Daily Archives

ଶ୍ରେଷ୍ଠ ଭାରତ ନିର୍ମାଣର ଆଧାର ହେଉଛି ବୈଦିକ ସଂସ୍କୃତି ନାମକ ସେମିନାର ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗୁରୁକୁଳ ନବ ପ୍ରଭାତ ବୈଦିକ ବିଦ୍ୟାପୀଠ ନୂଆଁପାଲି ଠାରେ ଉଲ୍ଲେଖନୀୟ ଗବେଷଣା ସେମିନାର "ଶ୍ରେଷ୍ଠ ଭାରତ ନିର୍ମାଣ ଆଧାର ବୈଦିକ ସଂସ୍କୃତି ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ସେମିନାରରେ ପ୍ରମୁଖ ସଂସ୍କୃତ ବିଦ୍ୱାନମାନେ ଉପସ୍ଥିତ ଥିଲେ । ପତଞ୍ଜଳି
Read More...

ଡାହିମାଲ କ୍ଲଷ୍ଟର ସ୍ତରୀୟ ନିପୁଣ ମେଳା ଓ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଓଡ଼ିଶା ସରକାରଙ୍କ ଯୋଜନାନୁସାରେ ଗୁଡଭେଲା କ୍ଲଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳା ଓ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା ସ୍ଥାନୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଜମ୍ଭେଲ ଠାରେ ପ୍ରଧାନ ଶିକ୍ଷୟିତ୍ରୀ ରୋଲିନା ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
Read More...

ପୋଟେସ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଅନ୍ତର୍ଗତ ପୋଟେସ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ କଲମପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶ୍ରୀ ମଧୁସ୍ମିତା ନାଏକ ଯୋଗଦେଇ ଏହି
Read More...

ଭେଙ୍ଗରାଜପୁର ଗ୍ରାମରେ ଦଧିବାବନ ମନ୍ଦିରର ରତ୍ନ ମୁଦକ ମହୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଭେଙ୍ଗରାଜପୁର ଗ୍ରାମରେ ଦଧିବାବନ ମନ୍ଦିରର ରତ୍ନ ମୁଦକ ପ୍ରତିଷ୍ଠା ଉପଲକ୍ଷେ ଦୀର୍ଘ ୪ଦିନ ଧରି ହୋମ ନାମ ସଙ୍କୀର୍ତ୍ତନ ଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଏଥି ନିମନ୍ତେ ଗାଁରେ ଗ୍ରାମର ସମସ୍ତ ମହିଳା ପୁରୁଷ ଯୁବ ସମାଜ
Read More...

ତୁରେକେଲା କ୍ଳଷ୍ଟରର ଆସ ପ୍ରକୃତିକୁ ଭଲ ପାଇବା କାର୍ଯ୍ୟକ୍ରମ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଳକ ଅନ୍ତର୍ଗତ ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ରର ଆସ ପ୍ରକୃତିକୁ ଭଲ ପାଇବା କାର୍ଯ୍ୟକ୍ରମ ଓ କ୍ଷେତ୍ର ପରିଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରକୃତି ବନ୍ଧୁ ତଥା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ
Read More...

ଫ୍ରେଣ୍ଡସ କ୍ଳବ ପକ୍ଷରୁ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ କଦଳିପାଲି ବରଗଡ଼ ବିଜୟୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସୁପରିଚିତ ଅନୁଷ୍ଠାନ ଫ୍ରେଣ୍ଡସ କ୍ଳବ ପକ୍ଷରୁ ଦ୍ୱିତୀୟ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ସହର ସ୍ଥିତ ପୃଥ୍ୱୀରାଜ ହାଇସ୍କୁଲ ଖେଳ ଉଦ୍‌ଘାଟିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଲୋଟସ ଷଢଙ୍ଗୀଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥିଭାବରେ ବଲାଙ୍ଗିର
Read More...

ମା’ ବରାହୀ ଖଣ୍ଡୁଆଳ ପୀଠରେ ବିଶ୍ଵଶାନ୍ତି ମହାଯଜ୍ଞ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ସୁଜନପୁର ଗ୍ରାମ ପଞ୍ଚାୟତ କଅଁଳପଡା ଗ୍ରାମର ଆରାଧ୍ୟ ଦେବୀ ମା' ବରାହୀ ଖଣ୍ଡୁଆଳଙ୍କ ପୀଠରେ ସୋମବାର ଦିନ ଗୋଧୂଳି ଲଗ୍ନରେ ବିଶ୍ଵଶାନ୍ତି ମହାଯଜ୍ଞର ପୂର୍ଣ୍ଣାହୁତି ହୋଇଯାଇଛି । କଅଁଳପଡା ଗ୍ରାମବାସୀଙ୍କ ସହଯୋଗରେ ଅନୁଷ୍ଠିତ
Read More...

ପାହାଡ଼ ଶୀର୍ଷକ ବିଶ୍ୱନାଥ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକର ପ୍ରସିଦ୍ଧ ଶୈବପୀଠ ପାହାଡ଼ ଶୀର୍ଷକ ବିଶ୍ଵନାଥ ଦେବଙ୍କର ୪୩ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ ମାଘମାସ ଶୁକ୍ଲପକ୍ଷ ସପ୍ତମୀ ଠାରୁ ୭ଦିନ ଧରି ଅନୁଷ୍ଠିତ ହୋଇ ଆଜି ଗୋଧୂଳି ଲଗ୍ନରେ ପୂର୍ଣ୍ଣାହୁତି ସମ୍ପନ୍ନ ହୋଇଛି ।
Read More...

ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୭ମ ମ୍ୟାଚ୍‌

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଓ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ମିଳିତ ଆନୁକୂଲ୍ୟରେ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୭ମ ମ୍ୟାଚ୍‌ରେ ରାଇରଙ୍ଗପୁର କ୍ଲବ ବିସିଏକୁ ୫
Read More...

ଗଛରେ ପିଟି ହେଲା ବସ୍ : ୧୫ ଆହତ

ଖୋର୍ଦ୍ଧା :୫୭ ନମ୍ବର ଜାତୀୟ ରାଜପଥର ବୋଲଗଡ ଗୋପବନ୍ଧୁ ଛକଠାରେ ନାରାୟଣୀ ନାମକ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ । ଗଛରେ ପିଟି ହେଲା ବସ । ଏଥିରେ ୧୫ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ସମସ୍ତ ଆହତଙ୍କୁ ବୋଲଗଡ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି
Read More...