗ୍ରାମାଂଚଳର ସର୍ବାଙ୍ଗୀନ ବିକାଶ ପାଇଁ ବିଭିନ୍ନ ପ୍ରକାର ଯୋଜନା ପ୍ରସ୍ତୁତ କରି
Read More...

ମହାକୁମ୍ଭ ୨୦୨୫ : ୨୩୩ ଜଳ ଏଟିଏମ୍ ଜରିଆରେ ୪୦ ଲକ୍ଷ ତୀର୍ଥଯାତ୍ରୀଙ୍କୁ ଦିନ ରାତି ୨୪ ଘଣ୍ଟା ବିଶୁଦ୍ଧ ପାନୀୟ ଜଣ…

ପରିବେଶର ସୁରକ୍ଷା ପାଇଁ ପ୍ଲାଷ୍ଟିକମୁକ୍ତ ପାନୀୟ ଜଳ ବ୍ୟବସ୍ଥା ଓ ବିଶୁଦ୍ଧ ଜଳ ଯୋଗାଣ ନୂଆଦିଲ୍ଲୀ, (ପିଆଇବି) : ଦେଶ ବିଦେଶର କୋଣ ଅନୁକୋଣରୁ ପ୍ରୟାଗରାଜର ମହାକୁମ୍ଭ ୨୦୨୫କୁ ଆସୁଥିବା ଲକ୍ଷ ଲକ୍ଷ ତୀର୍ଥଯାତ୍ରୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ବ୍ୟାପକ ବ୍ୟବସ୍ଥା
Read More...

ଜାତୀୟ ସ୍ତରର ଜନସମ୍ପର୍କ ଅଭିଯାନ ‘‘ଜଳ ବିଭାଜିକା ଯାତ୍ରା’’ର ଶୁଭାରମ୍ଭ କଲେ କେନ୍ଦ୍ର ମନ୍ତ୍ରୀ ଶିବରାଜ ସିଂହ ଚୌହାନ

• ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାର ଜଳ ବିଭାଜିକା ବିକାଶ ଉପାଦାନ (ଡବ୍ଲୁଡିସି-ପିଏମକେଏସୱାଇ) ପ୍ରକଳ୍ପଗୁଡ଼ିକର ପ୍ରଭାବୀ ଓ ସଫଳ କାର୍ଯ୍ୟକାରିତାରେ ଜନସାଧାରଣ ଓ ଗୋଷ୍ଠୀ ସହଭାଗିତାର ବର୍ତ୍ତମାନ ଓ ଭବିଷ୍ୟତର ଆବଶ୍ୟକତା ପାଇଁ ମୃତ୍ତିକା ଓ ଜଳ ସଂରକ୍ଷଣର ଗୁରୁତ୍ୱ ଉପରେ ଜୋର୍ ଦେଲେ
Read More...

ଜିଲ୍ଲାସ୍ତରୀୟ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁନ୍ଦରଗଡ଼, ( ସସ୍ମିତା ପ୍ରଧାନ ) : "ବିକଶିତ ଗାଁ ବିକଶିତ ଓଡ଼ିଶା" ଯୋଜନାର ଶୁଭାରମ୍ଭ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଆଜି ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଗ୍ରାମ ପଞ୍ଚାୟତଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଆଭାସୀ ମାଧ୍ୟମରେ ରାଜ୍ୟର ୩୦ ଗୋଟି ଜିଲ୍ଲା
Read More...

ବନବାହାଲ ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ ଉଦ୍‌ଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ପଞ୍ଚାୟତ ବନବାହାଲ ଗ୍ରାମରେ ଚାଲିଥିବା ଷୋହଳ ପ୍ରହରୀ ନାମଯଜ୍ଞ ଆଜି ଗୁରୁବାର ଉଦ୍‌ଯାପିତ ହୋଇଯାଇଛି । ସୋମବାର ସ୍ଥାନୀୟ ସାଗରରୁ ମହିଳାମାନେ ଜଳପୂର୍ଣ୍ଣ କଳସ ଆଣି ପୂଜା ମଣ୍ଡପରେ ସ୍ଥାପନ କରିଥିଲେ ।
Read More...

ବିକଶିତ ଗାଁ ବିକଶିତ ଓଡିଶା ଯୋଜନାର ଶୁଭାରମ୍ଭ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡା ଜିଲ୍ଲାର ପ୍ରତ୍ୟେକ ବ୍ଲକର ସମିତି କାର୍ଯ୍ୟାରଳୟ ପରିସରରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ବିକଶିତ ଗାଁ ବିକଶିତ ଓଡିଶା ଯୋଜନା ଭର୍ଚୁଆଲ ମାଧ୍ୟମରେ ଶୁଭାରମ୍ଭ ହୋଇଯାଇଛି । ଏଥିରେ ଯନ୍ତ୍ରୀ, ସିଡିପିଓ, ପଞ୍ଚାୟତ ଜନ ପ୍ରତିନିଧି,
Read More...

କୁଆଁରମୁଣ୍ଡା ବନାଞ୍ଚଳରେ ଜଙ୍ଗଲ ନିଆଁ ନିବାରଣ ସଚେତନତା କାର୍ଯ୍ୟକ୍ରମ

କୁଆଁରମୁଣ୍ଡା, (ସସ୍ମିତା ପ୍ରଧାନ) : କୁଆଁରମୁଣ୍ଡା ବନାଞ୍ଚଳର ବିଭିନ୍ନ ସ୍ଥାନରେ ଗତକାଲି ଜଙ୍ଗଲ ନିଆଁ ନିବାରଣ ସହ ଜନସୁରକ୍ଷା, ଗଜ ରକ୍ଷା ନେଇ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କୁଆଁରମୁଣ୍ଡା ଫରେଷ୍ଟ ରେଞ୍ଜ ଅଫିସର ପଞ୍ଚ ନାରାୟଣ ସରାଫଙ୍କ ନେତୃତ୍ୱରେରେ କାର୍ଯ୍ୟକ୍ରମମାନ
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବିକଶିତ ଗାଁ, ବିକଶିତ ଓଡିଶା କାର୍ଯ୍ୟକ୍ରମ ଶୁଭାରମ୍ଭ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନାର ଆଭାଷୀ ମାଧ୍ୟମରେ ଏହି ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିକଶିତ ଗାଁ, ବିକଶିତ ଓଡ଼ିଶା ଭଳି ଏକ ମହତ୍ତ୍ୱପୂର୍ଣ୍ଣ ଯୋଜନା ମୁଖ୍ୟମନ୍ତ୍ରୀ ମୋହନ ଚରଣ
Read More...

ୱେଭସ୍ ୨୦୨୫ ‘ରିଲ୍ ମେକିଂ’ ଚ୍ୟାଲେଞ୍ଜ ଲାଗି ୨୦ଟି ଦେଶ ଏବଂ ସମଗ୍ର ଭାରତରୁ ୩,୩୦୦ରୁ ଅଧିକ ଏଣ୍ଟ୍ରି…

ଡିଜିଟାଲ ରିଲ୍ ଠାରୁ ଆରମ୍ଭ କରି ଗ୍ଲୋବାଲ୍ ଡିଲ୍ ପର୍ଯ୍ୟନ୍ତ : ବିଜେତାମାନେ ଲାଭ ଏବଂ ସ୍ୱୀକୃତି ପାଇଁ ଏକ ଅନନ୍ୟ ସୁଯୋଗ ପାଇବେ, ଯେଉଁଥିରେ ଚୂଡ଼ାନ୍ତ ବିଜେତାମାନେ ମନ୍ତ୍ରଣାଳୟର ସମର୍ଥନରେ ବିଶ୍ୱସ୍ତରରେ ପ୍ରତିଦ୍ୱନ୍ଦ୍ୱିତା କରିବେ"ବିକଶିତ ଭାରତ" ଶୀର୍ଷକ ଭାରତର ସାମ୍ପ୍ରତିକ ବୈଷୟିକ
Read More...

ଆଦର୍ଶ ପାଠାଗାରର ୩୦ତମ ପୁସ୍ତକ ମେଳାର ପଞ୍ଚମ ଦିନ ଅଖିଳ ଭାରତୀୟ ସାହିତ୍ୟ ପରିଷଦ ଓ ଭଜକୃଷ୍ଣ ସାରସ୍ଵତ ସ୍ମୃତି ସଂସଦର…

ରାଉରକେଲା, (ସସ୍ମିତା ପ୍ରଧାନ) : ଆଦର୍ଶ ପାଠାଗାର ଆୟୋଜିତ ୩୦ତମ ରାଉରକେଲା ପୁସ୍ତକମେଳାର ପଞ୍ଚମ ଦିବସରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦ ଓ ଭଜକୃଷ୍ଣ ସାରସ୍ଵତ ସ୍ମୃତି ସଂସଦର ସାହିତ୍ୟ ସଭା ଓ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ କାର୍ଯ୍ୟକ୍ରମରେ ପାଠାଗାରର
Read More...